Browsing Category

ଦେଶ

ପ୍ରାର୍ଥୀ ଘୋଷଣା କଲା ବିଜେପି: ଭିନେଶଙ୍କୁ ଟକ୍କର ଦେବେ ଏହି ନେତା

ଅକ୍ଟୋବର ୫ରେ ହେବାକୁ ଥିବା ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି। ଏହି ପର୍ଯ୍ୟାୟରେ ଦଳ ୨୧ ଜଣଙ୍କ ନାଁ ଘୋଷଣା କରିଛି। ଏହାକୁ ମିଶାଇ ବିଜେପି ହରିୟାଣାର ୯୦ଟି ବିଧାନସଭା ଆସନରୁ ୮୮ଟି ସ୍ଥାନରେ ପ୍ରାର୍ଥୀ ଦେଇ ସାରିଲାଣି।

ବିବାହ ବିଚ୍ଛେଦ ପରେ ‘ଡାଇଭର୍ସ’ ପରଫ୍ୟୁମ ଲଞ୍ଚ କଲେ ପ୍ରଧାନମନ୍ତ୍ରୀଙ୍କ କନ୍ୟା

ନୂଆଦିଲ୍ଲୀ: ଦୁବାଇର ଶାସକ ଓ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ର ପ୍ରଧାନମନ୍ତ୍ରୀ ମହମ୍ମଦ ବିନ ରାସିଦ ଅଲ ମକତୁମଙ୍କ ଝିଅ ଶେଖା ମାହରା ବିନ୍ତ ତାଙ୍କର ସୌନ୍ଦର୍ଯ୍ୟ ଓ ଷ୍ଟାଇଲିସ ଲୁକ ପାଇଁ ବେଶ ଚର୍ଚ୍ଚାରେ ଥାଆନ୍ତି।ନିକଟରେ ମାହରା ସୋସିଆଲ ମିଡିଆ ଜରିଆରେ ତାଙ୍କ ସ୍ବାମୀଙ୍କୁ ତିନତଲାକ

ଆମେରିକାରେ ରାହୁଲ ଗାନ୍ଧିଙ୍କ ‘ଶିଖ’ ବୟାନକୁ ନେଇ ଘେରିଲା ବିଜେପି

ଆମେରିକାର କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଦେଇଥିବା ‘ଶିଖ’ ବୟାନକୁ ନେଇ ଚିହିଁକି ଉଠିଛି ବିଜେପି। ରାହୁଲଙ୍କ ବୟାନକୁ ବିଜେପି ସମାଲୋଚନା କରିବା ସହ ବିଦେଶରେ ଥିବା ବେଳେ କଂଗ୍ରେସ ସାଂସଦ ବିପଦଜନକ ପ୍ରସଙ୍ଗର ପ୍ରଚାର କରୁଛନ୍ତି ବୋଲି ଦଳ ଅଭିଯୋଗ କରିଛି।

ସୀତାରାମ ୟେଚୁରୀଙ୍କ ଅବସ୍ଥା ଗୁରୁତର, ହସ୍ପିଟାଲରେ ଚାଲିଛି ଚିକିତ୍ସା

ସିପିଏମର ସାଧାରଣ ସମ୍ପାଦକ ତଥା ବରିଷ୍ଠ ରାଜନେତା ସୀତାରାମ ୟେଚୁରୀଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି। ବର୍ତ୍ତମାନ ତାଙ୍କର ଚିକିତ୍ସା ଦିଲ୍ଲୀ ସ୍ଥିତ ଏମ୍ସରେ ଚାଲିଛି। ସେ ନିଜେ ନିଃଶ୍ୱାସ ପ୍ରଶ୍ୱାସ ନେଇ ପାରୁ ନାହାନ୍ତି। ତେଣୁ ତାଙ୍କୁ ମେସିନ ଦ୍ୱାରା ଆବଶ୍ୟକ ଅମ୍ଳଜାନ ଯୋଗାଇ

ଆମେରିକାରୁ BJP ଏବଂ RSSକୁ ଟାର୍ଗେଟ କଲେ ରାହୁଲ ଗାନ୍ଧି

ଆମେରିକା ଗସ୍ତରେ ଥିବା କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ବିଜେପି ଏବଂ ଆରଏସଏସକୁ ଟାର୍ଗେଟ କରିଛନ୍ତି। ୨୦୨୪ ଲୋକସଭା ନିର୍ବାଚନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିଜେପି ପ୍ରତି ଲୋକଙ୍କ ଭୟ ଲୋପ ପାଇ ଯାଇଥିବା ସେ କହିଛନ୍ତି। ଏଥିସହ ବିଦେଶ

ବୀମା ପ୍ରିମିୟମ ଉପରେ ଲାଗୁ ଜିଏସଟି କମିବ

ନୂଆଦିଲ୍ଲୀ : ସୋମବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବସିଥିବା ଜିଏସଟି କାଉନସିଲ ବୈଠକରେ ନିଆଯାଇଛି ବଡ ନିଷ୍ପତ୍ତି । ବୀମା ପ୍ରିମୟମ ଉପରେ ଲାଗୁ ୧୮% ଦ୍ରବ୍ୟ ଓ ସେବା ଟିକସ (ଜିଏସଟି) ହାର ହ୍ରାସ କରିବାକୁ ବୈଠକରେ ସହମତି ହୋଇଛି । କେତେ କମିବ ତାହା

ରାଜଧାନୀ ଦିଲ୍ଲୀରେ ସମସ୍ତ ପ୍ରକାର ବାଣକୁ ବ୍ୟାନ

ବର୍ଦ୍ଧିତ ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ବଡ଼ ନିଷ୍ପତ୍ତି ନେଇଛନ୍ତି ଦିଲ୍ଲୀ ସରକାର। ଦେଶର ରାଜଧାନୀ ଦିଲ୍ଲୀରେ ସମସ୍ତ ପ୍ରକାରର ବାଣକୁ କରାଯାଇଛି ବ୍ୟାନ। ଦିଲ୍ଲୀରେ କେହି ବି ବାଣ ତିଆରି, ବିକ୍ରି ଓ ବ୍ୟବହାର କରିପାରିବେ ନାହିଁ। ସବୁଜ ବାଣର ବ୍ୟବହାର ମଧ୍ୟ ହୋଇପାରିବ ନାହିଁ।

୧୦ ତାରିଖ ୫ଟା ସୁଦ୍ଧା କାର୍ଯ୍ୟରେ ଯୋଗଦେବାକୁ ଡାକ୍ତରଙ୍କୁ କହିଲେ ସୁପ୍ରିମକୋର୍ଟ

କୋଲାକାତା ଦୁଷ୍କର୍ମ ଓ ହତ୍ୟା ଘଟଣା ବିରୋଧରେ ମାସେ ହେଲାଣି ବିକ୍ଷୋଭ କରୁଥିବା ଡାକ୍ତରମାନଙ୍କୁ ଆସନ୍ତାକାଲି ସନ୍ଧ୍ୟା ୫ଟା ସୁଦ୍ଧା କାର୍ଯ୍ୟରେ ଯୋଗ ଦେବାକୁ ସୁପ୍ରିମକୋର୍ଟ କହିଛନ୍ତି। ଡାକ୍ତରମାନେ କାର୍ଯ୍ୟକୁ ଥରେ ଫେରିବା ପରେ ସେମାନଙ୍କ ବିରୋଧରେ ଅଧିକାରୀମାନେ କୌଣସି

ରାଗିଗଲେ, ଓକିଲଙ୍କୁ ଉଚ୍ଚ ସ୍ୱରରେ କଥା ନ କହିବାକୁ ତାଗିଦ କଲେ ସିଜେଆଇ

କୋଲକାତା ଦୁଷ୍କର୍ମ ଓ ହତ୍ୟା ଘଟଣାର ଶୁଣାଣି ବେଳେ ଜଣେ ଓକିଲଙ୍କ ଉପରେ ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼। ନିକଟରେ ବିଜେପିରେ ମିଶିଥିବା ଓକିଲ ଜଣଙ୍କ ଉଚ୍ଚ ସ୍ୱରରେ ବାରମ୍ବାର ଶୁଣାଣିରେ ହସ୍ତକ୍ଷେପ କରିବାରୁ ତାଙ୍କ ଉପରେ ଚିଢ଼ି ଯାଇଛନ୍ତି

ହରିୟାଣାରେ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ଆପ୍‌

ହରିୟାଣାରେ କଂଗ୍ରେସ ସହ ମେଣ୍ଟ କରି ବିଧାନସଭା ନିର୍ବାଚନ ଲଢ଼ିବାକୁ ଚାହୁଁଥିବା ଆପ୍‌ ଆଜି ବଡ଼ ପଦକ୍ଷେପ ନେଇଛି। କଂଗ୍ରେସ ସହ ହରିୟାଣା ପାଇଁ ସିଟ ଶେୟାରିଂ ଫର୍ମୁଲା ନ ଛିଡ଼ିବାରୁ ଆଜି ଆପ୍‌ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୨୦ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି।