Sign in
Sign in
Recover your password.
A password will be e-mailed to you.
Browsing Category
ବିଦେଶ
ଅନ୍ଧାରରେ ସମଗ୍ର ବାଂଲାଦେଶ
ଢାକା : ବାଂଲାଦେଶରେ ମଙ୍ଗଳବାରଦିନ ଗ୍ରୀଡ ବିଫଳ ହେବାରୁ ଦେଶରେ ଅଧିକାଂଶ ଅଂଚଳ ଅନ୍ଧାରକୁ ଚାଲିଯାଇଛି । ଏହା ଫଳରେ ଦେଶର ଅନେକ ଅଂଚଳରେ ଜରୁରୀ ସେବା ଓ ଜନଜୀବନ ପ୍ରଭାବିତ ହୋଇଛି ।ବାଂଲାଦେଶର ସମ୍ବାଦପତ୍ର ଢାକା ଟ୍ରିବ୍ୟୁନ୍ ଅନୁଯାୟୀ, ଜାତୀୟ ବିଦ୍ୟୁତ୍ ଗ୍ରୀଡ୍ ଅପରାହ୍ନ ୨ଟା (ସ୍ଥାନୀୟ!-->…
ଯୁଦ୍ଧ ବନ୍ଦ ପାଇଁ ପୁଟିନ୍ ଓ ଜେଲେନସ୍କିଙ୍କୁ ପୋପ୍ଙ୍କ ଅପିଲ୍
ରୁଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଶାନ୍ତି ପ୍ରତିଷ୍ଠା ପାଇଁ ଉଦ୍ୟମ । ଯୁଦ୍ଧ ବନ୍ଦ ପାଇଁ ରୁଷ ରାଷ୍ଟ୍ରପତି ପୁଟିନ୍ ଓ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦମିର ଜେଲେନ୍ସ୍କିଙ୍କୁ ଅପିଲ କରିଛନ୍ତି ପୋପ ଫ୍ରାନ୍ସିସ୍ । ସେହିପରି ଯୁଦ୍ଧ ବନ୍ଦ ସହ ଆଲୋଚନା ପାଇଁ ଉଦ୍ୟମ କରିବାକୁ ପୋପ ବିଶ୍ୱର ନେତାଙ୍କୁ!-->…
ଇରାନ ବିମାନରେ ବୋମା ଆତଙ୍କ ପରେ ହାଇଆଲର୍ଟ
ନୂଆଦିଲ୍ଲୀ ୦୩/୧୦: ଇରାନ ବିମାନରେ ବୋମା । ଏହି ସୂଚନା ମିଳିବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା । ଏହି ବିମାନଟି ଭାରତୀୟ ଆକାଶରେ ଥିଲା । ବିମାନଟି ଦିଲ୍ଲୀରେ ଅବତରଣ କରିବାର ଥିଲା । କିନ୍ତୁ ବିମାନ ବମ୍ ଖବର ଶୁଣାଯିବା ପରେ ଭାରତୀୟ ବାୟୁସେନା ସତର୍କ ହୋଇଯାଇଥିଲା । ଫଳରେ ଦିଲ୍ଲୀରେ!-->…
ରୁଷ୍-ୟୁକ୍ରେନ୍ ଯୁଦ୍ଧ: ସ୍ବଳ୍ପ କ୍ଷମତାସମ୍ପନ୍ନ ଆଣବିକ ଅସ୍ତ୍ର ପ୍ରୟୋଗ କରିବାକୁ ପ୍ରସ୍ତାବ ଦେଲେ ପୁଟିନ୍ଙ୍କ…
ମସ୍କୋ: ଜୟ କରିଥିବା ୟୁକ୍ରେନୀୟ ନଗରୀ ଲିମାନ୍ରୁ ରୁଷୀୟ ସେନା ପ୍ରତ୍ୟାହୃତ ହେବା ପରେ ‘ଚେଚେନ୍ ସାଧାରଣତନ୍ତ୍ର’ର ନେତା ରମ୍ଜାନ୍ କାଦିରୋଭ୍ ଯୁଦ୍ଧକ୍ଷେତ୍ରରେ ସ୍ବଳ୍ପ କ୍ଷମତାବିଶିଷ୍ଟ ପରମାଣୁ ଅସ୍ତ୍ର ପ୍ରୟୋଗ କରିବାକୁ ପ୍ରସ୍ତାବ ଦେଇଥିବା କଥା ‘ସିଏନ୍ଏନ୍’ ରିପୋର୍ଟ କରିଛି।
!-->!-->…
ଇଣ୍ଡୋନେସିଆରେ ଫୁଟବଲ ମ୍ୟାଚ୍ ବେଳେ ହିଂସା, ୧୨୭ ଜଣଙ୍କର ମୃତ୍ୟୁ
ନୂଆଦିଲ୍ଲୀ – ଇଣ୍ଡୋନେସିଆରେ ଫୁଟବଲ୍ ମ୍ୟାଚ୍ ଚାଲିଥିବା ବେଲେ ପ୍ରଶଂସକମାନଙ୍କ ମଧ୍ୟରେ ମାରପିଟ୍ । ଏହି ଘଟଣାରେ ୨ ଜଣ ପୁଲିସ କର୍ମୀଙ୍କ ସମେତ ୧୨୭ ଜଣଙ୍କର ମୃତ୍ୟୁ ହୋଇଛି ।
ଜାଭାରେ ଗୋଟିଏ ଷ୍ଟାଡିୟମରେ ପେରସାବାୟାସୁରବାୟା ଏବଂ ଆରେମ୍ ଏଫ୍ସି ଟିମ୍ ମଧ୍ୟରେ ଫୁଟବଲ୍ ମ୍ୟାଚ୍!-->!-->!-->…
ବିମାନରେ ଏୟାରହୋଷ୍ଟେସଙ୍କୁ ଅନ୍ତବସ୍ତ୍ର ପିନ୍ଧିବା ବାଧ୍ୟତାମୂଳକ କଲା ପାକିସ୍ତାନ
କରାଚୀ: ଅନ୍ତବସ୍ତ୍ର ନ ପିନ୍ଧିଲେ ଏଣିକି ବିମାନରେ ଚଢ଼ିପାରିବ ନାହିଁ | ବିମାନରେ ଏୟାରହୋଷ୍ଟେସ ଭାବେ ଚାକିରି କରିବାକୁ ହେଲେ ଅନ୍ତବସ୍ତ୍ର ପିନ୍ଧିବାକୁ ବାଧ୍ୟତାମୂଳକ କରିଛି ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସ | ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସ(ପିଆଇଏ) ପକ୍ଷରୁ ଏହାର!-->…
ଅଣ୍ଡରୱାର୍ଲ୍ଡ ଡନ୍ ଦାଉଦର ସହଯୋଗୀ ଗିରଫ
ମୁମ୍ବାଇ: ମୁମ୍ବାଇ କ୍ରାଇମବ୍ରଞ୍ଚକୁ ମିଳିଛି ବଡ ସଫଳତା। କୁଖ୍ୟାତ ଅଣ୍ଡରୱାର୍ଲ୍ଡ ଡନ୍ ଦାଉଦର ଇବ୍ରାହିମର ଘନିଷ୍ଠ ସହଯୋଗୀ ରିୟାଜ ଭଟ୍ଟି ଗିରଫ ହୋଇଛି। ମୁମ୍ବାଇର ଜଣେ ବ୍ୟବସାୟୀଙ୍କୁ ବଟି ମାଗିବା ଅଭିଯୋଗରେ ରିୟାଜକୁ ମୁମ୍ବାଇ ପୁଲିସ ଗିରଫ କରିଛି।
ସୂଚନା ମୁତାବକ, ଜଣେ!-->!-->!-->…
ରୁଷ ପରମାଣୁ ଆକ୍ରମଣ କଲେ ଭୟଙ୍କର ପରିଣାମ ଭୋଗିବ : ଆମେରିକା ବୈଦେଶିକ ସଚିବ
ନୂଆଦିଲ୍ଲୀ : ପୁଟିନଙ୍କ ପରମାଣୁ ଅସ୍ତ୍ର ଆକ୍ରମଣ ଧମକ ପରେ ବିଚଳିତ ପୂରା ବିଶ୍ୱ । ଆକ୍ରମଣ ଧମକକୁ ମିଛ ଭାବିବା ଉଚିତ ନୁହେଁ ବୋଲି ମଧ୍ୟ କହିଛନ୍ତି ପୁଟିନ । ପୁଟିନଙ୍କ ଆଭିମୁଖ୍ୟ ନେଇ ଆମେରିକା ବୈଦେଶିକ ସଚିବ ଆଣ୍ଟୋନୀ ବ୍ଲିଙ୍କେନ୍ ଦେଇଛନ୍ତି ବଡ଼ ବୟାନ । ଯଦି ରୁଷିଆ ୟୁକ୍ରେନ!-->…
ଆମେରିକା-ପାକିସ୍ତାନ ସମ୍ପର୍କକୁ ଭାରତର ବିରୋଧ
ନୂଆଦିଲ୍ଲୀ : ପାକିସ୍ତାନକୁ ଆମେରିକା ଯୋଗାଇ ଦେବାକୁ ଥିବା ସାମରିକ ସହାୟତା ପ୍ରସଙ୍ଗରେ ଭାରତ କଡା ପ୍ରତିକ୍ରିୟା ରଖିଛି। ପାକିସ୍ତାନର ଯୁଦ୍ଧ ବିମାନ ଏଫ-୧୬ର ନବୀକରଣ ନିମନ୍ତେ ଆମେରିକା ଆବଶ୍ୟକ ଯନ୍ତ୍ରାଂଶ ଯୋଗାଇ ଦେବାକୁ ଘୋଷଣା କରିଛି। ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ!-->…
ପୃଥିବୀକୁ ସୁରକ୍ଷା ମିଶନ ସଫଳ
ନୂଆଦିଲ୍ଲୀ ୨୭/୦୯: ସଫଳ ହେଲା ନାସାର ଡାର୍ଟ ମିଶନ । ଇତିହାସ ରଚିଲା ନାସା । ମହାକାଶୀୟ ପିଣ୍ଡ ଧକ୍କାରୁ ପୃଥିବୀକୁ ରକ୍ଷା କରିବା ଲାଗି ହୋଇଥିବା ପରୀକ୍ଷଣକୁ ମିଳିଛି ବଡ ସଫଳତା । ଆଷ୍ଟ୍ରଏଡକୁ ସଠିକ୍ ଟାର୍ଗେଟ କରି ଧକ୍କା ଦେଲା ନାସାର ସ୍ପେସ୍ କ୍ରାଫ୍ଟ । କୌଣସି ମହାକାଶୀୟ ପିଣ୍ଡକୁ!-->…