Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ନିର୍ବାଚନ ପୂର୍ବରୁ ଝାରଖଣ୍ଡ ଡିଜିପିଙ୍କ ବଦଳି ପାଇଁ ନିର୍ଦ୍ଦେଶ
ରାଞ୍ଚି : ବିଧାନସଭା ନିର୍ବାଚନ ପୂର୍ବରୁ ଝାରଖଣ୍ଡ ଡିଜିପିଙ୍କ ବଦଳି ପାଇଁ ନିର୍ଦ୍ଦେଶ। ଆଜି ନିର୍ବାଚନ ଆୟୋଗ ଡିଜିପି ଅନୁରାଗ ଗୁପ୍ତାଙ୍କ ବଦଳି ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ସୂତ୍ରରୁ ପ୍ରକାଶ ରିପୋର୍ଟ ଅନୁସାରେ, ନିର୍ବାଚନ ଆୟୋଗ ତୁରନ୍ତ ଗୁପ୍ତାଙ୍କ ବଦଳି କରିବା ସହ!-->…
IED ବିସ୍ଫୋରଣ; ୨ ITBP ଯବାନ ଶହୀଦ
ରାୟପୁର : ଛତିଶଗଡ଼ ସୀମାନ୍ତରେ IED ବିସ୍ଫୋରଣ ଘଟଣାରେ ଦୁଇ ଜଣ ଇଣ୍ଡୋ-ତିବେତାନ ବୋର୍ଡର୍ ପୁଲିସ୍ (ITBP) ଯବାନ ଶହୀଦ ହୋଇଛନ୍ତି। ବିସ୍ଫୋରଣ ପରେ ସେମାନଙ୍କୁ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା। ପରବର୍ତ୍ତୀ ସମୟରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।ସୂଚନା ଅନୁସାରେ, ଆଜି ଶତିଶଗଡ଼ର!-->…
ଆପ୍ ନେତା ସତ୍ୟେନ୍ଦ୍ର ଜୈନଙ୍କୁ ମିଳିଲା ଜାମିନ
ଦୀର୍ଘ ୨୮ ମାସ ହେଲା ଜେଲରେ ଥିବା ଆପ୍ର ବରିଷ୍ଠ ତଥା ଦିଲ୍ଲୀର ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ମିଳିଛି ଜାମିନ। ତାଙ୍କୁ ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଇଡି ଗୋଟିଏ ମନି ଲଣ୍ଡରିଂ ମାମଲାରେ ତାଙ୍କୁ ଗିରଫ କରି ଜେଲ ପଠାଇଥିଲା। !-->…
ଝାରଖଣ୍ଡ ପାଇଁ ସିଟ ଶେୟାରିଂ ଫର୍ମୁଲା ଚୂଡ଼ାନ୍ତ କଲା ବିଜେପି: ୬୮ଟି ଆସନରେ ଦେବ ପ୍ରାର୍ଥୀ
ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ସିଟି ଶେୟାରିଂ ଫର୍ମୁଲା ଚୂଡ଼ାନ୍ତ କରିଛି। ଏକାଧିକ ଦଳ ସହ ମେଣ୍ଟ କରି ବିଜେପି ଝାରଖଣ୍ଡରେ ନିର୍ବାଚନ ଲଢ଼ିବ। ଦଳ ଏକାକୀ ରାଜ୍ୟର ୮୧ଟି ଆସନରୁ ୬୮ଟିରେ ଲଢ଼ିବାକୁ ନିଷ୍ପତ୍ତି ନେଇଛି। ବାକି ୧୩ଟି ଆସନ ସହଯୋଗୀ ଆଜସୁ ପାର୍ଟି, ଜେଡିୟୁ ଓ!-->…
ସଦଗୁରୁଙ୍କୁ ‘ସୁପ୍ରିମ୍’ ଆଶ୍ୱସ୍ଥି; ମାଡ୍ରାସ ହାଇକୋର୍ଟ ଦେଇଥିବା ତଦନ୍ତ ନିର୍ଦ୍ଦେଶ ଖାରଜ
ସଦଗୁରୁ ଜାଗି ବାସୁଦେବଙ୍କୁ ସୁପ୍ରିମକୋର୍ଟରୁ ମିଳିଛି ବଡ଼ ଆଶ୍ୱସ୍ଥି। ଈଶା ଫାଉଣ୍ଡେସନରେ ପୁଲିସ ତଦନ୍ତ ସହ ତାଙ୍କ ବିରୁଦ୍ଧରେ ଲାଗିଥିବା ସମସ୍ତ ଅଭିଯୋଗକୁ ଖାରଜ କରି ଦେଇଛନ୍ତି ସୁପ୍ରିମକୋର୍ଟ।
କୋର୍ଟ କହିଛନ୍ତି ଯେ, ମାଡ୍ରାସ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ପୁଲିସ!-->!-->!-->…
‘ବିନା ପ୍ରମାଣରେ କହିଥିଲି…’ ନିଜ୍ଜାର ହତ୍ୟା ମାମଲାରେ ବଦଳିଲା ଜଷ୍ଟିନ ଟ୍ରୁଡୋଙ୍କ ଆଭିମୁଖ୍ୟ
ନୂଆଦିଲ୍ଲୀ : ଭାରତ ସରକାର କାନାଡାର 6 ଜଣ ହାଇକମିଶନରଙ୍କୁ ବହିଷ୍କାର କରିବା ପରେ ବଦଳିଛି ଜଷ୍ଟିନ ଟ୍ରୁଡୋଙ୍କ ଆଭିମୁଖ୍ୟ। ବାରମ୍ବାର ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂହ ନିଜ୍ଜାରର ହତ୍ୟା ମାମଲାରେ ଭାରତର ସମ୍ପୃକ୍ତି ଥିବା ଦାବି କରି ଆସୁଥିବା ଟ୍ରୁଡୋଙ୍କ ସ୍ୱର ଶିଥୀଳ!-->…
ପ୍ରଥମ ଟେଷ୍ଟ : ଭାରତ ମାତ୍ର ୪୬ ରନ୍ରେ ଅଲ୍ ଆଉଟ୍, ଜବାବରେ ନ୍ୟୁଜିଲାଣ୍ଡର ୩ ୱିକେଟ ହରାଇ ୧୮୦ ରନ
ବେଙ୍ଗାଲୁରୁ : ବେଙ୍ଗାଲୁରୁର ଏମ ଚିନାସ୍ୱାମୀରେ ନ୍ୟୁଜିଲ୍ୟାଣ୍ଡ ଦେଖାଇଛି ଦବଦବା। ଭାରତ ଘରୋଇ ପରିବେଶରେ ହୋଇଛି ଘାଇଲା। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ଭାରତ ମାତ୍ର ୪୬ ରନ କରି ଅଲଆଉଟ ହୋଇଛି। ଏହା ଘରୋଇ ମାଟିରେ ଭାରତର ସର୍ବନିମ୍ନ ଟେଷ୍ଟ ସ୍କୋର। ବ୍ୟାଟିଂରେ!-->…
ଚୋଟ ମାରିଲା ବିଷଧର, ସାପକୁ ବେକରେ ଗୁଡ଼ାଇ ଡାକ୍ତରଖାନାରେ ହାଜର
ପାଟନା : ବିହାରର ଜଣେ ବ୍ୟକ୍ତି ଏପରି ହରକତ କରିଛନ୍ତି, ଯାହା ସମସ୍ତଙ୍କୁ ଥରହର କରିଦେଇଛି। ଦୁନିଆର ସବୁଠୁ ବିଷଧର ସାପ ଭାବେ ବିବେଚନା କରାଯାଉଥିବା ଚନ୍ଦନ ମନ୍ଦନ ବୁଢା ଚୋଟ ମାରିବା ପରେ ତାକୁ ବେକରେ ଗୁଡ଼ାଇ ଡାକ୍ତରଖାନାରେ ପହଞ୍ଚିଛନ୍ତି।ଲୁଙ୍ଗି ଓ ଗଞ୍ଜି ପିନ୍ଧିଥିବା ବ୍ୟକ୍ତିଙ୍କ!-->…
ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି
ନୂଆଦିଲ୍ଲୀ : ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି। ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କ ଅବସର ପରେ ସେ ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେବେ।ଏନେଇ କେନ୍ଦ୍ର ସରକାରଙ୍କୁ ଚିଠି ଲେଖି!-->…
ଫେମିନା ମିସ୍ ଇଣ୍ଡିଆ-୨୦୨୪: ବିଜେତା ମୁକୁଟ ପିନ୍ଧିଲେ ନିକିତା ପୋରଓ୍ବାଲ
ମୁମ୍ବାଇ: ଫେମିନା ମିସ୍ ଇଣ୍ଡିଆ-୨୦୨୪କୁ ମିଳିଯାଇଛି ଏହାର ବିଜେତା। ମଧ୍ୟପ୍ରଦେଶର ନିକିତା ପୋରଓ୍ବାଲ ପିନ୍ଧିଛନ୍ତି ଫେମିନା ମିସ୍ ଇଣ୍ଡିଆ-୨୦୨୪ର ବିଜେତା ମୁକୁଟ। ବୁଧବାର ରାତିରେ ମୁମ୍ବାଇର ଓ୍ବର୍ଲିରେ ଆୟୋଜିତ ପ୍ରତିଯୋଗିତାର ଗ୍ରାଣ୍ଡ୍ ଫାଇନାଲରେ ନିକିତାଙ୍କୁ ବିଜେତା ଘୋଷଣା!-->…