Sign in
Sign in
Recover your password.
A password will be e-mailed to you.
Browsing Category
ସ୍ୱାସ୍ଥ୍ୟ
ଦୂଷିତ ପାଣିପିଇ ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକରେ ୧୨ ଜଣ ଝାଡା ବାନ୍ତିରେ ଆକ୍ରାନ୍ତ…
ମାଲକାନଗିରି ୧୧/୦୭ ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ କର୍ତ୍ତନପାଲ୍ଲୀ ପଂଚାୟତ କୋପ୍ରା ଗ୍ରାମର ମାଡ଼ି ସାହିରେ୧୨ ଜଣ ଝାଡା ବାନ୍ତି ରେ ଆକ୍ରାନ୍ତ ହୋଇଥିବା ବେଳେ ୮ ଜଣଙ୍କୁ ମାଥିଲି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ଚିକିତ୍ସିତ ହେଉଛନ୍ତି ।ଏବଂ ମାଥିଲି ଉପଖଣ୍ଡ ଚିକିତ୍ସାଧିକାରୀ!-->…
ପୁଣି ଡରାଇଲାଣି ଜାପାନିଜ୍ ଏନସେଫାଲାଇଟିସ୍, ଅନୁଗୁଳରୁ ୪ ଆକ୍ରାନ୍ତ ଚିହ୍ନଟ
ଅନୁଗୁଳ: ଓଡ଼ିଶାରେ ପୁଣି ଜାପାନିଜ୍ ଏନ୍ସେଫାଲିଟିସ୍ (ଜେଇ) ଆତଙ୍କ ଦେଖା ଦେଇଛି । ଏହି ଜେଇ ରୋଗରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ପୀଡ଼ିତ ଥିବା ଜଣାପଡ଼ିଛି । ଏ ନେଇ ସ୍ବାସ୍ଥ୍ୟ ବିଭାଗ ତନାଘନା ଆରମ୍ଭ କରିଛି । ଅନୁଗୁଳରେ କେଉଁ ପରିସ୍ଥିତିରେ ଜେଇ ବ୍ୟାପିଲା ଓ ଏହାର ପ୍ରକୃତ କାରଣ କ’ଣ!-->…
ମାନସିକ ସ୍ୱାସ୍ଥ୍ୟ ସମ୍ପର୍କୀତ ଆଲୋଚନା ଚକ୍ର…
ଫୁଲବାଣୀ ; ମାନସିକ ଅସୁସ୍ଥତା ସମାଜ ଅଗ୍ରଗତି ରେ ଏକ ପ୍ରତିବନ୍ଧକ ହୋଇଥିବାରୁ ସରକାରଙ୍କ ତରଫରୁ ବିଭିନ୍ନ କାର୍ଯ୍ୟକ୍ରମ ଜିଲ୍ଲା ସ୍ତରରେ ଆରମ୍ଭ ହୋଇଛି । ଏହାକୁ ଗ୍ରମ୍ୟସ୍ତର ପର୍ଯ୍ୟନ୍ତ ପହଞ୍ଚାଇବା ପାଇଁ ବିଗତ ଦୁଇ ବର୍ଷ ହେବ ବାଙ୍ଗାଲୋର ସ୍ଥିତ ବେସିକ ନିଡ୍ସ ଇଣ୍ଡିଆ ଓ!-->!-->!-->…
ଆନ୍ତର୍ଜାତୀୟ ଯୋଗ ଦିବସ- ୨୦୨୪ ପାଳିତ…
ଯୋଗ ଏକ ସୁସ୍ଥ ଜୀବନ ଶୈଳୀ: ବିଧାୟକ ଉମା ମଲ୍ଲିକ..
ଡିପଥେରିଆ ସଂକ୍ରମଣ: ଆଜିଠୁ ରାୟଗଡ଼ାରେ ଆରମ୍ଭ ହେଲା ବୁଷ୍ଟର ଡୋଜ
ରାୟଗଡ଼ା: ରାଜ୍ୟରେ ବ୍ୟାପୁଛି ଡିପଥେରିଆ ସଂକ୍ରମଣ । ଯାହା ଏବେ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ ନେଇଛି । ଆଜିଠୁ ରାୟଗଡ଼ାର କାଶୀପୁରରେ ବୁଷ୍ଟର ଡୋଜ ଆରମ୍ଭ ହୋଇଛି । ୮୦ଟି ଗାଁରେ ବୁଷ୍ଟର ଡୋଜ୍ ଦିଆଯିବାର କାର୍ଯ୍ୟକ୍ରମ ରହିଛି ।!-->…
କ୍ରାନ୍ତି ତରଫରୁ ବିଶ୍ବ ତମାଖୁ ବର୍ଜନ ଦିବସ ପାଳିତ : “ମାନବ ଶୃଙ୍ଖଳ ମାଧ୍ୟମରେ ତମାଖୁ ମୁକ୍ତ ଭାରତ ପାଇଁ ବଜ୍ର…
ବ୍ରହ୍ମପୁର ତା:୩୧.୦୫.୨୦୨୪ ରିଖ ସ୍ଥାନୀୟ ବ୍ରହ୍ମାନଗର ସ୍ଥିତ ଅଗ୍ରଣୀ ସାମାଜିକ ଅନୁଷ୍ଠାନ କ୍ରାନ୍ତି ଓ ସରକାରୀ ଆଇ ଟି ଆଇ ମିଳିତ ସହଯୋଗରେ ବିଶ୍ବ ତମାଖୁ ବର୍ଜନ ଦିବସ ସଚେତନତା କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇ ଯାଇଛି। ବ୍ରହ୍ମପୁର ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ପରିସରରେ!-->!-->!-->…
ବିଶ୍ଵ ଋତୁସ୍ରାବ ସ୍ବଚ୍ଛତା ଦିବସ ଅନୁଷ୍ଠିତ :ଗାଁ ରେ ନାପକିନ ବାଣ୍ଟି ସଚେତନ କଲେ ଗାନ୍ଧୀ ଫେଲୋସିପ…
ଉମରକୋଟ( ୨୯/୦୫/୨୦୨୪) ନବରଙ୍ଗପୁର ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ଏବଂ ସ୍ବେଛାସେବୀ ଅନୁଷ୍ଠାନ ପିରାମଲ ସ୍ବାସ୍ଥ୍ୟ ଓ ଏଲଡବ୍ଲୁଏସ ଆଇଟିର ମିଳିତ ଆନୁକୁଲ୍ୟରେ ଗତକାଲି ୨୮/୦୫/୨୦୨୪ ରିଖ ତେନ୍ତୁଳିଖୁଣ୍ଟି ବ୍ଲକ କୁକୁଡ଼ାବାଇ ପଞ୍ଚାୟତ ଅନ୍ତର୍ଗତ ବିଜ୍ରାଗୁଡା ଗ୍ରାମ ଠାରେ ସ୍ଥାନୀୟ କିଶୋରୀ!-->!-->!-->…
ରୁବେଲା ଭାଇରସକୁ ନେଇ ଗର୍ଭବତୀ ମହିଳାଙ୍କୁ ସତର୍କ କଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ଵର: ରୁବେଲା ଭାଇରସକୁ ନେଇ ଗର୍ଭବତୀ ମହିଳାଙ୍କୁ ସତର୍କ କଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ଗର୍ଭବତୀଙ୍କୁ ରୁବେଲା ହେଲେ ଜନ୍ମରୁ ସନ୍ତାନ କ୍ଷେତ୍ରରେ ଭାଇରସ୍ ଦେଖାଦିଏ । ସେଥିପାଇଁ ଯେଉଁ ଗର୍ଭବତୀଙ୍କ ଠାରେ ଏପରି ଲକ୍ଷଣ ଥିବ ସେମାନଙ୍କୁ ତୁରନ୍ତ!-->…
ନବରଙ୍ଗପୁରରେ ୨ ରୁବେଲା ରୋଗୀ ଚିହ୍ନଟ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା
ନବରଙ୍ଗପୁର: ନବରଙ୍ଗପୁରରୁ ୨ ରୁବେଲା ରୋଗୀ ଚିହ୍ନଟ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା । ଆକ୍ରାନ୍ତ ୨ ଶିଶୁ ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ପୋଡାଲଗୁଡା ଗାଁର । ସେମାନଙ୍କ ବୟସ ଯଥାକ୍ରମେ ୭ ଓ ୨ ବର୍ଷ । ବର୍ତ୍ତମାନ ରୁବେଲାର ସ୍ଥିତି ଯାଞ୍ଚ ପାଇଁ ଗାଁରେ ‘ହୁ’ଓ ଜିଲ୍ଲା!-->…
ପୁରୀରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ଶତାଧିକ ଆକ୍ରାନ୍ତ
ପୁରୀ: ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି । ଆଉ କିଛି ମାସ ପରେ ପୁରୀ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା । ବାଲିସାହି, ରେଡକ୍ରସ୍ ରୋଡ୍ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ କାଲି ଝାଡ଼ାବାନ୍ତି ରେ ଆକ୍ରାନ୍ତ ହୋଇ ୨ ଜଣ ଆଖି ବୁଜି ସାରିଥିବା!-->…