Sign in
Sign in
Recover your password.
A password will be e-mailed to you.
Browsing Category
ବିଦେଶ
ମେଡିସିନରେ ଦୁଇ ଜଣଙ୍କୁ ନୋବେଲ
ଚଳିତ ବର୍ଷ ପାଇଁ ବିଶ୍ୱର ସର୍ବୋଚ୍ଚ ସମ୍ମାନ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଆଜି ଚିକିତ୍ସା କ୍ଷେତ୍ର ପାଇଁ ନୋବେଲ ବିଜେତାଙ୍କ ନାମ ଘୋଷଣା ହୋଇଛି। ଏଥର ଦୁଇ ଜଣ ମିଳିତ ଭାବେ ନୋବେଲ ପାଇବେ।
ବୈଜ୍ଞାନିକ ଭିକ୍ଟୋର ଆମ୍ବ୍ରୋସ ଏବଂ ଗ୍ୟାରୀ ରୁବକୁନଙ୍କୁ ନୋବେଲ ଦିଆଯିବ। ମେଡିସିନ!-->!-->!-->…
ଆମେରିକା ରାଷ୍ଟ୍ରପତି ନିର୍ବାଚନ: ମହାକାଶରୁ ଭୋଟ୍ ଦେବେ ସୁନୀତା ୱିଲିୟମ୍ସ
ଇତିହାସ ରଚିବାକୁ ଯାଉଛନ୍ତି ମହାକାଶଚାରୀ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ। ଅନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନରୁ ସେ ତାଙ୍କ ମାନବିକ ଅଧିକାର ସାବ୍ୟସ୍ତ କରିବେ। ଅର୍ଥାତ୍ ମହାକାଶରୁ ଦେବେ ଭୋଟ୍।
ନଭେମ୍ବରରେ ୫ରେ ହେବାକୁ ଥିବା ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ସେ ତାଙ୍କର ମତ!-->!-->!-->…
ଇସ୍ରାଏଲ- ହମାସ ଯୁଦ୍ଧକୁ ପୂରିଲା ବର୍ଷେ, IDF କହିଲା ଜାରି ରହିବ ଯୁଦ୍ଧ
ଇସ୍ରାଏଲ- ହମାସ ଯୁଦ୍ଧକୁ ପୂରିଲା ବର୍ଷେ। ଗତବର୍ଷ ଅକ୍ଟୋବର ୭ରେ ଇସ୍ରାଏଲରେ ନରସଂହାର ରଚିଥିଲେ ହମାସ୍ ଆତଙ୍କୀ। ଆକାଶ ମାର୍ଗରୁ ଓହ୍ଲାଇ ଘରେ ପଶି ସାଧାରଣ ଲୋକ, ମହିଳା ଓ ଛୋଟପିଲାଙ୍କୁ ଖୋଜି ଖୋଜି ଅତି ନୃଶଂସତାର ସହ ହତ୍ୟାକାଣ୍ଡ ଭିଆଇଥିଲେ। ଏହାର ଜବାବରେ ଗାଜାରେ ଥିବା ହମାସ୍ ଆଡ୍ଡା!-->…
ମସ୍ଜିଦ ଉପରେ ଏୟାରଷ୍ଟ୍ରାଇକ୍, ୨୪ ମୃତ
ପୁଣି ଥରେ ଗାଜାରେ ଏୟାରଷ୍ଟ୍ରାଇକ୍ ଆରମ୍ଭ କରିଛି ଇସ୍ରାଏଲ। ରବିବାର ଗାଜାର ଏକ ମସଜିଦ ଉପରେ ଇସ୍ରାଏଲ ରକେଟ୍ ମାଡ଼ କରିଛି। ଏଥିରେ ଅତିକମ୍ରେ ୨୪ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନେକ ଆହତ ହୋଇଛନ୍ତି। ଇସ୍ରାଏଲ ଓ ହମାସ ଯୁଦ୍ଧକୁ ଏକ ବର୍ଷ ପୂର୍ତ୍ତି ହେବାକୁ ଯାଉଥିବା ବେଳେ ଏହି!-->…
ଇରାନ ସୁପ୍ରିମ ଲିଡରଙ୍କ ବଡ଼ ବୟାନ: ବେଶୀ ଦିନ ତିଷ୍ଠିବନି ଇସ୍ରାଏଲ
ଇରାନ ସୁପ୍ରିମ ଲିଡର ଅୟାତୋଲ୍ଲା ଅଲି ଖାମେନେଇ ଆଜି ୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଶୁକ୍ରବାର ପୂରା ବିଶ୍ୱକୁ ସମ୍ବୋଧନ କରିଛନ୍ତି। ଏହାକୁ ଇରାନ ପକ୍ଷରୁ ଖାମେନେଇଙ୍କ ଧାର୍ମିକ ପ୍ରବଚନ ଭାବେ ଅବିହିତ କରାଯାଇଛି। ଏହି ଭାଷଣରେ ସେ ଇସ୍ରାଏଲ ବିରୋଧରେ ରଣହୁଙ୍କାର ଦେଇଛନ୍ତି।
ସେ!-->!-->!-->…
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧର ସଙ୍କଟ: ଇରାନକୁ ଧୂଳିସାତ କରିବ ଇସ୍ରାଏଲ
ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଚାଲିଥିବା ଲେବାନନ୍ ଓ ଇସ୍ରାଏଲ ଯୁଦ୍ଧ ମଧ୍ୟରେ ସିଧାସଳଖ ଇରାନ୍ ପ୍ରବେଶ କରିଛି। ହେଜବୋଲ୍ଲାର ମୁଖ୍ୟଙ୍କୁ ହତ୍ୟା ଓ ଲେବାନନରେ ଗ୍ରାଉଣ୍ଡ ଅପରେସନକୁ ବିରୋଧ କରି ଇସ୍ରାଏଲ ଉପରେ ଇରାନ ଆକ୍ରମଣ ପରେ ପ୍ରତିଶୋଧ ନେବାକୁ ପ୍ରସ୍ତୁତି ଚଳାଇଛି ଇସ୍ରାଏଲ।!-->…
ମଧ୍ୟପ୍ରାଚ୍ୟ ସଙ୍କଟ: ଆରବ ଦେଶଗୁଡ଼ିକ ସହିତ ଜରୁରୀ ବୈଠକ କଲା ରୁଷ
ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଲାଗି ରହିଛି। ଇସ୍ରାଏଲ-ହମାସ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ଏବେ ଅନ୍ୟ ଦେଶକୁ ବ୍ୟାପିଲାଣି। ପ୍ରଥମେ ହମାସ, ପରେ ହେଜବୋଲ୍ଲା ଏବଂ ଏବେ ଇରାନ ସହିତ ଇସ୍ରାଏଲର ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଇସ୍ରାଏଲ ପକ୍ଷରୁ ଗାଜାରେ ହମାସ ଏବଂ ଲେବାନନରେ!-->…
ଜାତିସଂଘ ମହାସଚିବଙ୍କୁ ବ୍ୟାନ୍ କଲା ଇସ୍ରାଏଲ୍
ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସଙ୍କୁ ବ୍ୟାନ୍ କରିଛି ଇସ୍ରାଏଲ୍। ଇସ୍ରାଏଲ ମାଟିକୁ ଗୁଟେରସଙ୍କ ପ୍ରବେଶ ଉପରେ ନିଷେଧ ଘୋଷଣା କରିଛି। ଇସ୍ରାଏଲ ଉପରେ ଇରାନର ଆକ୍ରମଣକୁ ନିନ୍ଦା କରି ନଥିବାରୁ ଏହି ବ୍ୟାନ୍ ଘୋଷଣା କରାଯାଇଛି। ଇସ୍ରାଏଲର ବୈଦେଶିକ ମନ୍ତ୍ରୀ ଇସ୍ରାଏଲ କ୍ୟାଟ୍ଜ!-->…
ମଧ୍ୟପ୍ରାଚ୍ୟରେ ଏକ ବିପଜ୍ଜନକ ସ୍ଥିତି ତିଆରି କରିଛି ଇରାନ: କମଲା ହାରିସ
ମଧ୍ୟପ୍ରାଚ୍ୟାରେ ଘନେଇବାରେ ଲାଗିଛି ଯୁଦ୍ଧ ଆଶଙ୍କା। ଇସ୍ରାଏଲ ଉପରେ ତୁହାକୁ ତୁହା ମିସାଇଲ ମାଡ କରିଛି ଇରାନ୍। ଏହାକୁ ନେଇ ଏବେ ଇରାନ୍ ଉପରେ ବର୍ଷିଛନ୍ତି ଆମେରିକାର ଉପରାଷ୍ଟ୍ରପତି ତଥା ଡେମୋକ୍ରାଟିକ ରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ। ସେ କହିଛନ୍ତି ଯେ ଇରାନ!-->…
ଇରାନ୍କୁ କଡ଼ା ଚେତାବନୀ, ସାଙ୍ଘାତିକ ପରିଣାମ ଭୋଗିବାକୁ ପଡ଼ିବ
ପୁଣି ବିଶ୍ୱ ଦେଖିବ କି ତୃତୀୟ ବିଶ୍ୱଯୁଦ୍ଧ। ମଧ୍ୟପ୍ରାଚ୍ୟରେ ପୁଣି ଆରମ୍ଭ ହୋଇଛି ଯୁଦ୍ଧ ପରିସ୍ଥିତି। ଇସ୍ରାଏଲ ଓ ଇରାନ୍ ମଧ୍ୟରେ ଆରମ୍ଭ ହୋଇଛି ଯୁଦ୍ଧ। ଇସ୍ରାଏଲ ଉପରେ ୨୦୦ରୁ ଅଧିକ ମିସାଇଲ୍ ମାଡ଼ କରିଛି ଇରାନ୍। ଏହି ଆକ୍ରମଣ ପରେ ଚିହିଁକି ଉଠିଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ!-->…