Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଅଭିଷେକ ବାନାର୍ଜୀଙ୍କ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
ତୃଣମୂଳ କଂଗ୍ରେସ ସାଂସଦ ତଥା ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କୁ ଲାଗିଛି ବଡ଼ ଝଟକା। ପଶ୍ଚିମ ବଙ୍ଗରେ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ମନି ଲଣ୍ଡରିଂ ଦିଗରେ ଖୋଳତାଡ଼ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଜାରି ସମନ!-->…
ଭାରତରେ ମଙ୍କିପକ୍ସ ଆକ୍ରାନ୍ତ, ସନ୍ଦିଗ୍ଧ ଯୁବକଙ୍କ ରିପୋର୍ଟ ପଜିଟିଭ୍
ଭାରତରେ ପ୍ରବେଶ କରିଛି ମକ୍ସିପକ୍ସ ଭୂତାଣୁ। ଜଣେ ଯୁବକ ଏହି ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ଯୁବକ ଜଣଙ୍କ ମକ୍ସିପକ୍ସ ଚିହ୍ନଟ ହୋଇଥିବା ପଶ୍ଚିମ ଆଫ୍ରିକା ଦେଶରୁ ଆସିଥିଲେ। ସେ ମକ୍ସିପକ୍ସରେ ଆକ୍ରାନ୍ତ ଥିବା ପୂର୍ବରୁ ସନ୍ଦେହ କରାଯାଉଥିଲା। ତାଙ୍କୁ ଏକାନ୍ତବାସରେ ରଖାଯିବା ସହ ତାଙ୍କ!-->…
TMC ସାଂସଦ ଜବାହର ସରକାରଙ୍କ ଇସ୍ତଫା
କୋଲକାତାର ଆର.ଜି କର ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ବିରୋଧ କରି ଇସ୍ତଫା ଦେଇଛନ୍ତି ରାଜ୍ୟସଭା ସାଂସଦ ଜବାହର ସରକାର। ସେ ଆଜି ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିକଟକୁ ପଠାଇଛନ୍ତି। ଦୁଷ୍କର୍ମ ଓ ହତ୍ୟା ଘଟଣାକୁ!-->…
J&K ନିର୍ବାଚନ; ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା BJP
ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଆଜି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି। ଏହି ତାଲିକାରେ 10 ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇ ଥିବାବେଳେ ବାଦ୍ ପଡ଼ିଛନ୍ତି ପୂର୍ବତନ ଉପମୁଖ୍ୟମନ୍ତ୍ରୀ କବିନ୍ଦର ଗୁପ୍ତା। ଗାନ୍ଧି ନଗର (ବର୍ତ୍ତମାନର!-->…
ଦୁଇ ଦିନିଆ ରୁଷ ଗସ୍ତରେ ଯିବେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ
ନୂଆଦିଲ୍ଲୀ: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ରୋକିବା ପାଇଁ ଭାରତ ଉଦ୍ୟମ ଜାରି ରଖିଥିବା ଜଣାପଡିଛି। ବର୍ତ୍ତମାନ ଅଜିତ ଡୋଭାଲ ମସ୍କୋ ଯାଉଛନ୍ତି। ଫଳରେ ଏହି ଅନୁମାନ ଏବେ ଦୃଢ଼ ହେବାରେ ଲାଗିଛି। କେବଳ ଏତିକି ନୁହେଁ, ରୁଷ-ୟୁକ୍ରେନ ଯୁଦ୍ଧକୁ ରୋକିବା ପାଇଁ ବିଶ୍ୱର ସମସ୍ତ ଦେଶ ଭାରତୀୟ!-->…
ଭାରତରେ ସନ୍ଦିଗ୍ଧ ଏମପକ୍ସ ରୋଗୀ ଚିହ୍ନଟ, ସତର୍କ ହେଲା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ
ନୂଆଦିଲ୍ଲୀ: ଦୁନିଆରେ ଏମପକ୍ସ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଆଫ୍ରିକା ପରେ ୟୁରୋପୀୟ ଦେଶମାନଙ୍କରେ ମଧ୍ୟ ଏହି ଭୂତାଣୁ ବ୍ୟାପିବାରେ ଲାଗିଛି, ଯାହାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସତର୍କ ସୂଚନା ଜାରି କରିଛି । ସେପଟେ ଭାରତରେ ଏମପକ୍ସର ଜଣେ ସନ୍ଦିଗ୍ଧ ରୋଗୀ ଚିହ୍ନଟ!-->…
ବିଜେପିକୁ ବଡ଼ ଝଟ୍କା: ଆଦିତ୍ୟ ଚୌତାଲା ଦଳ ଛାଡ଼ିଲେ
ଚଣ୍ଡିଗଡ଼: ହରିୟାଣା ରାଜନୀତିରେ ଏକ ବଡ଼ ଧମାକା ହୋଇଛି। ଚୌଧୁରୀ ଦେବୀଲାଲଙ୍କ ନାତି ଆଦିତ୍ୟ ଚୌତାଲା ବିଜେପି ଶିବିର ଛାଡି ଇଣ୍ଡିଆନ ନ୍ୟାସନାଲ ଲୋକଦଳରେ ଯୋଗ ଦେଇଛନ୍ତି। ଆଦିତ୍ୟ ୨ ଦିନ ପୂର୍ବରୁ ହରିୟାଣା କୃଷି ମାର୍କେଟିଂ ବୋର୍ଡରୁ ଇସ୍ତଫା ଦେଇଥିଲେ। ଇଣ୍ଡିଆନ ନ୍ୟାସନାଲ ଲୋକଦଳ!-->…
କଂଗ୍ରେସ-ଏସପି ମେଣ୍ଟରେ ପ୍ରିୟଙ୍କା ଚାହୁଁଛନ୍ତି ୬୦-୪୦ ପ୍ରତିଶତ ଆସନ ଫର୍ମୁଲା
ଲକ୍ଷ୍ନୌ: ଖୁବ ଶୀଘ୍ର ଉତ୍ତରପ୍ରଦେଶର ୧୦ଟି ବିଧାନସଭା ଆସନରେ ଉପ-ନିର୍ବାଚନ ହେବାକୁ ଯାଉଛି। ଏହି ଉପ-ନିର୍ବାଚନର ତାରିଖ ଘୋଷଣା କରାଯାଇ ନାହିଁ, କିନ୍ତୁ ସମସ୍ତ ରାଜନୈତିକ ଦଳ ଏଥିପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଏକାଠି ଲଢ଼ିବା ପାଇଁ ଏସପି ଏବଂ!-->…
ପାରା ଅଲିମ୍ପିକ୍ସରେ କମାଲ କଲେ ପ୍ରବୀଣ କୁମାର: ଭାରତ ପାଇଁ ଜିତିଲେ ସ୍ୱର୍ଣ୍ଣ
ପ୍ୟାରିସ : ପାରା ଅଲିମ୍ପିକ୍ସରେ ଭାରତର ପଦକ ବର୍ଷା ଜାରି ରହିଛି। ଆଜି ଭାରତ ପାଇଁ ଆଉ ଏକ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ପ୍ରବୀଣ କୁମାର। ସେ ପୁରୁଷ ଉଚ୍ଚ ଡିଆଁର ଟି ୬୪ ବର୍ଗରେ ଦେଶ ପାଇଁ ଏପରି ସଫଳତା ଆଣିଛନ୍ତି।ଆରମ୍ଭରୁ କମାଲ କରିଥିବା ପ୍ରବୀଣ ୨.୦୮ ମିଟର ଉଚ୍ଚକୁ କ୍ଲିୟର କରିଛନ୍ତି।!-->…
ଏଣିକି ୨୦୦୦ ଟଙ୍କା ଦେଣନେଣରେ ପେମେଣ୍ଟ ଏଗ୍ରିଗେଟର ଉପରେ ଲାଗିବ ୧୮% GST!
ନୂଆଦିଲ୍ଲୀ : ଏଣିକି ୨୦୦୦ ଟଙ୍କା ଦେଣନେଣରେ ଲାଗିବ GST! ୧୮ ପ୍ରତିଶତ ଜିଏସଟି ଲାଗୁ କରିବା ପାଇଁ ଆଲୋଚନା ଚାଲିଛି। ଦ୍ରବ୍ୟ ଓ ସେବା କର (GST) ପରିଷଦ ୨୦୦୦ ଟଙ୍କା ପର୍ଯ୍ୟନ୍ତ ଛୋଟ ଡିଜିଟାଲ କାରବାର ପାଇଁ ପେମେଣ୍ଟ ଏଗ୍ରିଗେଟର (PA) ବା ପେମେଣ୍ଟ ସଂଗ୍ରହକାରୀଙ୍କ ଉପରେ ୧୮% GST ଲାଗୁ!-->…