Browsing Category

ଧର୍ମ ସଂସ୍କୃତି

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତି ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ

ପୁରୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତି ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ । ରଥ ନିର୍ମାଣର ତୃତୀୟ ଦିନରେ ରଥ ଖଳାରେ ଜୋର ଧରିଛି ରଥ କାମ । ତିନି ମୁଖ୍ୟ ବିଶ୍ୱକର୍ମା ମହାରଣାଙ୍କ ନେତୃତ୍ୱରେ ରଥ ନିର୍ମାଣ କାମ ଆଗେଇ ଚାଲିଛି । ତିନି ରଥ ଲାଗି ୪୨ଟି ଚକର ଆବଶ୍ୟକ ଥିବା ବେଳେ

ଧୁମ ଧାମ ରେ ପାଳିତ ହେଉଛି ମା ନାରାୟଣୀ ଯାତ୍ରା…

ଫୁଲବାଣୀ : ଫୁଲବାଣୀ ମା ନାରାୟଣୀ ଯାତ୍ରାର ଦ୍ବିତୀୟ ଦିବସର ସନ୍ଧ୍ୟାରେ ଭଜନ ସମାରୋହ ସାଂସ୍କୃତିକ କାର୍ଯ୍ୟକ୍ରମକୁ କନ୍ଧମାଳ ଜିଲ୍ଲାର ଅଗ୍ରଣୀ ନୃତ୍ୟ ସଙ୍ଗୀତ ଅନୁଷ୍ଠାନ ନଟରାଜ କଳା ମନ୍ଦିରର କଳାକାର ମାନଙ୍କ ଦ୍ଵାରା ପରିବେଷିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ମୁଖ୍ୟଅତିଥି ଭାବେ

ଅକ୍ଷୟ ତୃତୀୟାରେ ଆରମ୍ଭ ହେଲା ମହାପ୍ରଭୁଙ୍କ ରଥ ନିର୍ମାଣ

ଆଜି ପବିତ୍ର ଅକ୍ଷୟ ତୃତୀୟାରେ ହୋଇଛି ଅଖି ମୁଠି ଅନୂକୂଳ। କ୍ଷେତରେ ବିହନ ବୁଣାର ଅନୁକୂଳ ସହ ଚାଷ କାମର ଶୁଭାରମ୍ଭ କରିଛି ଚାଷୀ। ସେହିପରି ଏହି ପବିତ୍ର ଦିନରେ ପୁରୀରେ ଘୋଷଯାତ୍ରା ପାଇଁ ଆଜିଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରଥ ନିର୍ମାଣ। ମଧ୍ୟାହ୍ନ ଧୂପ ବଢ଼ିବା ପରେ ମହାପ୍ରଭୁଙ୍କ

ଆରମ୍ଭ ହେଲା ଶୀତଳ ଷଷ୍ଠୀ  ଯାତ୍ରା

ସମ୍ବଲପୁର: ସମ୍ବଲପୁର ଶୀତଳ ଷଷ୍ଠୀ ଯାତ୍ରାର ଆଜି ଆଦ୍ୟ ପର୍ବ। ଶିବ ବିବାହ ପାଇଁ ଆଜି ଥାଳ ଉଠା ସହ କନ୍ୟା ମାତା ପିତା ଚୟନ କରାଯିବ। ଆଜି ଅପରାହ୍ନରେ ବିଭିନ୍ନ ଶିବାଳୟରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ପରେ ମନ୍ଦିରରୁ ଥାଳ ଉଠିବ ଏବଂ ଶୀତଳଷଷ୍ଠୀ ଯାତ୍ରା ପାଇଁ ଦାନ ଓ

ପବିତ୍ର ଅକ୍ଷୟ ତୃତୀୟାରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଆଜି ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥ୍ୟକୁ ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପାଳନ କରାଯାଏ । ଆଜିର ଦିନରେ ଚାଷୀ ଭାଇମାନେ ଅକ୍ଷିମୁଠି ଅନୁକୂଳ କରିଥା’ନ୍ତି। ରଥ ନିର୍ମାଣର ଆରମ୍ଭ ବି ଏହି ପବିତ୍ର ଦିନରେ ହୋଇଥାଏ । ଅକ୍ଷୟ

ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ

ପୁରୀ : ଆଜି ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ । ଆସିକା ବନଖଣ୍ଡ ରୁ ଏହି କାଠ ଆସି ପହଞ୍ଚିଥିବା ରଥ ତତ୍ତ୍ୱାବଧାରକ ସୂଚନା ଦେଇଛନ୍ତି । ସମୁଦାୟ ୧୪ଗୋଟି ଫାଶୀ କାଠ ଆସିକା ବନଖଣ୍ଡରୁ ରଥଖଳାରେ ଆସି ପହଞ୍ଚିଛି । ରଥ ପାଇଁ ୫୦ଟି ଫାଶୀ କାଠର ଆବଶ୍ୟକତା ଥିବା ବେଳେ ପର୍ଯ୍ୟାୟ

ଅସ୍ଥାୟୀ ମଣ୍ଡପରେ ସାଧାରଣରେ ଭକ୍ତଙ୍କୁ ଦର୍ଶନ ଦେଲେ ମା ଖମ୍ବେଶ୍ବରୀ…

ଆସିକା : ଆସିକା ବିଜେ ଖମ୍ବେଶ୍ବରି ଠାକୁରାଣୀ ଙ୍କ ବୈଶାଖୀ ଯାତ୍ରା ଶେଷ ପର୍ଯ୍ୟାୟରେ।ଏହି ଅବସରରେ ମା ଖମ୍ବେଶ୍ବରୀ ଅସ୍ଥାୟୀ ମଣ୍ଡପରେ ସର୍ବସାଧାରଣଙ୍କୁ ଦର୍ଶନ ଦେଇଛନ୍ତି । ମାଙ୍କ ଯାତ୍ରାର ଶେଷ ତଥା ରବିବାର ଦିନ ଅନେକ ସାଂସ୍କୃତିକ ଓ ସାମାଜିକ ନାଟକ ଅନୁଷ୍ଠିତ ହୋଇ ୧୫ଦିନିଆ

ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ

ପୁରୀ: ଆଉ କିଛି ଦିନ ପରେ ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ଚନ୍ଦନ ଯାତ୍ରା । ଆସନ୍ତା ମେ’ ମାସ ୧୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଆରମ୍ଭ ହେବ । ଦୀର୍ଘ ୨୧ ଦିନବ୍ୟାପୀ ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ

ଆରମ୍ଭ ହୋଇଛି ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ଯାତ୍ରା

ତାଳଚେର: ସମଗ୍ର ଭାରତରେ ଏମିତି ଏକ ପୀଠ ଅଛି ଯେଉଁଠି ଭକ୍ତଠାରୁ ଭଗବାନ ସିଧାସଳଖ ନୈବେଦ୍ୟ ଗ୍ରହଣ କରନ୍ତି । ନାଁ ଥାଏ ପୂଜକର ମନ୍ତ୍ର ଧ୍ବନି ନା କୈଣସି ପ୍ରତିବନ୍ଧକ । ଏହି ପୀଠ ସହ ସିଧାସଳଖ ରହିଛି ଶ୍ରୀକ୍ଷେତ୍ରର ସମ୍ପର୍କ । ବିଶ୍ବାସ ରହିଛି ଦିନକ ପାଇଁ ଶ୍ରୀକ୍ଷେତ୍ର ରୋଷଘରର ଠାକୁରାଣୀ

ଅଧାବାଟରେ ଅଟକିଲେ ପ୍ରଭୁ ଶ୍ରୀଲିଙ୍ଗରାଜ, ଆସନ୍ତାକାଲି ପୁଣି ଗଡ଼ିବ ରୁକୁଣା ରଥ

ଭୁବନେଶ୍ବର: ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ମଙ୍ଗଳବାର ସନ୍ଧ୍ୟାରେ ପାପନାଶିନୀ ଛକ ନିକଟରେ ଅଟକିଛି। ବିଧି ରହିଛି ସୂର୍ଯ୍ୟାସ୍ତ ପରେ ରଥ ଟଣା ହୁଏନି। ତେଣୁ ଅଧା ରାସ୍ତାରେରଥ ଅଟକିଛି। ଅଧଘଣ୍ଟା ବିଳମ୍ବରେ ନୀତିକାନ୍ତ ଆରମ୍ଭ ହୋଇ ଦେଢ଼ଘଣ୍ଟା ବିଳମ୍ବରେ ଗଡିଥିଲା ମହାପ୍ରଭୁ