Browsing Category

ବିଦେଶ

ଇରାନ୍‌ର ନିଶାମୁକ୍ତି କେନ୍ଦ୍ରରେ ଭୟଙ୍କର ଅଗ୍ନିକାଣ୍ଡ, ୨୭ ଜୀବନ୍ତ ଦଗ୍ଧ…

ଉତ୍ତର ଇରାନର ଗିଲାନ ରାଜ୍ୟରେ ଥିବା ଏକ ନିଶାମୁକ୍ତି କେନ୍ଦ୍ରରେ ଶୁକ୍ରବାର ସକାଳେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୭ ଜଣ ଆହତ ହୋଇଥିବା ଖବର ରହିଛି। ରିପୋର୍ଟ ମୁତାବକ, ଲାଙ୍ଗ୍ରାଉଡ ସହରରେ ଥିବା ଏହି ନିଶାମୁକ୍ତି କେନ୍ଦ୍ରରେ…

ପାକିସ୍ତାନରେ ହେବ ସାଧାରଣ ନିର୍ବାଚନ

ସାଧାରଣ ନିର୍ବାଚନକୁ ନେଇ ପାକିସ୍ତାନରେ ଲାଗି ରହିଥିବା ଅନିଶ୍ଚିତତାରେ ପୂର୍ଣ୍ଣଛେଦ ପଡ଼ିଛି। ସାମନାକୁ ଆସିଛି ପାକିସ୍ତାନ ନିର୍ବାଚନ ତାରିଖ ।ଆସନ୍ତା ବର୍ଷ ଫେବୃଆରୀ ୮ରେ ହେବ ପାକିସ୍ତାନରେ ହେବ ସାଧାରଣ ନିର୍ବାଚନ। ପାକିସ୍ତାନ ରାଷ୍ଟ୍ରପତି ଆରିଫ୍…

ଶରଣାର୍ଥୀ ଶିବିରରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍

ଇସ୍ରାଏଲ୍ ଏବଂ ହମାସ ମଧ୍ୟରେ ଗତ ୨୫ ଦିନ ଧରି ଯୁଦ୍ଧ ଚାଲିଛି। ଗାଜା ଉପରେ ଇସ୍ରାଏଲର ଆକ୍ରମଣ ଜାରି ରହିଛି। ଗାଜାରେ ଏ ପର୍ଯ୍ୟନ୍ତ ୮୫୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇସାରିଲାଣି। ଏହାରି ଭିତରେ ଇସ୍ରାଏଲ୍ ସେନା ମଙ୍ଗଳବାର ଉତ୍ତର ଗାଜାର ଜବାଲିଆ ଶରଣାର୍ଥୀ ଶିବିରରେ…

ଗୋରା ଓ ପତଳା ଝିଅଙ୍କୁ ମିଳୁଛି ଚାକିରି, ଏୟାରଲାଇନ୍ସ ନାଁରେ ମାମଲା

କେବଳ ସୁନ୍ଦର, ଗୋରୀ, କମ୍‌ ବୟସ୍କା, ପତଳା ଓ ନୀଳ ନୟନାଙ୍କୁ ମିଳୁଛି ଫ୍ଲାଇଟ୍‌ରେ ଚାକିରି । ଏଭଳି ଯୁବତୀମାନେ ଏୟାରଲାଇନ୍ସର ପ୍ରଥମ ପସନ୍ଦ। ଏମାନଙ୍କୁ କ୍ରୁ’ ସଦସ୍ୟ କରାଯାଇଛି। ଏହି ଯୁବତୀଙ୍କ ଆଗରେ ଅନ୍ୟ ଝିଅମାନଙ୍କୁ ହତାଦର କରଯାଉଛି। ଏଭଳି କିଛି ଅଭିଯୋଗ ଆସିଛି…

ଗାଜାରୁ ବାହାରିଲେ ବିଦେଶୀ ନାଗରିକ…

ଇସ୍ରାଏଲର ଘନ ଘନ ଆକ୍ରମଣ ଯୋଗୁ ଗାଜାରେ ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି। ଲଗାତର ବୋମା ବର୍ଷା ଓ ରକେଟ୍‌ ମାଡ଼ ଯୋଗୁ ଅନେକ ଲୋକେ ପ୍ରାଣ ହରାଉଛନ୍ତି। ଏଥିସହ ଶହ ଶହ ଲୋକେ ଆହତ ମଧ୍ୟ ହୋଇଛନ୍ତି। ଏଭଳି ସ୍ଥିତିରେ ଗାଜା ଷ୍ଟ୍ରିପରେ ପୂର୍ବରୁ ରହୁଥିବା ବିଦେଶୀ…

ମୁଖ୍ୟ ଚୟନକର୍ତ୍ତା ପଦରୁ ଇଞ୍ଜମାମ ଉଲ ହକଙ୍କ ଇସ୍ତଫା…

କରାଚୀ: ୨୦୨୩ ଦିନିକିଆ ବିଶ୍ୱକପରେ ପାକିସ୍ତାନ କ୍ରିକେଟ୍ ଦଳର ଖରାପ ପ୍ରଦର୍ଶନ ପରେ ପିସିବି(ପାକିସ୍ତାନ କ୍ରିକେଟ ବୋର୍ଡ)ରେ ଅଶାନ୍ତି ଦେଖାଦେଇଛି। ପାକିସ୍ତାନ କ୍ରିକେଟରେ ଏବେ ଆରୋପ-ପ୍ରତ୍ୟାରୋପ ଜାରି ରହିଥିବାବେଳେ ଏହାରି ଭିତରେ ଏକ ବଡ ଖବର ସାମ୍ନାକୁ ଆସିଛି |…

ଧମକ ପରେ ବି ଗାଜାକୁ ସହାୟତା କରିବେ ଏଲନ୍‌ ମସ୍କ…

ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଗାଜାରେ ଗ୍ରାଉଣ୍ଡ ଅପରେସନ ଆରମ୍ଭ କରିଦେଇଛି ଇସ୍ରାଏଲ। ଚାରିପୁଟି ଇସ୍ରାଏଲ ଗାଜାକୁ ଘେରି ରହିଛି। ଇସ୍ରାଏଲ ତରଫରୁ ଗାଜାକୁ ସମସ୍ତ ପ୍ରକାର ଯୋଗାଯୋଗ ବନ୍ଦ କରିଦିଆଯାଇଛି। ଏହାର ପ୍ରଭାବ ହମାସ ଆତଙ୍କୀଙ୍କ ବ୍ୟତୀତ ଗାଜାର…

ଫ୍ରିଜ୍‌ରୁ ବାହାରିଲା ଗୋଡ଼ହାତ ବନ୍ଧା ହୋଇଥିବା ଅନ୍ତଃସତ୍ତ୍ବା ମଡେଲ୍‌ଙ୍କ ଶବ…

ଲସ୍‌ ଏଞ୍ଜେଲେସ୍‌: ହାତଗୋଡ଼ ଓ ମୁହଁ ବନ୍ଧାଯାଇଥିବା ଅବସ୍ଥାରେ ଏକ ଆପାର୍ଟମେଣ୍ଟ୍‌ରେ ଥିବା ଫ୍ରିଜ୍‌ ଭିତରୁ ଉଦ୍ଧାର କରାଯାଇଥିବା ଜଣେ ମଡେଲ୍‌ଙ୍କ ଶବର ବ୍ୟବଚ୍ଛେଦ ରିପୋର୍ଟ ଶୁକ୍ରବାର ଦିନ ପ୍ରକାଶ କରାଯାଇଥିବା କଥା ‘ନ୍ୟୁୟର୍କ ପୋଷ୍ଟ୍‌’ ରିପୋର୍ଟ କରିଛି। ୩୧…

୧୫୦ ଅଣ୍ଡର ଗ୍ରାଉଣ୍ଡ ଟାର୍ଗେଟକୁ ଧ୍ୱଂସ କଲା ଇସ୍ରାଏଲ…

ପାଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସ ବିରୋଧରେ ନିଜର ଆକ୍ରମଣକୁ ଜୋରଦାର କରିଛି ଇସ୍ରାଏଲ। ଗାଜା ଷ୍ଟ୍ରିପରେ ଏବେ ଇସ୍ରାଏଲ ସ୍ଥଳଭାଗରେ ହମଲା କରୁଥିବା ବେଳେ ଆକାଶ ପଥରେ ମିସାଇଲ ମାଡ଼ କରିବାକୁ ମଧ୍ୟ ପଛାଇ ନାହିଁ। ଶୁକ୍ରବାର ରାତିରେ ଇସ୍ରାଏଲ ସେନା ପକ୍ଷରୁ ଗାଜାରେ…

ଇସ୍ରାଏଲ୍‌କୁ ସତର୍କ ‌କଲେ ଇରାନ୍‌ ମନ୍ତ୍ରୀ

ନ୍ୟୁୟର୍କ: ଲେବାନନ୍‌ରେ ସଶସ୍ତ୍ର ସଙ୍ଗଠନ ପ୍ରସ୍ତୁତ ହୋଇ ରହିଛନ୍ତି ଓ ସେମାନେ ଯେକୌଣସି ମୁହୂର୍ତ୍ତରେ ଭୟାବହ କାଣ୍ଡ ଘଟାଇ ପାରନ୍ତି ବୋଲି ଇରାନ୍‌ର ବୈଦେଶିକ ମନ୍ତ୍ରୀ ହୋସେନ୍‌ ଅମିର୍‌-ଅବ୍‌ଦୋଲ୍ଲାହିଆନ୍‌ ଗଣମାଧ୍ୟମ ‘ମର୍ଣ୍ଣିଙ୍ଗ୍‌ ଏଡିସନ୍‌’ର ପ୍ରତିନିଧି…