Browsing Category

ବିଦେଶ

ପୀତ ସାଗର ମଧ୍ୟକୁ ଏକାଧିକ କ୍ରୁଜ୍‌ ମିସାଇଲ୍‌ ନିକ୍ଷେପ କଲା ଉତ୍ତର କୋରିଆ

ସିଓଲ୍‌: ଆଜି ପ୍ରତ୍ୟୁଷରେ ଉତ୍ତର କୋରିଆ କୋରୀୟ ଉପଦ୍ବୀପର ପଶ୍ଚିମ ଉପକୂଳରେ ଥିବା ପୀତ ସାଗର (ୟେଲୋ ସି) ମଧ୍ୟକୁ ଏକାଧିକ କ୍ରୁଜ୍‌ ମିସାଇଲ୍‌ ନିକ୍ଷେପ କରିଥିବା କଥା ଦକ୍ଷିଣ କୋରିଆ ସେନା କହିଛି। ଆଜି ସ୍ଥାନୀୟ ସମୟ ଭୋର୍‌ ୪ଟା ବେଳେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରଗୁଡ଼ିକ

ସିଙ୍ଗାପୁରର ନୂତନ ରାଷ୍ଟ୍ରପତି ହେଲେ ଭାରତୀୟ ବଂଶୋଦ୍ଭବ ଥର୍ମନ ଶଣମୁଗରତ୍ନମ୍

ବିଦେଶର ସାମ୍ୱିଧାନିକ ପଦବୀରେ ଆଉ ଜଣେ ଭାରତୀୟ ବଂଶୋଦ୍ଭବ। ସିଙ୍ଗାପୁରର ନୂତନ ରାଷ୍ଟ୍ରପତି ହେଲେ ଭାରତୀୟ ବଂଶୋଦ୍ଭବ ଥର୍ମନ ଶଣମୁଗରତ୍ନମ୍। ସେଠାକାର ଦୁଇ ପୁରୂଖା ନେତାଙ୍କୁ ପଛରେ ପକାଇ ସେ ଏହି ବାଜି ମାରି ନେଇଛନ୍ତି। 70.4% ରୁ ଅଧିକ ଭୋଟ୍ ସହ ସିଙ୍ଗାପୁରର ନବମ ରାଷ୍ଟ୍ରପତି ହୋଇଛନ୍ତି

ପାକିସ୍ତାନରେ ଆତ୍ମଘାତୀ ବୋମା ବିସ୍ଫୋରଣ; ୯ ସୈନ୍ୟ ମୃତ, ୧୭ ଗୁରୁତର

ପୁଣିଥରେ ଆତ୍ମଘାତୀ ବିସ୍ଫୋରଣରେ ଥରିଲା ପାକିସ୍ତାନ, ଅକାଳରେ ଚାଲିଗଲା ବହୁ ନିରୀହ ଜୀବନ । ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରୋଭିନ୍ସର ବାନ୍ନୁ ଜିଲ୍ଲାରେ ଗତକାଲି ଏକ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ ଘଟିଛି। ଏଥିରେ ପାକିସ୍ତାନର ୯ ସୈନ୍ୟଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୧୭ ଜଣ

ଆବିଷ୍କାର ହେଲା ଚମତ୍କାରୀ ଇଞ୍ଜେକ୍ସନ, ମାତ୍ର ୭ ମିନିଟରେ ହେବ କ୍ୟାନ୍ସର ଚିକିତ୍ସା

ମାତ୍ର ୭ ମିନିଟରେ ହେବ କ୍ୟାନ୍ସର ଚିକିତ୍ସା । ଏଭଳି କିଛି ଚମତ୍କାରୀ ଇଞ୍ଜେକ୍ସନ ତିଆରି କରିଛନ୍ତି ଇଂଲଣ୍ଡର ଅନୁସନ୍ଧାନକାରୀ ଟିମ । ଏହି ଇଞ୍ଜେକ୍ସନ ଦ୍ୱାରା ଲକ୍ଷ ଲକ୍ଷ କ୍ୟାନ୍ସର ରୋଗୀ ନିଜ ରୋଗରୁ ମୁକ୍ତି ପାଇ ପାରିବେ । ସାରା ବିଶ୍ୱରେ ମୃତ୍ୟୁର ଏକ ପ୍ରମୁଖ କାରଣ ହେଉଛି କ୍ୟାନ୍ସର ।

ଜୋହାନ୍ସବର୍ଗରେ ନିଆଁର ତାଣ୍ଡବ; ୬୩ ଜଣ ଜୀବନ୍ତ ଦଗ୍ଧ

ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗର ଏକ ଆବାସିକ କୋଠାରେ ଭୟାବହ ଅଗ୍ନିକାଣ୍ଡ। 63ରୁ ଅଧିକ ଲୋକ ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା। ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି। 40ରୁ ଅଧିକ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ

ଜି-୨୦ ସମ୍ମିଳନୀରେ ଭାଗ ନେବେ ନାହିଁ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

ଭାରତ ଆସିବେ ନାହିଁ ସି ଜିନ୍‌ପିଙ୍ଗ୍‌। ସେପ୍ଟେମ୍ବର ୯ ଏବଂ ୧୦ ତାରିଖରେ ଦେଶରେ ଆୟୋଜନ ହେବାକୁ ଥିବା ଜି୨୦ ଶିଖର ସମ୍ମିଳନୀରେ ଚୀନର ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍‌ ଯୋଗ ଦେବେନାହିଁ। ଚୀନରେ ଜଣେ ଭାରତୀୟ କୂଟନୀତିଜ୍ଞ ଏବଂ ଜି୨୦ର ଜଣେ ଭାରତୀୟ ଅଧିକାରୀଙ୍କ ସୂତ୍ରରୁ ଏହା ଜଣାପଡ଼ିଛି।

ଆମେରିକା ରାଷ୍ଟ୍ରପତି ନିର୍ବାଚନ ୨୦୨୪: ଭାରତୀୟ ବଂଶୋଦ୍ଭବ ଆଶାୟୀଙ୍କୁ ଟ୍ରମ୍ପଙ୍କ ପ୍ରଶଂସା

ଆମେରିକା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିପାରନ୍ତି ଭାରତୀୟ ବଂଶୋଦ୍ଭବ। ବିବେକ ରାମସ୍ୱାମୀ ଆସନ୍ତା ଆମେରିକା ରାଷ୍ଟ୍ରପତି ନିର୍ବାଚନ ଲଢିବା ନେଇ ଖବର ପ୍ରସାର ପରେ ଚର୍ଚ୍ଚା ଜୋର୍ ଧରିଛି। ଏହାରି ମଧ୍ୟରେ ଆମେରିକା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରାମସ୍ୱାମୀଙ୍କୁ ଭୂରି ଭୂରି

ରୁଷ୍‌ର ପସ୍କୋଭ୍‌ ବିମାନ ବନ୍ଦରରେ ଡ୍ରୋନ୍‌ ଆକ୍ରମଣ; ଭୟଙ୍କର ଅଗ୍ନିକାଣ୍ଡ ଘଟି ୪ ବିମାନ ନଷ୍ଟ

ମସ୍କୋ: ୟୁକ୍ରେନ୍‌ ଡ୍ରୋନ୍‌ ଆକ୍ରମଣ ଯୋଗୁଁ ମଙ୍ଗଳବାର ରାତିରେ ଏଷ୍ଟୋନିଆ ନିକଟରେ ଥିବା ରୁଷ୍‌ର ପସ୍କୋଭ୍‌ ବିମାନ ବନ୍ଦରରେ ଭୀଷଣ ଅଗ୍ନିକାଣ୍ଡ ଘଟିଥିବା କଥା ଆଞ୍ଚଳିକ ଗଭର୍ଣ୍ଣର୍‌ ମିଖାଇଲ୍‌ ବେଦେର୍ଣ୍ଣିକୋଭ୍‌ କହିଛନ୍ତି। ଡ୍ରୋନ୍‌ ଆକ୍ରମଣଜନିତ ଅଗ୍ନିକାଣ୍ଡର ଭିଡିଓ ମଧ୍ୟ

ଆଇଟିସି ମୌର୍ଯ୍ୟ ଶେରାଟନରେ ରହିବେ ବାଇଡେନ୍, ତାଜ୍‌ ପ୍ୟାଲେସ୍‌ରେ ଜିନପିଙ୍ଗ୍‌

ନୂଆଦିଲ୍ଲୀ: ଜି-୨୦ ସମ୍ମିଳନୀ ପାଇଁ ସଦସ୍ୟ ରାଷ୍ଟ୍ରର ନେତା ଏବଂ ପ୍ରତିନିଧି ଦଳ ଦିଲ୍ଲୀ ଆସିବେ। ସମ୍ମିଳନୀ ସମୟରେ ଦିଲ୍ଲୀ-ଏନ୍‌ସିଆରର ୩୦ରୁ ଅଧିକ ହୋଟେଲ୍‌ରେ ଜି-୨୦ ପ୍ରତିନିଧିମାନେ ରହିବେ। ଆମେରିକା ର‌ାଷ୍ଟ୍ରପତି ଜୋ ବାଇଡେନ୍‌ ଆଇଟିସି ମୌର୍ଯ୍ୟ ଶେରାଟନ୍‌ରେ ରହିବେ ଏବଂ ଚୀନ୍‌

ଟ୍ରମ୍ପଙ୍କ ମଗଶଟ୍‌ ଫଟୋ ଦେଖି ବାଇଡେନ କହିଲେ- ହ୍ୟାଣ୍ଡସମ୍‌ ବ୍ୟକ୍ତି

ଗତ ନିର୍ବାଚନ ରେଜଲ୍ଟ ହେରଫେର ମାମଲାରେ ଗତ ଗୁରୁବାର ଡୋନାଲ୍ଡ ଟ୍ରମ୍ପ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କୁ ଗିରଫ କରାଯାଇଥିଲା। ଏହାପରେ ୨୦ ମିନିଟ୍‌ରେ ତାଙ୍କୁ ଜାମିନ ବି ମିଳି ଯାଇଥିଲା । ମାତ୍ର ଆଇନଗତ ପ୍ରକ୍ରିୟା ଅନୁଯାୟୀ, ଟ୍ରମ୍ପଙ୍କ ମଗଶଟ୍‌…