Browsing Category

ବିଦେଶ

ଅନଓ୍ବର-ଉଲ୍-ହକ୍ କକର୍ ହେଲେ ପାକିସ୍ତାନର କାମଚଳା ପ୍ରଧାନମନ୍ତ୍ରୀ

ଇସଲାମାବାଦ: ପାକିସ୍ତାନର ନ୍ୟାସନାଲ ଆସେମ୍ବ୍ଲି ଭଙ୍ଗ ହେବା ପରେ ସେଠାକାର ରାଜନୈତିକ ବାତାବରଣ ଗରମ ହୋଇଛି। ଅନ୍ୟପକ୍ଷରେ ନ୍ୟାସନାଲ ଆସେମ୍ବ୍ଲିରେ ବିଦାୟୀ ବିରୋଧୀ ଦଳ ନେତା ରାଜା ରିୟାଜ୍ କହିଛନ୍ତି ଯେ ଅନୱର-ଉଲ-ହକ୍ କକର୍ ପାକିସ୍ତାନର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ମନୋନୀତ

ଶୀର୍ଷସ୍ତରୀୟ ଜେନେରାଲ୍‌ଙ୍କୁ ବହିଷ୍କାର କଲେ ଉତ୍ତର କୋରିଆର କିମ୍‌; ଯୁଦ୍ଧ ପ୍ରସ୍ତୁତି ପାଇଁ ଦେଲେ ଆହ୍ବାନ

ସିଓଲ୍‌: ସେନାର ଶୀର୍ଷସ୍ତରୀୟ ଜେନେରାଲ୍‌ଙ୍କୁ ବହିଷ୍କାର କରି ଉତ୍ତର କୋରିଆର ନେତା କିମ୍‌ ଜୋଙ୍ଗ୍‌ ଉନ୍‌ ସମ୍ଭାବ୍ୟ ଯୁଦ୍ଧ ନିମନ୍ତେ ଅଧିକ ପ୍ରସ୍ତୁତି, ଅସ୍ତ୍ରଶସ୍ତ୍ର ଉତ୍ପାଦନ ବୃଦ୍ଧି ଏବଂ ସମରାଭ୍ୟାସ ବ୍ୟାପକ କରିବା ଲାଗି ସେନାକୁ ଆହ୍ବାନ ଦେଇଥିବା କଥା ଗୁରୁବାର ଦିନ ରାଷ୍ଟ୍ରାୟତ

ବ୍ରିଟେନ ଶିକ୍ଷକଙ୍କୁ ୧୨ ବର୍ଷ ଜେଲ୍‌; ଭାରତୀୟ ଶିଶୁଙ୍କୁ ଫସାଇ କରୁଥିଲେ ପର୍ଣ୍ଣ ଭିଡିଓ

ଟଙ୍କାର ଲୋଭ ଦେଖାଇ ଅନଲାଇନ୍‌ରେ ଭାରତୀୟ ଶିଶୁଙ୍କ ଆପତ୍ତିଜନକ ଫଟୋ ଓ ଭିଡିଓ ସଂଗ୍ରହ କରୁଥିଲେ। ଏହାପରେ ତାହାକୁ ନିଜ ପର୍ଣ୍ଣ ୱେବସାଇଟ୍‌ରେ ଅପଲୋଡ଼ କରି ମାଲେମାଲ ହେଉଥିଲେ। ଦୀର୍ଘ ବର୍ଷ ହେଲା ଏପରି ଘୃଣ୍ୟ କାମ କରୁଥିବା ଲଣ୍ଡନର ଜଣେ ଶିକ୍ଷକଙ୍କୁ ବାନ୍ଧିଛି ପୁଲିସ୍‌ । ଏହି ମାମଲାରେ

ରାତି ଅଧରେ ହାଇଡ୍ରାମା; ଭାଙ୍ଗିଲା ପାକିସ୍ତାନ ସଂସଦ

ରାତି ଅଧରେ ପାକିସ୍ତାନରେ ଦେଖିବାକୁ ମିଳିଛି ହାଇଡ୍ରାମା। ପାକିସ୍ତାନରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଜେଲ୍‌ ଚାରିକାନ୍ଥରେ ଥିବା ବେଳେ ଗତକାଲି ପାକିସ୍ତାନ ସଂସଦକୁ ଭାଙ୍ଗି ଦିଆଯାଇଛି। ସଂସଦ ଭଙ୍ଗ ହେବାର ୩ ମାସ ମଧ୍ୟରେ ପୁଣି ଥରେ ନିର୍ବାଚନ ହେବ । ତେବେ ଏବେ ଜେଲ୍‌ରେ

ଇକ୍ୱାଡୋରରେ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳି କରି ହତ୍ୟା

ଇକ୍ୱାଡୋରରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୋରସୋରରେ ପ୍ରଚାର ଚାଲିଥିବା ବେଳେ ଘଟିଛି ଅଘଟଣ । ପ୍ରଚାର ଅଭିଯାନ ବେଳେ ରାଷ୍ଟ୍ରପତି ପଦ ପାଇଁ ରେସ୍‌ରେ ଥିବା ପ୍ରତିଦ୍ୱନ୍ଦ୍ୱୀ ଫର୍ଣ୍ଣାଡୋ ଭିଲାଭିକେନସିଓଙ୍କୁ ଗୁଳି ମାରି ହତ୍ୟା କରାଯାଇଛି। ସ୍ଥାନୀୟ ମିଡିଆ ସୂତ୍ରରୁ ମିଳିଥିବା

ବେଜିଂରେ ପ୍ରବଳ ବର୍ଷା, ୩୩ ମୃତ

ବେଜିଂ : ବେଜିଂରେ ପ୍ରବଳ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ବର୍ଷାଜନିତ ବିଭିନ୍ନ କାରଣ ପାଇଁ ୩୩ ଜଣଙ୍କ ମୃତ୍ୟୁ ହୋଇଯାଇଛି ଏବଂ ୧୮ ଜଣ ଏବେ ବି ନିଖୋଜ ଅଛନ୍ତି। ଚୀନ୍‌ ରାଜଧାନୀ ବେଜିଂରେ ଗତ କିଛି ସପ୍ତାହ ଧରି ଲଗାତାର ବର୍ଷା ହେଉଛି। ଏଥିଯୋଗୁଁ ଅନେକ ଭିତ୍ତିଭୂମି ନଷ୍ଟ

ଜେଲରୁ ବାହାରିବାକୁ ବିକଳ ହେଉଛନ୍ତି ଇମ୍ରାନ

ତୋଷଖାନା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବେ ଜେଲରେ ବନ୍ଦୀ ଜୀବନ କାଟୁଛନ୍ତି। ସେ ଅଟ୍ଟୋକ ଜେଲରେ ରହି ରହି ଆକାମାକ୍ତା ହୋଇଗଲେଣି। ତାଙ୍କୁ ଆଉ ସେଠାରେ ଆଉ ଭଲ ଲାଗୁନି |ତେଣୁ ସେ ଜେଲର ଅନ୍ଧାର କୋଠରୀ ମଧ୍ୟରୁ ବାହାରିବାକୁ

X ବ୍ଲୁ ଟିକ୍‌ ଧାରୀଙ୍କୁ ମିଳିଲା ଲକ୍ଷାଧିକ ଟଙ୍କା

ନୂଆଦିଲ୍ଲୀ : ମାଲେମାଲ ହୋଇଛନ୍ତି X ବ୍ଲୁ ଟିକ ଧାରୀ। ପୂର୍ବରୁ ଏହା ଟ୍ୱିଟର୍‌ର ନାଁରେ ପରିଚିତ ଥିଲା। କିଛି ଦିନ ତଳେ ସଂସ୍ଥାର ମାଲିକ ଏଲନ ମସ୍କ ଟ୍ୱିଟର ନାଁକୁ ବଦଳାଇ X କରିଥିଲେ। ଏବେ Xର ବ୍ଲୁ ଟିକଧାରୀଙ୍କୁ ଲକ୍ଷାଧିକ ଟଙ୍କା ବିଜ୍ଞାପନ ରାଜସ୍ୱ ବାବଦରେ ମିଳିଛି। ୯୦୦ ଟଙ୍କା ଦେଇ Xର

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ଇସଲାମାବାଦ ଟ୍ରାଏଲ କୋର୍ଟ ଇମ୍ରାନଙ୍କୁ ତୋଷଖାନା ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଏହି ଦଣ୍ଡାଦେଇ ଶୁଣାଇଛନ୍ତି । ପାକିସ୍ତାନର ଜିଲ୍ଲା ଓ ସେସନ୍ସ କୋର୍ଟ ପାକିସ୍ତାନ

ବ୍ରିଟେନରେ ବ୍ୟାପୁଛି କରୋନାର ନୂଆ ଭାରିଏଣ୍ଟ EG.5.1

ସମଗ୍ର ବିଶ୍ୱରୁ କୋଭିଡ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ । ୨୦୨୦ରେ ଆରମ୍ଭ ହୋଇଥିବା ମହାମାରୀ ୩ ବର୍ଷ ହେଲାଣି ଶେଷ ହୋଇନାହିଁ । କୋଭିଡ ଭାଇରସର ଅଲଗା ଅଲଗା ଭାରିଏଣ୍ଟ ସମଗ୍ର ବିଶ୍ୱରେ ଦେଖିବାକୁ ମିଳିଛି । ଏପରି ସ୍ଥଳେ ବ୍ରିଟେନରେ ଏକ ନୂଆ ଭାରିଏଣ୍ଟ ବ୍ୟାପୁଥିବାର ଖବର ମିଳିଛି । ୟୁକେ ହେଲଥ