Browsing Category

ଦେଶ

ପ୍ରତି ଅଗ୍ନିବୀରଙ୍କୁ ମିଳିବ ଚାକିରି: ଅମିତ ଶାହ

ସମସ୍ତ ଅଗ୍ନିବୀରଙ୍କୁ ମିଳିବ ଚାକିରି। ସେନାରୁ ଆସିଥିବା ପ୍ରତ୍ୟେକ ଅଗ୍ନିବୀରଙ୍କୁ ନିଯୁକ୍ତି ଦିଆଯିବ। ଦେଶରେ ସେମାନଙ୍କ ପାଇଁ ୨୦ ପ୍ରତିଶତ ସଂରକ୍ଷଣ କରାଯାଇଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ହରିଆଣାରେ ନିର୍ବାଚନ ରାଲିକୁ ସମ୍ବୋଧିତ କରି ଏଭଳି କିଛି ପ୍ରତିଶ୍ରୁତି ଦେଇଛନ୍ତି।

ଭାରତରେ ବଢୁଛି ଧନୀଙ୍କ ଧନ; ବାର୍ଷିକ ୧୦ କୋଟିରୁ ଊର୍ଦ୍ଧ୍ୱ ଆୟକାରୀଙ୍କ ସଂଖ୍ୟା ୬୩% ବୃଦ୍ଧି

ଭାରତରେ ବୃଦ୍ଧି ପାଉଛି ବାର୍ଷିକ ୧୦ କୋଟିରୁ ଅଧିକ ଆୟ କରୁଥିବା ଲୋକଙ୍କ ସଂଖ୍ୟା। ଗତ ୫ ବର୍ଷ ମଧ୍ୟରେ ଏହି ସଂଖ୍ୟା ୬୩% ବୃଦ୍ଧି ଘଟିଥିବା ସେଣ୍ଟ୍ରମ୍ ଇନଷ୍ଟିଚ୍ୟୁସନାଲ ରିସର୍ଚ୍ଚ ରିପୋର୍ଟ କରିଛି। ରିପୋର୍ଟ ଅନୁସାରେ, ଭାରତରେ ପ୍ରାୟ ୩୧ ହଜାର ୮୦୦ ଜଣ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍ରିୱାଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଆପ୍‌ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ। ଆଜି ଅପରାହ୍ନରେ ସେ ଉପ ରାଜ୍ୟପାଳ ଭିକେ ସକ୍ସେନାଙ୍କୁ ଭେଟି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଏହି ସମୟରେ ଆତିଶୀ, ସୌରଭ ଭରଦ୍ୱାଜ ଓ

ପୂରଣ ହେଲା ଡାକ୍ତରଙ୍କ ଦାବି, ମନୋଜ ବର୍ମା ହେଲେ କୋଲକାତା ପୁଲିସ କମିଶନର 

IPS ଅଫିସର ମନୋଜ କୁମାର ବର୍ମା ହୋଇଛନ୍ତି କୋଲକାତାର ନୂଆ ପୁଲିସ କମିଶନର। ଗତକାଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ପଦରୁ ବିନୀତ ଗୋଏଲଙ୍କୁ ହଟାଇବା ପରେ IPS ମନୋଜ କୁମାର ବର୍ମାଙ୍କୁ ପୁଲିସ କମିଶନର ପଦରେ ନିଯୁକ୍ତି ଦେଇଛନ୍ତି। 1998 ବ୍ୟାଚର ମନୋଜ ବର୍ମା ପଶ୍ଚିମବଙ୍ଗ

ଆଉ ବୁଲି ପାରିବନି ବୁଲଡୋଜର, ରୋକ୍ ଲଗାଇଲେ ସୁପ୍ରିମକୋର୍ଟ

ବ୍ୟକ୍ତିଗତ ଘର କିମ୍ବା କାର୍ଯ୍ୟାନୁଷ୍ଠାନ ଉପରେ ଆଉ ବୁଲି ପାରିବନି ବୁଲଡୋଜର। ଅକ୍ଟୋବର ୧ ପର୍ଯ୍ୟନ୍ତ ସମଗ୍ର ଦେଶ୍ରରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍ ଲଗାଇଛନ୍ତି ସୁପ୍ରିମକୋର୍ଟ। ବିଭିନ୍ନ କାରଣକୁ ନେଇ ଉତ୍ତରପ୍ରଦେଶ ତଥା ଅନ୍ୟାନ୍ୟ ରାଜ୍ୟରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ

ମହିଳାଙ୍କୁ ରାତି ଡ୍ୟୁଟି କରିବାକୁ ବାରଣ ନ କରି ସୁରକ୍ଷା ଦିଅ: ସୁପ୍ରିମକୋର୍ଟ

ପଶ୍ଚିମବଙ୍ଗ ସରକାର ମହିଳାମାନଙ୍କ ରାତି ଡ୍ୟୁଟି ବନ୍ଦ କରିବା ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଛନ୍ତି ସୁପ୍ରିମକୋର୍ଟ। ମହିଳାମାନଙ୍କୁ ଡ୍ୟୁଟିକୁ ଆସିବାକୁ ବାରଣ କରିବାକୁ ସରକାର କିଏ, ସେମାନଙ୍କୁ ସୁରକ୍ଷା ଯୋଗାଇବା ରାଜ୍ୟ ସରକାରଙ୍କ କାମ ବୋଲି ସୁପ୍ରିମକୋର୍ଟ ପ୍ରଧାନ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମାର୍ଲେନା। ଆପ୍ ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ତାଙ୍କ ନାମ ଘୋଷଣା କରିଛନ୍ତି। ଜେଲରୁ ଆସିବା ପରେ ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ ଘୋଷଣା କରିଥିଲେ ଅରବିନ୍ଦ

ରାହୁଲ ଗାନ୍ଧିଙ୍କ ଜିଭ କାଟିଲେ ୧୧ଲକ୍ଷ ଟଙ୍କା ଦେବି : ଗାଏକ୍ୱାଡ

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ଶିବସେନା (ସିନ୍ଦେ କ୍ୟାମ୍ପ) ବିଧାୟକ ସଞ୍ଜୟ ଗାଏକ୍ବାଡ। ସୋମବାର ସଞ୍ଜୟ କହିଛନ୍ତି ଯେ, ଯିଏ ରାହୁଲ ଗାନ୍ଧୀଙ୍କ ଜିଭ କାଟିବ, ମୁଁ ତାକୁ ୧୧ଲକ୍ଷ ଟଙ୍କା ଦେବି। କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଆମେରିକାରେ

ଜମ୍ମୁ ଓ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ଇସ୍ତାହାର

ଶ୍ରୀନଗର : ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଇସ୍ତାହାର ଜାରି କରିଛି କଂଗ୍ରେସ। କ୍ଷମତାକୁ ଆସିବାର ୧୦୦ ଦିନ ମଧ୍ୟରେ ଏକ ସଂଖ୍ୟାଲଘୁ କମିସନ ଗଠନ ପାଇଁ କଂଗ୍ରେସ ପ୍ରତିଶ୍ରୁତି ଦେଇଛି । ଭୂମିହୀନ କୃଷକମାନଙ୍କୁ ମାସିକ ୪୦୦୦ ଟଙ୍କାର ସହାୟତା ଦିଆଯିବ । ଏହି ଅବସରରେ ଜମ୍ମୁ-କଶ୍ମୀର

ମଙ୍ଗଳବାର ଅପରାହ୍ଣରେ ଇସ୍ତଫା ଦେଇପାରନ୍ତି କେଜ୍ରିଓ୍ବାଲ

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ତିହାର ଜେଲରୁ ଫେରିବା ପରେ ଦିଲ୍ଲୀ ରାଜନୀତି ସରଗରମ ହୋଇ ରହିଛି । ସେ ଇସ୍ତଫା ଦେବାକୁ ଘୋଷଣା କରିବା ପରେ ରାଜନୈତିକ ଉଷ୍ମତା ଆହୁରି ବଢିଯାଇଛି । ଆଜି (ସୋମବାର) ସେ ଦିଲ୍ଲୀ ଉପରାଜ୍ୟପାଳ ଭିକେ ସାକ୍ସେନାଙ୍କୁ ସାକ୍ଷାତ