Browsing Category

ବିଦେଶ

ଏବେ ଆମେରିକା, ଅଷ୍ଟ୍ରେଲିଆ ଓ କାନାଡାରେ ‘ପ୍ରାକ୍ଟିସ୍‌’ କରିପାରିବେ ଭାରତୀୟ ଡାକ୍ତରୀ ସ୍ନାତକ…

ନୂଆଦିଲ୍ଲୀ: ୧୦ ବର୍ଷ ପାଇଁ ଭାରତର ‘ନ୍ୟାସ୍‌ନାଲ୍‌ ମେଡିକାଲ୍‌ କମିସନ୍‌’କୁ (ଏନ୍‌ଏମ୍‌ସି) ‘ୱାର୍ଲଡ୍‌ ଫେଡେରେସନ୍‌ ଫର୍‌ ମେଡିକାଲ୍‌ ଏଜୁକେସନ୍‌’ (ଡବ୍ଲୁଏଫ୍‌ଏମ୍‌ଇ) ‘ରେକୋଗ୍‌ନିସନ୍‌ ‌ଷ୍ଟାଟସ୍‌’ ପ୍ରଦାନ କରିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟରୁ…

ଜାତିସଂଘରେ ପୁଣି ଥରେ କଶ୍ମୀର ପ୍ରସଙ୍ଗ ଉଠାଇଲା ତୁର୍କିଏ…

ନୂଆଦିଲ୍ଲୀ: ମିଳିତ ଜାତିସଂଘର ୭୮ତମ ସାଧାରଣ ଅଧିବେଶନରେ ତୁର୍କିଏ ରାଷ୍ଟ୍ରପତି ରିସେପ୍ ତୈୟପ୍ ଏର୍ଡୋଗାନ୍ ପୁଣିଥରେ କଶ୍ମୀର ପ୍ରସଙ୍ଗ ଉଠାଇଛନ୍ତି। ମଙ୍ଗଳବାର ସାଧାରଣ ସଭାର ସାଧାରଣ ବିତର୍କରେ ବିଶ୍ୱନେତାମାନଙ୍କୁ ସମ୍ବୋଧିତ କରି ଏର୍ଡୋଗାନ୍ କହିଛନ୍ତି, ଭାରତ ଓ ପାକିସ୍ତାନ ମଧ୍ୟରେ…

କାନାଡା ଛାଡ଼ିବାକୁ ଭାରତୀୟ ହିନ୍ଦୁଙ୍କୁ ଆତଙ୍କବାଦୀ ପନ୍ନୁର ଧମକ…

ଭାରତ ଓ କାନାଡା ମଧ୍ୟରେ ଚାଲିଥିବା ତିକ୍ତତା ଚରମସୀମାରେ ପହଞ୍ଚି ଯାଇଛି। ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂହ ନାଜିରର ମୃତ୍ୟୁକୁ ନେଇ ଦୁଇ ଦେଶ ମଧ୍ୟରେ କୂଟନୀତିକ ଯୁଦ୍ଧ ଆରମ୍ଭ ହୋଇଯାଇଛି। ଏବେ ଏହାର ଫାଇଦା ଉଠାଇ ବିଦ୍ୱେଷ ସୃଷ୍ଟି କରିବାକୁ ଉଦ୍ୟମ ଆରମ୍ଭ…

ଆମେରିକା ସହ ପାକିସ୍ତାନର ଗୋପନ ଚୁକ୍ତି ଖୁଲାସା…

ଇସ୍‌ଲାମାବାଦ: ଆର୍ଥିକ ସଂକଟରେ ଜୁଝି ଦେଉଥିବା ପାକିସ୍ତାନର ଚାଲାକି ଧରାପଡ଼ିଲା । ଆଇଏମଏଫ ଠାରୁ ଋଣ ପାଇବା ପାଇଁ ଆମେରିକା ସହ ମିଶି ଚକ୍ରାନ୍ତ କରିଥିଲା ପାକ୍ । ଋଣ ପାଇଁ ଶସ୍ତାରେ ବିକ୍ରି କରିଥିଲା ଅସ୍ତ୍ରଶସ୍ତ୍ର । ୨୦୨୨ରେ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି ଠାରୁ ଋଣ ପାଇବାରେ…

ପ୍ରଶ୍ନ କରିବାରୁ ମହିଳା ସାମ୍ବାଦିକଙ୍କ ମୁହଁକୁ ଛେପ ପକାଇଲେ ଶରିଫଙ୍କ ଡ୍ରାଇଭର…

ସାମ୍ନାକୁ ଆସିଛି ବିଚଳିତ କରିବା ଭଳି ଭିଡିଓ। ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫଙ୍କ ଉପସ୍ଥିତିରେ ତାଙ୍କ କାର୍‌ର ଡ୍ରାଇଭର ଘଟାଇଛନ୍ତି ଅଭାବନୀୟ କାଣ୍ଡ। ଲଣ୍ଡନର ହାୟଡେ ପାର୍କ ନିକଟରେ ଶରିଫଙ୍କୁ ପ୍ରଶ୍ନ କରିବାରୁ ତାଙ୍କ ଡ୍ରାଇଭର ଜଣେ ମହିଳା…

ଆଫ୍ରିକୀୟ ଦେଶ କଙ୍ଗୋରେ ବର୍ଷା ପରେ ଭୂସ୍ଖଳନ, ୧୭ ଜଣଙ୍କ ମୃତ୍ୟୁ…

ଆଫ୍ରିକୀୟ ଦେଶ କଙ୍ଗୋର ଉତ୍ତର-ପଶ୍ଚିମ ଅଞ୍ଚଳରେ ବର୍ଷା ପରେ ଭୂସ୍ଖଳନ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରବିବାର ରାତିରେ ହୋଇଥିବା ଭୂସ୍ଖଳନରେ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ଖବର ମୁତାବକ, ଭୂସ୍ଖଳନ ପରେ ମାଟି ଗଦା ଭିତରେ ଅନେକ ଲୋକ ଦବି ରହିଥିବା ଆଶଙ୍କା କରାଯାଉଛି।…

ମାଛ ଖାଇ ମହିଳା ହରାଇଲେ ଗୋଡ଼ ଓ ହାତ…

ଯଦି ଆପଣ ମାଛ ଖାଇବାକୁ ଭଲ ପାଉଛନ୍ତି ତେବେ ସାବଧାନ । ମାଛ ଖାଇଲେ ହରାଇବେ ଶରୀରର ଅଙ୍ଗ । ଜଣେ ମହିଳା ମାଛ ଖାଇ ନିଜ ଗୋଡ଼ ଓ ହାତ ହରାଇଛନ୍ତି । ଆପଣଙ୍କୁ କଥା ଟା ହୁଏତ ବିଶ୍ୱାସ ହେଉନଥିବ । କିନ୍ତୁ ଏଭଳି କିଛି ସତରେ ଘଟିଛି । ମହିଳାଙ୍କ ଜୀବନ ବଞ୍ଚାଇବା ପାଇଁ…

ବନ୍ଦ ହେଲା ଲଣ୍ଡନର ଐତିହାସିକ ‘ଇଣ୍ଡିଆ କ୍ଲବ୍’…

ଲଣ୍ଡନ: ଭାରତୀୟ ସ୍ୱାଧୀନତା ସଂଗ୍ରାମର ଇତିହାସ ସହ ଜଡ଼ିତ ଏକ ଅଧ୍ୟାୟ ସେପ୍ଟେମ୍ବର ୧୭ରେ ଶେଷ ହୋଇଛି। ଲଣ୍ଡନସ୍ଥିତ ‘ଇଣ୍ଡିଆ କ୍ଲବ୍’ ରବିବାର ସ୍ଥାୟୀ ଭାବେ ବନ୍ଦ ହୋଇଯାଇଛି। ଭାରତୀୟ ସ୍ୱାଧୀନତା ଆନ୍ଦୋଳନ ସହ ଜଡିତ ଥିବା ଏହି କ୍ଲବ ଏକଦା ନିଜ ଦେଶଠାରୁ ଦୂରରେ ଥିବା…

ଉତ୍ତରାଖଣ୍ଡର ଏକ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ…

ଉତ୍ତରାଖଣ୍ଡର ମୁସୁରୀର ଏକ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ। ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ। ହୋଟେଲରେ ପାର୍କିଂ ହୋଇଥିବା ଦୁଇଟି ଗାଡି ପୋଡି ପାଉଁସ ହୋଇଯାଇଛି। ଖବର ଲେଖାହେବା ସୁଦ୍ଧା କୌଣସି ମୃତାହତଙ୍କ ସୂଚନା ମିଳିନଥିଲା। ସୂଚନା ଅନୁସାରେ, ମସୁରୀର…

୯ କୋଟି ଟଙ୍କାରେ ବିକ୍ରି ହେଲା ଯୁବରାଣୀ ଡାଏନାଙ୍କ ‘ବ୍ଲାକ୍‌ ସିପ୍‌’ ସ୍ବେଟର୍‌

ନୂଆଦିଲ୍ଲୀ: ଯୁବରାଣୀ ଡାଏନାଙ୍କ ପ୍ରସିଦ୍ଧ ଲାଲ୍‌ ରଙ୍ଗର ‘ବ୍ଲାକ୍‌ ସିପ୍‌’ (କଳାମେଣ୍ଢା) ସ୍ବେଟର୍‌ ୯ କୋଟି ଟଙ୍କାରୁ ଅଧିକ ଦାମ୍‌ରେ ବିକ୍ରୟ ହୋଇଥିବା କଥା ‘ବିବିସି’ ରିପୋର୍ଟ କରିଛି। ଡାଏନା ପରିଧାନ କରିଥିବା ଯେତେ ସବୁ ପୋଷାକ ନିଲାମ ହୋଇଛି ତା’…