Browsing Category

ବିଦେଶ

ପାକିସ୍ତାନର ବଲୁଚିସ୍ତାନରେ ଆତ୍ମଘାତୀ ଆକ୍ରମଣ, ୧୫ ଜଣଙ୍କ ମୃତ୍ୟୁ; ୯ ଆତଙ୍କୀ ନିହତ

ପାକିସ୍ତାନରେ ବଡ଼ ଆତ୍ମଘାତୀ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି । ପାକିସ୍ତାନର ଅଶାନ୍ତ ଦକ୍ଷିଣ-ପଶ୍ଚିମ ବଲୁଚିସ୍ତାନ ଅଞ୍ଚଳରେ ଏହି ଘଟଣା ଘଟିଛି । ଏଥିରେ ୨ ନାଗରିକ ଏବଂ ୪ ଆଇନ ପ୍ରବର୍ତ୍ତନ ଏଜେଣ୍ଟଙ୍କ ସମେତ ୧୫ ଜଣ ପ୍ରାଣ…

ବେଶ ବଦଳାଇ ହସ୍ପିଟାଲରେ ପଶି ୩ ଜଣଙ୍କୁ ହତ୍ୟା କଲେ ଇସ୍ରାଏଲ ଏଜେଣ୍ଟ୍ସ

ସାମ୍ନାକୁ ଆସିଛି ଇସ୍ରାଏଲ ଏଜେଣ୍ଟ୍ସଙ୍କ ସାଂଘାତିକ ଅପରେସର ଭିଡିଓ। ହମାସ ସହ ଯୁଦ୍ଧ ମଧ୍ୟରେ ଇସ୍ରାଏଲ ସେନାର କିଛି ସଦସ୍ୟ ୱେଷ୍ଟ ବ୍ୟାଙ୍କରେ ଥିବା ଗୋଟିଏ ହସ୍ପିଟାଲରେ ଗୁଳି ଚଳାଇଛନ୍ତି। ସେମାନେ ହସ୍ପିଟାଲ କର୍ମଚାରୀ, ନର୍ସ ଓ ଡାକ୍ତର ବେଶ ଧରି ମେଡିକାଲରେ ପ୍ରବେଶ କରିବା ସହ ୩ ଜଣ…

ଇମ୍ରାନ ଖାନଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ। ଦେଶର ଗୁପ୍ତ ତଥ୍ୟ ପ୍ରଘଟ କରିଥିବା ଦୋଷରେ ଦଣ୍ଡ ଶୁଣାଇଛନ୍ତି ଅଦାଲତ। ଆଜି ଏହି ମାମଲା ଉପରେ ବିଚାର କରି ପାକିସ୍ତାନର ଏକ ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଦଣ୍ଡାଦେଶ ଦେଇଛନ୍ତି। …

ଏଲନ ମସ୍କଙ୍କ କମ୍ପାନୀ ‘ନ୍ୟୁରାଲିଙ୍କ’କୁ ବଡ ଉପଲବ୍ଧି; ମାନବ ମସ୍ତିଷ୍କରେ ଲଗାଇଲା ଚିପ୍

ବିଜ୍ଞାନ ଜଗତରେ ଏକ ବିରଳ ଉପଲବ୍ଧି ପାଇଛି ଏଲନ୍ ମସ୍କଙ୍କ ଷ୍ଟାର୍ଟଅପ୍ କମ୍ପାନୀ ନ୍ୟୁରାଲିଙ୍କ। ଏହି କମ୍ପାନୀ ପ୍ରଥମ କରି ମାନବ ମସ୍ତିଷ୍କରେ ଚିପ୍ ପ୍ରତ୍ୟାରୋପଣ କରିବାରେ ସଫଳ ହୋଇଛି। ଯଦି ଏହାର ମାନବ ପରୀକ୍ଷଣ ସଫଳ ହୁଏ ତେବେ ଭିନ୍ନକ୍ଷମମାନେ ଚିପ୍ ମାଧ୍ୟମରେ ଏକ ନୂଆ ଜୀବନ…

ଆମେରିକାରେ ପୁଣି ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ଦିନକୁ ଦିନ ଭାରତୀୟ ଛାତ୍ରଙ୍କ ପାଇଁ ଅସୁରକ୍ଷିତ ହୋଇପଡୁଛି ଆମେରିକା। ଏହିଠାରୁ ବାରମ୍ବାର ଛାତ୍ର ମୃତ୍ୟୁର ଖବର ସାମ୍ନାକୁ ଆସୁଛି। ଏବେ ପୁଣି ଜଣେ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଆମେରିକାର ଇଣ୍ଡିଆନା ସ୍ଥିତ ପର୍ଡୁ ୟୁନିଭରସିଟିରେ ପଢୁଥିବା…

ବିଶ୍ୱ ପ୍ରସିଦ୍ଧ ମୋନାଲିସା ପେଣ୍ଟିଂ ଉପରେ ପିଙ୍ଗିଲେ ସୁପ୍‌

ଫ୍ରାନ୍ସରେ କୃଷକଙ୍କ ବିରୋଧ ପ୍ରଦର୍ଶନ ମଧ୍ୟରେ ଲୁଭ୍ରେ ସଂଗ୍ରହାଳୟରେ ଏକ ଅଜବ ଘଟଣା ଘଟିଛି । ଏଠାରେ ପରିବେଶ ପାଇଁ କାମ କରୁଥିବା ଦୁଇ କାର୍ଯ୍ୟକର୍ତ୍ତା ବିଶ୍ୱ ପ୍ରସିଦ୍ଧ ମୋନାଲିସା ପେଣ୍ଟିଂ ଉପରେ ସୁପ୍ ଫିଙ୍ଗିଥିଲେ । ପେଣ୍ଟିଂକୁ ବୁଲେଟ୍ ପ୍ରୁଫ୍ ଗ୍ଲାସରେ…

କାଲିଫର୍ଣ୍ଣିଆରେ ଆତଙ୍କ ଆଣିଛି ଏଭିଏନ୍ ଫ୍ଲୁ

ନୂଆଦିଲ୍ଲୀ : କାଲିଫର୍ଣ୍ଣିଆରେ ଆତଙ୍କ ଆଣିଛି ଏଭିଏନ୍ ଫ୍ଲୁ । ମଣିଷ ଓ ଗୃହପାଳିତ ପଶୁମାନଙ୍କୁ କବଳିତ କରିଚାଲିଛି ଏଭିଏନ୍ ଭୁତାଣୂ । ଏଭିଆନ୍ ଫ୍ଲୁ ନିର୍ଦ୍ଦିଷ୍ଟ ପ୍ରକାରର ଭୂତାଣୁ ଯାହା ଶ୍ବାସନଳୀକୁ ସଂକ୍ରିମିତ କରିଥାଏ । ପକ୍ଷୀଙ୍କ ଠାରୁ ମନୁଷ୍ଯକୁ…

ଚାଲିଥିଲା ବ୍ରେନ୍‌ ଟ୍ୟୁମର ଅପରେସନ; ରୋଗୀ ବଜାଉଥିଲେ ଗିଟାର

ଅପରେସନ କଥା ଶୁଣିଲେ ସମସ୍ତେ ଛାନିଆ ହୋଇ ଯାଆନ୍ତି। ଅପରେସନ ଟେବୁଲକୁ ଗଲେ କଥା ସରିଲା। କିପରି ଭଲରେ ଭଲରେ ଅପରେସନ ସରିବ ସେଥିପାଇଁ ମୁଣ୍ଡିଆ ମାରୁଥାନ୍ତି ପରିବାର ଲୋକେ। ଆଉ ରୋଗୀ କଥା ତ ଛାଡ଼ । ମାତ୍ର ଏବେ ଏକ ଭିଡିଓ ଭାଇରାଲ ହେଉଥିବା ବେଳେ ସେଥିରେ ଏହାର…

କାନାଡାରେ କ୍ରାଶ ହେଲା ବିମାନ; ୬ ମୃତ, ଜଣେ ଗୁରୁତର

କାନାଡାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ୬ ଜଣଙ୍କର ପ୍ରାଣହାନୀ ହୋଇଛି। କାନାଡାର ଉତ୍ତର ପଶ୍ଚିମାଞ୍ଚଳ ଫୋର୍ଟସ୍ମିଥ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଥିବା ସୂଚନା ମିଳିଛି। କାନାଡାର ଉପାନ୍ତ ଅଞ୍ଚଳରେ…

ଚୀନ୍‌ର ଦକ୍ଷିଣ ଝାଜିୟାଙ୍ଗ ପ୍ରାନ୍ତରେ ଭୟଙ୍କର ଭୂମିକମ୍ପ

ନୂଆଦିଲ୍ଲୀ : ଭୂମିକମ୍ପରେ ଦୋହଲିଲା ପଡୋଶୀ ଦେଶ ଚୀନ୍‌। ଚୀନ୍‌ର ଦକ୍ଷିଣ ଝାଜିୟାଙ୍ଗ ପ୍ରାନ୍ତରେ ଭୟଙ୍କର ଭୂମିକମ୍ପ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୨ ରେକର୍ଡ କରାଯାଇଛି। ଏହି ଭୂମିକମ୍ପ ଝଟ୍‌କା ଏତେ ତୀବ୍ର ଥିଲା ଯେ ଦେଶର ରାଜଧାନୀ ଦିଲ୍ଲୀ ଓ…