Browsing Category

ବିଦେଶ

ବାଂଲାଦେଶରେ ରାସ୍ତାକୁ ଓହ୍ଲାଇଲେ ଲକ୍ଷ ଲକ୍ଷ ହିନ୍ଦୁ

ଶେଖ ହସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଭାରତ ପଳାଇ ଆସିବା ପରେ ବାଂଲାଦେଶରେ ବସବାସ କରୁଥିବା ହିନ୍ଦୁ ଓ ଅନ୍ୟ ସଂଖ୍ୟାଲଘୁ ସଂପ୍ରଦାୟ ଉପରେ ଆକ୍ରମଣ କରାଯାଉଛି। ଏହାର ପ୍ରତିବାଦରେ ଶନିବାର ଲକ୍ଷ ଲକ୍ଷ ହିନ୍ଦୁ ଢାକା ଓ ଚିଟ୍ଟାଗଙ୍ଗରେ ରାସ୍ତାକୁ ଓହ୍ଲାଇ ପ୍ରତିବାଦ କରିଛନ୍ତି। …

ଝିଅଙ୍କ ଆଇନଗତ ବିବାହ ବୟସ ୧୮ରୁ ୯କୁ ହ୍ରାସ କରିବାକୁ ପ୍ରସ୍ତାବ, ତେଜିଲା ବିବାଦ

ବିବାହ ପାଇଁ ଝିଅମାନଙ୍କ ଆଇନଗତ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରିବାକୁ ପ୍ରସ୍ତାବ ଦିଆଯାଇଛି। ସଂସଦରେ ଏହି ବିଲ୍ ଆଗତ ହେବା ପରେ ବ୍ୟାପକ ଉତ୍ତେଜେନା ଦେଖାଯାଇଛି। କିଛି ସଂଗଠନ ଏବଂ ମହିଳାମାନେ ଏହାକୁ ତୀବ୍ର ବିରୋଧ କରିଛନ୍ତି। ଏପରି ଏକ ଖବର ଇରାକରୁ ଆସିଛି। ସୂଚନା ଅନୁସାରେ,…

‘ନିର୍ବାଚନ ହେଲେ ବାଂଲାଦେଶ ଫେରିବେ ଶେଖ୍ ହସିନା’

ବ୍ୟାପକ ହିଂସା ପରେ ବାଂଲାଦେଶ ଛାଡ଼ି ପଳାଇ ଆସିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଦେଶକୁ ଫେରିବେ। ବର୍ତ୍ତମାନର ଅନ୍ତରୀଣ ସରକାର ଯେବେ ନିର୍ବାଚନ ପାଇଁ ନିଷ୍ପତ୍ତି ନେବେ, ସେତେବେଳେ ଶେଖ୍ ହସିନା ଦେଶକୁ ଫେରିବେ ବୋଲି ତାଙ୍କ ପୁଅ ସାଜିବ ୱାଜିଦ ଜୟ କହିଛନ୍ତି। ବାଂଲାଦେଶରେ…

ବାଂଲାଦେଶ ହିଂସା ମଧ୍ୟରେ ଅଗଷ୍ଟ ୮ରେ ଶପଥ ନେବେ ମହମ୍ମଦ ୟୁନୁସ

ଢାକା: ନୋବେଲ ବିଜେତା ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ବାଂଲାଦେଶରେ ଅନ୍ତରୀଣ ସରକାର ଆସନ୍ତାକାଲି ଶପଥ ଗ୍ରହଣ କରିବେ। ଏନେଇ ଦେଶର ସେନା ମୁଖ୍ୟ ଜେନେରାଲ ୱାକର-ଉଜ-ଜମାନ ବୁଧବାର ସୂଚନା ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ଜେନେରାଲ ୱାକର କହିଛନ୍ତି ଯେ ଅନ୍ତରୀଣ ସରକାର ରାତି ୮ ଟାରେ…

କ୍ରାଶ କରିଗଲା ହେଲିକପ୍ଟର: ପାଇଲଟଙ୍କ ସମେତ ୫ ମୃତ

ପୁଣିଥରେ ନେପାଳରେ ଘଟିଛି ବଡ଼ ଦୁର୍ଘଟଣା। ଆଜି ନେପାଳର ନୂୱାକୋଟ ଅନ୍ତର୍ଗତ ଶିବପୁରିରେ ଗୋଟିଏ ଯାତ୍ରୀବାହୀ ହେଲିକପ୍ଟର କ୍ରାଶ କରି ଯାଇଛି। ଏୟା ଡାଏନଷ୍ଟୀ କମ୍ପାନୀର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବାରୁ ଏଥିରେ ଥିବା ପାଇଲଟଙ୍କୁ ମିଶାଇ ସମସ୍ତ ୫ ଜଣଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ଏତେ…

ବାଂଲାଦେଶରେ ବିଗୁଡ଼ୁଛି ସ୍ଥିତି, ପରିବାର ସହ ଫେରିଲେ ୧୯୦ ଦୂତାବାସ କର୍ମଚାରୀ

ସଂରକ୍ଷଣ ବ୍ୟବସ୍ଥାକୁ ନେଇ ବାଂଲାଦେଶରେ ଆରମ୍ଭ ହୋଇଥିବା ହିଂସା ଥମିବା ନାଁ ଧରୁନି। ପ୍ରଧାନମନ୍ତ୍ରୀ ଶେଖ ହସିନା ଦେଶ ଛାଡି ପଳାଇ ଯାଇଥିବା ବେଳେ ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ଅନ୍ତରୀଣ ସରକାର ଗଠନ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି। ଏହାପରେ ବି ସେଠାରେ ହିଂସାକାଣ୍ଡ, ପୋଡ଼ାଜଳା ଥମିବା…

ବାଂଲାଦେଶରେ ଥିବା ହିନ୍ଦୁ ଏବଂ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ

ବାଂଲାଦେଶରେ ସଂରକ୍ଷଣ ବ୍ୟବସ୍ଥା ବିରୋଧରେ ଆରମ୍ଭ ହୋଇଥିବା ଛାତ୍ର ଆନ୍ଦୋଳନ ଦଙ୍ଗାରେ ପରିଣତ ହୋଇଛି। ସେଠାରେ ରହୁଥିବା ହିନ୍ଦୁଙ୍କୁ ଟାର୍ଗେଟ କରାଯାଇ ଆକ୍ରମଣ କରା ଯାଉଥିବା ସୂଚନା ମିଳିଛି। ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଶେଖ୍ ହସିନା ବିଦେଶ ପଳାଇବା ପରେ ବାଂଲାଦେଶରେ…

ବାଂଲାଦେଶର ଶାସନ ଦାୟିତ୍ୱ ହାତକୁ ନେଲେ ସେନା ମୁଖ୍ୟ

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ସହ ଶେଖ ହସିନା ଦେଶ ଛାଡ଼ିବାରୁ ଏବେ ବାଂଲାଦେଶରେ ଲାଗୁ ହୋଇଛି ସେନା ଶାସନ। ଦେଶର ସେନା ମୁଖ୍ୟ ଜେନେରାଲ ୱାକେର ଉଜ ଜମାନ ବାଂଲାଦେଶର ଶାସନ ଭାର ନିଜ ହାତକୁ ନେଇଛନ୍ତି। ହସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା କଥା ଜେନେରାଲ ଜମାନ କହିବା ପରେ…

ଜମି ଖଣ୍ଡେ ପାଇଁ ପାକିସ୍ତାନରେ ଦଙ୍ଗା, ୪୯ ମୃତ

ଇସ୍ଲାମାବାଦ: ଜମି ଖଣ୍ଡିଏ ପାଇଁ ପାକିସ୍ତାନରେ ଦୁଇ ଜନଜାତି ସମୁଦାୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଛି । ପାକିସ୍ତାନର ଖାଇବର ପଖ୍ତୁନଖୱା ପ୍ରଦେଶରେ ହୋଇଥିବା ଏହି ରକ୍ତାକ୍ତ ସଂଘର୍ଷରେ ଏପର୍ଯ୍ୟନ୍ତ ୪୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। କୁରମ…

ରାମଲଲାଙ୍କ ଛବି ଥିବା ଡାକ ଟିକେଟର ଲୋକାର୍ପଣ କଲେ ଭାରତ ଓ ଲାଓସ

ନୂଆଦିଲ୍ଲୀ : ଭାରତ ଓ ଲାଓସ ପକ୍ଷରୁ ପ୍ରଥମଥର ପାଇଁ ରାମଲଲାଙ୍କ ଛବି ଥିବା ଡାକ ଟିକେଟକୁ ଲୋକାର୍ପଣ କରାଯାଇଛି। ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ଏବେ ଲାଓସ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି।ଆଯୋଧ୍ୟାରେ ଥିବା ରାମଲଲାଙ୍କ ଫଟୋ…