Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଆହୁରି ଶକ୍ତିଶାଳୀ ହେବ ତିନି ସେନା; ₹୩୨,୦୦୦ କୋଟିର ଡ୍ରୋନ୍ ଆଣିବ ଭାରତ
ଆହୁରି ଦୃଢ ହେବ ତିନି ସେନାର ଶକ୍ତି। ଭାରତ ସରକାର ଆମେରିକା ସହ ଏକ ବଡ଼ ଚୁକ୍ତି କରିଛନ୍ତି। ଦେଶକୁ ଆସିବ ଆମେରିକାର ଶକ୍ତିଶାଳୀ ପ୍ରିଡେଟର MQ-9B ଡ୍ରୋନ୍। ଏଥିପାଇଁ ଭାରତ ସରକାର ଆମେରିକା ସହ ୩୨ ହଜାର କୋଟି ଟଙ୍କାର ଡିଲ୍ କରିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ଦିନ ତଳେ!-->!-->!-->…
ବିଜେପି ହାତର କାଠ କଣ୍ଢେଇ ନିର୍ବାଚନ କମିଶନ, ବର୍ଷିଲା ଜେଏମ୍ଏମ୍
ଆଜି ମହାରାଷ୍ଟ୍ର ଓ ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବାକୁ ଯାଉଛି। ଅପରାହ୍ଣ ୩ଟା ୩୦ରେ ନିର୍ବାଚନ କମିଶନ ତାରିଖ ଘୋଷଣା କରିବେ। ତେବେ ଏହାକୁ ନେଇ ଏବେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଦଳ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ନିର୍ବାଚନ ଆୟୋଗକୁ ଟାର୍ଗେଟ!-->…
ଗର୍ଜିଲେ ଶରଦ ପାଓ୍ୱାର: ଏ ବୁଢ଼ା ଅଟକିବନି, ୮୪ ବର୍ଷ ହେଉ ଅବା ୯୦
'ଏ ବୁଢ଼ା ଆଉ ଅଟକିବନି। ୮୪ ବର୍ଷ ହେଉ ଅବା ୯୦। ଆପଣ ଚିନ୍ତା କରନ୍ତୁ ନାହିଁ।' ଆଗକୁ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ଆଜି ଘୋଷଣା ହେବାକୁ ଯାଉଛି ତାରିଖ। ଏହାରି ଭିତରେ ଏନ୍ସିପି-ଏସ୍ପି ନେତା ଶରଦ ପାଓ୍ୱାର ଏଭଳି କିଛି ବଡ଼ ବୟାନ ଦେଇଛନ୍ତି।
ଏକ ରାଲିକୁ ସମ୍ବୋଧିତ କରି!-->!-->!-->…
ହରିୟାଣା ବିପର୍ଯ୍ୟୟ ପରେ ମହାରାଷ୍ଟ୍ର ନେତାଙ୍କୁ କଡ଼ା ୱାର୍ଣ୍ଣିଂ ଦେଲା କଂଗ୍ରେସ
ଶାଳୀନତା ଓ ଅଧିକ ଆତ୍ମବିଶ୍ୱାସ ପ୍ରତି ସତର୍କ ରହିବାକୁ ମହାରାଷ୍ଟ୍ରର ଦଳୀୟ ନେତାଙ୍କୁ ସତର୍କ କରାଇଛି କଂଗ୍ରେସ। ହରିୟାଣାରେ କଂଗ୍ରେସ ଅଧିକ ଆତ୍ମବିଶ୍ୱାସ ଦେଖାଇବାରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ତେଣୁ ଆଗକୁ ଅନୁଷ୍ଠିତ ହେବାକୁ ଥିବା ମହାରାଷ୍ଟ୍ର ବିଧାନସଭାରେ ସେମିତି କିଛି ନ ଘଟୁ!-->…
ବିଷ୍ଣୋଇ ଗ୍ୟାଙ୍ଗର ହିଟଲିଷ୍ଟରେ ବାବା ସିଦ୍ଦିକିଙ୍କ ପୁଅ!
ମହାରାଷ୍ଟ୍ରର ଭେଟରାନ ରାଜନେତା ବାବା ସିଦ୍ଦିକିଙ୍କୁ ଶନିବାର ମୁମ୍ବାଇରେ ଗୁଳି କରି ହତ୍ୟା ଘଟଣା ପୂରା ଦେଶରେ ହଇଚଇ ସୃଷ୍ଟି କରିଛି। ତାଙ୍କୁ ହତ୍ୟା କରିଥିବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ସମ୍ପର୍କରେ ବଡ଼ ତଥ୍ୟ ମିଳିଛି। ବାବା ସିଦ୍ଦିକିଙ୍କ ପୁଅ ତଥା ବିଧାୟକ ଜିଶାନ ସିଦ୍ଦିକି ମଧ୍ୟ!-->…
ମୁମ୍ବାଇ ଯାତ୍ରୀଙ୍କ ପାଇଁ ଖୁସି ଖବର, ଟୋଲ୍-ଫି ଛାଡ଼ କଲେ ସିନ୍ଦେ ସରକାର
ବିଧାନସଭା ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ର ସରକାର କରିଛନ୍ତି ବଡ଼ ଘୋଷଣା। ଆଜି ମଧ୍ୟରାତ୍ର ପରଠାରୁ ସମସ୍ତ ପ୍ରକାର ହାଲୁକା ଯାନ ପାଇଁ ଟୋଲ୍-ଫି ଛାଡ଼ କରିଛନ୍ତି ଏକନାଥ ସିନ୍ଦେ ସରକାର। ମୁମ୍ବାଇର ସମସ୍ତ ପାଞ୍ଚଟି ଟୋଲ୍ ବୁଥରେ ଏହି ନିୟମ କାର୍ଯ୍ୟକାରୀ ହେବ।
ଆଜି!-->!-->!-->…
ଏଥର ରାଜଧାନୀରେ ଫୁଟିବନି ବାଣ
ଭୁବନେଶ୍ୱର : ଏଥର ରଜଧାନୀରେ ଫୁଟିବନି ବାଣ। ବାଣ ତିଆରି ଓ ବିକ୍ରି ଉପରେ ବ୍ୟାନ୍ ଲାଗିଇଲେ ଦିଲ୍ଳୀ ସରକାର। ଦିଲ୍ଲୀରେ ପ୍ରଦୂଷଣ ନିୟନ୍ତ୍ରଣ କରିବାକୁ ଯାଇ ଏଭଳି କିଛି ନିଷ୍ପତ୍ତି ନେଇଛନ୍ତି ସରକାର।
ପୂର୍ବ ବର୍ଷ ଭଳି ଏଥର ବି ଦିଲ୍ଳୀରେ ବାଣ ଫୁଟିବନି। ଦୀପାବଳିରେ ବାଣ ଫୁଟାଇବା ପରେ!-->!-->!-->…
ପପୁଙ୍କ ଓପନ୍ ଚ୍ୟାଲେଞ୍ଜ: ୨୪ ଘଣ୍ଟାରେ ବିଷ୍ଣୋଇ ଗ୍ୟାଙ୍ଗକୁ ମାଟିରେ ମିଶାଇ ଦେବି
'ମାଟିରେ ମିଶାଇ ଦେବି ଅପରାଧର ସାମ୍ରାଜ୍ୟ। ଯଦି ଅନୁମତି ମିଳେ ତେବେ ୨୪ ଘଣ୍ଟାରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗକୁ ଶେଷ କରିଦେବି।' ଏଭଳି ଓପନ୍ ଚ୍ୟଲେଞ୍ଜ ଦେଇଛନ୍ତି ବିହାର ପୂର୍ଣ୍ଣିୟା ସାଂସଦ ପପୁ ଯାଦବ।
ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ତିନିଥର ବିଧାୟକ ବାବା ସିଦ୍ଦିକିଙ୍କ!-->!-->!-->…
ଦୀପାବଳି ପୂର୍ବରୁ ସରକାର ଦେବେ ବଡ଼ ଭେଟି: ୩% ବଢ଼ିବ ମହଙ୍ଗା ଭତ୍ତା!
ନିଃସର୍ତ୍ତ ନିୟୁଜ : କେନ୍ଦ୍ର ସରକାରଙ୍କ କର୍ମଚାରୀମାନଙ୍କୁ ଦୀପାବଳି ପୂର୍ବରୁ ମିଳିବ ବଡ଼ ଭେଟି। କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ଆଉ ୩% ବୃଦ୍ଧି କରିବେ କେନ୍ଦ୍ର ସରକାର। ଏନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।ପ୍ରାଥମିକ ଭାବେ ମହଙ୍ଗା ଭତ୍ତା ବୃଦ୍ଧି ସମ୍ପର୍କରେ!-->…
ଓଡ଼ିଆ ମହିଳାଙ୍କୁ ଦିଲ୍ଲୀରେ ଦୁଷ୍କର୍ମ ଘଟଣା: ଭଲ ଅଛି ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା
ଭୁବନେଶ୍ଵର: ନୂଆଦିଲ୍ଲୀରେ ଜଣେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ କରାଯାଇଥିବା ଖବର ସାମ୍ନାକୁ ଆସିଛି । ଦୁଷ୍କର୍ମ ପରେ ଯୁବତୀଙ୍କୁ ରାସ୍ତାରେ ଦୁର୍ବୃତ୍ତମାନେ ଫିଙ୍ଗି ଚାଲିଯାଇଥିଲେ । ଗୁରୁତର ଅବସ୍ଥାରେ ପୀଡ଼ିତାଙ୍କୁ ଉଦ୍ଧାର କରି ଦିଲ୍ଲୀ ଏମ୍ସରେ ଭର୍ତ୍ତି କରିଛି ପୋଲିସ । ଏବେ ତାଙ୍କ!-->…