Browsing Category

ଦେଶ

ଆକ୍ରମଣ ପୂର୍ବରୁ ଗାଜା ଛାଡି ପଳାଇବାକୁ ଧମକ ଦେଲା ଇସ୍ରାଏଲ

ନୂଆଦିଲ୍ଲୀ : ଇସ୍ରାଏଲ ସେନା ପୂର୍ବ ଲେବାନନର ବେକା ଅଞ୍ଚଳର କିଛି ଅଂଶ ଛାଡିବାକୁ ଲୋକଙ୍କୁ ଧମକ ଦେବା ସହ ସେମାନେ ସେହି ଅଞ୍ଚଳ ଉପରେ ଆକ୍ରମଣ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏବେ ଇସ୍ରାଏଲ ସେନା ଲେବାନନର ଚାରିପଟୁ ଆକ୍ରମଣ କରିବା ଆରମ୍ଭ କରିଦେଇଛି। ଜାତିସଙ୍ଘ ସମେତ ଅନ୍ୟ କେତେକ ଦେଶ

ଶେଖ ହସିନାଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ କୋର୍ଟ

ଢାକା : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ବିରୋଧରେ ଜାରି ହୋଇଛି ଗିରଫ ପରୱାନା। ବାଂଲାଦେଶର ଗୋଟିଏ କୋର୍ଟ ତାଙ୍କ ବିରୋଧରେ ଏପରି ୱାରେଣ୍ଟ ଜାରି କରିଛନ୍ତି।ଛାତ୍ର ଆନ୍ଦୋଳନ ଯୋଗୁ ଅଗଷ୍ଟ ମାସରେ ହସିନା ଦେଶ ଛାଡ଼ି ଭାରତ ଚାଲି ଆସିଥିଲେ। ଏବେ ସେ ଅଜ୍ଞାତ ସ୍ଥାନରେ ଆଶ୍ରୟ

ବିଷାକ୍ତ ମଦ ପିଇ ୨୮ ଜଣଙ୍କ ମୃତ୍ୟୁ

ପାଟନା : ପୁଣି ବିହାରରେ ବିଷାକ୍ତ ମଦ ହାହାକାର ସୃଷ୍ଟି କରିଛି। ରାଜ୍ୟରେ ବିଷାକ୍ତ ମଦ ପିଇ ୨୮ ଜଣଙ୍କ ମୃତ୍ୟୁ ଘଟିଲାଣି। ଏଥିସହ ଏକାଧିକ ଲୋକ ଆସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ମୃତକମାନେ ସିୱାନ ଏବଂ ଛପରା ଜିଲ୍ଲାର ହୋଇଥିବା ସୂଚନା ମିଳିଛି।ପୁଲିସ ସୂଚନା ଅନୁସାରେ, ଏହି

ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନାଏବ ସିଂହ ସୈନି

ଚଣ୍ଡୀଗଡ : ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନାଏବ ସିଂହ ସୈନି। କ୍ରମାଗତ ଦ୍ୱିତୀୟ ଥର ପାଇଁ ସେ ରାଜ୍ୟ ମୁଖିଆ ଭାବେ ଶପଥ ନେଇଛନ୍ତି। ଏଥିସହ ବିଜେପି ଲଗାତାର ତୃତୀୟ ଥର ପାଇଁ ରାଜ୍ୟରେ ସରକାର ଗଠନ କରିଛି।ହରିୟାଣା ରାଜ୍ୟପାଳ ବନ୍ଦରୁ ଦତ୍ତାତ୍ରେୟ ତାଙ୍କୁ ପଦ ଓ ଗୋପନୀୟତାର

ପୁଣି ମଝି ଆକାଶରେ ବୋମା ଆତଙ୍କ, ଆକାଶା ଏୟାର ଓ ଇଣ୍ଡିଗୋ ବିମାନକୁ ମିଳିଛି ବୋମା ଧମକ

ପୁଣି ମଝି ଆକାଶରେ ବୋମା ଆତଙ୍କ । ଆଜି ପୁଣି ୨ ବିମାନକୁ ବୋମା ଧମକ । ଆକାଶା ଏୟାର ଓ ଇଣ୍ଡିଗୋ ବିମାନକୁ ମିଳିଛି ବୋମା ଧମକ । ବେଙ୍ଗାଲୁରୁକୁ ଯାଉଥିବା ଅକାସା ଏୟାର ବିମାନ ଏବଂ ଦିଲ୍ଲୀକୁ ଯାଉଥିବା ଇଣ୍ଡିଗୋ ବିମାନକୁ ବୋମ ଧମକ ମିଳିଛି । ଧମକ ମିଳିବା ପରେ ଆକାଶା

ବିଭିନ୍ନ ଖାଦ୍ୟ ଶସ୍ୟର MSP ବୃଦ୍ଧି କଲେ କେନ୍ଦ୍ର ସରକାର

ଦେଶର ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ରବି ଫସଲଗୁଡ଼ିକ ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସ୍‌ପି ବୃଦ୍ଧି ପ୍ରସ୍ତାବ ଉପରେ ଆଜି କେନ୍ଦ୍ର କ୍ୟାବିନେଟ ମୋହର ମାରିଛି। ଆସନ୍ତା ୨୦୨୫-୨୬ ସିଜିନ ପାଇଁ ବିଭିନ୍ନ ପ୍ରକାରର ରବି ଫସଲର ଏମଏସ୍‌ପି ବୃଦ୍ଧି କରାଯାଇଛି।

ଶପଥ ନେଲେ ଓମାର ଅବଦୁଲ୍ଲା, ସୁରିନ୍ଦର ସିଂହ ଚୌଧୁରୀ ହେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରଶାସିତ ଅଞ୍ଚଳର ମାନ୍ୟତା ପାଇବାର 6 ବର୍ଷ ପରେ ଜମ୍ମୁ-କଶ୍ମୀରକୁ ମିଳିଲା ପ୍ରଥମ ମୁଖ୍ୟମନ୍ତ୍ରୀ। ନ୍ୟାସନାଲ କନଫରେନ୍ସ (ଏନସି) ବିଧାୟକ ଓମାର ଅବଦୁଲ୍ଲା ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ସହ ସୁରିନ୍ଦର ସିଂହ ଚୌଧୁରୀ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ

ଇଭିଏମ ବ୍ୟାଟେରୀ ଓ ପେଜର୍ସକୁ ନେଇ ଏମିତି କହିଲେ ମୁଖ୍ୟ ନିର୍ବାଚନ କମିଶନର

ଗୋଟିଏ ଇଭିଏମର ବ୍ୟାଟେରୀ ଠିକ କ୍ୟାଲକୁଲେଟର ଭଳି। ସେହିପରି ପେଜର୍ସ ଭଳି ଇଭିଏମରେ କୌଣସି ପ୍ରକାରର ହେରଫେର କରାଯାଇ ପାରିବ ନାହିଁ ନାହିଁ ବୋଲି ଭାରତୀୟ ନିର୍ବାଚନ କମିଶନ କହିଛନ୍ତି। ପେଜର୍ସ ଭଳି ଇଭିଏମକୁ ମଧ୍ୟ ଟ୍ୟାମ୍ପରିଂ କରି ହେବ ବୋଲି କଂଗ୍ରେସ କରୁଥିବା ଅଭିଯୋଗ ଉପରେ ଆଜି ମୁଖ୍ୟ

ୱାୟନାଡ ଲୋକସଭା ପାଇଁ ୧୩ରେ ହେବ ଭୋଟିଂ, ରାହୁଲ ଛାଡ଼ିବା ପରେ ପଡ଼ିଥିଲା ଖାଲି

ଭାରତୀୟ ନିର୍ବାଚନ କମିଶନ ଆଜି ଝାରଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏଥିସହ କେରଳର ୱାୟନାଡ ଲୋକସଭାର ଉପ ନିର୍ବାଚନର ତାରିଖ ମଧ୍ୟ ଘୋଷଣା ହୋଇଛି। ୨୦୨୪ ଲୋକସଭା ନିର୍ବାଚନ ବେଳେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧି ଏଠାରେ ରେକର୍ଡ ବିଜୟ ହାସଲ

ମହାରାଷ୍ଟ୍ର ଓ ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ଅପେକ୍ଷାରେ ଅନ୍ତ ଘଟିଛି। ମହାରାଷ୍ଟ୍ର ଓ ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ଭାରତୀୟ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ମହାରାଷ୍ଟ୍ରର ୨୮୮ଟି ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ। ଲୋକମାନେ ନଭେମ୍ବର ୨୦ରେ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ନଭେମ୍ବର