Browsing Category

ଦେଶ

ସୋନମ ୱାଙ୍ଗଚୁକ୍‌ଙ୍କୁ ଅଟକ ରଖିଲା ପୁଲିସ, ବର୍ଷିଲେ ରାହୁଲ

ନୂଆଦିଲ୍ଲୀ : ପ୍ରଖ୍ୟାତ ପରିବେଶବିତ ସୋନମ ୱାଙ୍ଗଚୁକ୍ ଅଟକ। ଦିଲ୍ଲୀ ପୁଲିସ ସିଂଘୁ ସୀମାରେ ଓ୍ୱାଙ୍ଗଚୁକ ଏବଂ ତାଙ୍କର ଶହ ଶହ ସମର୍ଥକଙ୍କୁ ଅଟକ ରଖିଛି। ଏହାକୁ ନେଇ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ଦିଲ୍ଲୀ ପୁଲିସକୁ କଡ଼ା ସମାଲୋଚନା କରିଛନ୍ତି। ଶାନ୍ତିପୂର୍ଣ୍ଣ

ଚଳନ୍ତା ସ୍କୁଲ ବସ୍‌ରେ ଲାଗିଲା ନିଆଁ, ୨୫ ଜଣ ଜୀବନ୍ତ ଦଗ୍ଧ

ବ୍ୟାଙ୍କକ : ସ୍କୁଲ ପିଲା ଓ ସେମାନଙ୍କ ଶିକ୍ଷକମାନଙ୍କୁ ନେଇ ଯାଉଥିବା ଗୋଟିଏ ବସ୍‌ରେ ଲାଗିଛି ଭୟଙ୍କର ନିଆଁ। ଅଗ୍ନିକାଣ୍ଡରେ ବସ୍‌ଟି ସଂପୂର୍ଣ୍ଣ ପୋଡ଼ିଜଳି ପାଉଁଶ ହୋଇଯାଇଥିବା ବେଳେ ଏଥିରେ ୨୫ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ବ୍ୟାଙ୍କଙ୍କ ଉପକଣ୍ଠରେ ଏପରି ଭୟଙ୍କର ଘଟଣା

‘ଗରବାରେ ପ୍ରବେଶ ପାଇଁ ପିଇବାକୁ ପଡ଼ିବ ଗୋମୂତ୍ର’

ନୂଆଦିଲ୍ଲୀ : ଆଗକୁ ଦଶହରା। ଏଥିପାଇଁ ଆରମ୍ଭ ହୋଇଗଲାଣି ଚାରିଆଡ଼େ ନବରାତ୍ରୀ ଧୁମ୍‌। ଗରବା ଡ୍ୟାନ୍ସ ପାଇଁ ଜମିଲାଣି ଭିଡ଼। ତେବେ ଏହି ଗରବା ପେଣ୍ଡାଲକୁ ଏବେ ପ୍ରବେଶ କରିବାକୁ ହେଲେ ପିଇବାକୁ ପଡିବ ଗୋମୂତ୍ର। ଏଭଳି କିଛି ବିବାଦୀୟ ପ୍ରସ୍ତାବ ଦେଇଛନ୍ତି ବିଜେପି ନେତା। ଯାହାକୁ ନେଇ ଏବେ

ମହନ୍ତ ରାମଗିରି ମହାରାଜଙ୍କ ନାଁରେ ୬୭ଟି ମାମଲା, କୋର୍ଟଙ୍କୁ କହିଲେ ସରକାର

ମୁମ୍ବାଇ : ଚର୍ଚ୍ଚାରେ ମହନ୍ତ ରାମଗିରି ମହରାଜ। ମହାରାଷ୍ଟ୍ର ସହ ଦେଶର ବିଭିନ୍ନ ସ୍ଥାନରେ ସନାତନ ଧର୍ମର ଓକିଲାତି କରୁଥିବା ମହନ୍ତ ରାମଗିରିଙ୍କ ବିରୋଧରେ ୬୭ଟି ଏଫଆଇଆର ପଞ୍ଜୀକୃତ ହୋଇଛି।ନାଶିକର ଗୋଟିଏ ଧାର୍ମିକ କାର୍ଯ୍ୟକ୍ରମରେ ସେ ଇସଲାମ ଓ ପ୍ରଫେଟ ମହମ୍ମଦଙ୍କ ସମ୍ପର୍କରେ ଅତ୍ୟନ୍ତ

ସୁପ୍ରିମକୋର୍ଟରେ ଶୁଣାଣି ପର୍ଯ୍ୟନ୍ତ ଲଡୁ ବିବାଦର SIT ତଦନ୍ତ ସ୍ଥଗିତ

ହାଇଦ୍ରାବାଦ : ଆନ୍ଧ୍ରପ୍ରଦେଶ ତିରୁପତି ବାଲାଜୀ ମନ୍ଦିରର ଲଡୁ ବିବାଦକୁ ନେଇ ଚାଲିଥିବା SIT ତଦନ୍ତ ସ୍ଥଗିତ ରଖାଯାଇଛି। ଏହି ପ୍ରସଙ୍ଗ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ନ ହେବା ପର୍ଯ୍ୟନ୍ତ SIT ତଦନ୍ତ ହୋଇପାରିବ ନାହିଁ। ଆଜି ଆନ୍ଧ୍ରପ୍ରଦେଶ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।ଲଡୁ

ବେଆଇନ ଜମିରେ ନିର୍ମାଣ ହୋଇଥିବା ମନ୍ଦିର-ମସଜିଦ- ଦରଘା ଉପରେ ବୁଲଡୋଜର ଚାଲିବ – ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ବୁଲଡୋଜର ଆକ୍ସନ ସହ ଜଡିତ ଆବେଦନ ଉପରେ ଶୁଣାଣି ସୁପ୍ରିମକୋର୍ଟରେ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲା। ଜଷ୍ଟିସ ବି.ଆର.ଗାଭାଇଙ୍କ ନେତୃତ୍ବରେ ଗଠିତ ଖଣ୍ଡପୀଠରେ ଏହି ଶୁଣାଣି କରାଯାଇଥିଲା। ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ଏବଂ ରାଜସ୍ଥାନ ପକ୍ଷରୁ

ପୁଣି କାର୍ଯ୍ୟ ବନ୍ଦ ଆନ୍ଦୋଳନକୁ ଓହ୍ଲାଇଲେ ଜୁନିୟର ଡାକ୍ତର, ଚିନ୍ତାରେ ସରକାର

କୋଲକାତା : ପଶ୍ଚିମବଙ୍ଗର ଜୁନିୟର ଡାକ୍ତରମାନେ ସେମାନଙ୍କ ଅନିର୍ଦ୍ଦିଷ୍ଟ ଓ କାର୍ଯ୍ୟ ବନ୍ଦ ଆନ୍ଦୋଳନ ପୁଣି ଆରମ୍ଭ କରିଛନ୍ତି। ସରାକାର ପୂର୍ବ ଆନ୍ଦୋଳନ ପ୍ରତ୍ୟାହାର ବେଳେ ଦେଇଥିବା ଦାବିଗୁଡ଼ିକୁ ପୂରଣ କରୁ ନଥିବାରୁ ସେମାନେ ଏପରି ପଦକ୍ଷେପ ନେଇଛନ୍ତି। ସେମାନେ ହସ୍ପିଟାଲରେ ସୁରକ୍ଷା

ଆକାଶରେ ଦେଖାଯାଉଛି ୮୦ ହଜାର ବର୍ଷ ତଳର ଧୂମକେତୁ

ନୂଆଦିଲ୍ଲୀ : ଭାରତ ଆକାଶରେ ଆଉ ଏକ ମହାଜାଗତିକ ଦୃଶ୍ୟ ଦୃଶ୍ୟମାନ ହେଉଛି। ୮୦ ହଜାର ବର୍ଷ ତଳର ଏକ ଉଲକା ବା ଧୂମକେତୁକୁ ଆକାଶରେ ଦେଖିବାକୁ ମିଳୁଛି। ଏଇ କିଛି ଦିନ ହେବ ସକାଳ ସମୟରେ ଆକାଶରେ ଏହି ଧୂମକେତୁ ଦେଖାଯାଉଛି, ଯାହା ଏକ ରଙ୍ଗୀନ ପ୍ରାକୃତିକ ଦୃଶ୍ୟ ପ୍ରଦାନ କରୁଛି।ଏହି ଧୂମକେତୁର

ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ବିଶ୍ୱର ବଡ଼ ଆତଙ୍କବାଦୀ କହିଲେ ମେହବୁବା ମୁଫତି

ଲେବାନନ ଓ ଗାଜାରେ ଘନଘନ ଆକ୍ରମଣ ଜାରି ରଖିଥିବା ଇସ୍ରାଏଲ ଓ ଏହାର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ତୀବ୍ର ସମାଲୋଚନା କରିଛନ୍ତି ପିଡିପି ମୁଖ୍ୟ ମେହବୁବା ମୁଫତି। ସେ ନେତାନ୍ୟାହୁଙ୍କୁ ବିଶ୍ୱର ସବୁଠାରୁ ବଡ଼ ଆତଙ୍କବାଦୀ ବୋଲି କହିଛନ୍ତି। ନ୍ୟୁଜ ଏଜେନ୍ସି ପିଟିଆକୁ ଗୋଟିଏ

ମିଥୁନଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର

ନୂଆଦିଲ୍ଲୀ: ବଲିଉଡ୍‌ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲ୍‌କେ ପୁରସ୍କାର ମିଳିଛି । କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏହି ଘୋଷଣା କରିଛନ୍ତି। ହିନ୍ଦୀ ସିନେମା ଜଗତରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଅଶ୍ବିନୀ ବୈଷ୍ଣବ