Browsing Category

ଦେଶ

ଭାରତରେ ସନ୍ଦିଗ୍ଧ ଏମପକ୍ସ ରୋଗୀ ଚିହ୍ନଟ, ସତର୍କ ହେଲା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ଦୁନିଆରେ ଏମପକ୍ସ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଆଫ୍ରିକା ପରେ ୟୁରୋପୀୟ ଦେଶମାନଙ୍କରେ ମଧ୍ୟ ଏହି ଭୂତାଣୁ ବ୍ୟାପିବାରେ ଲାଗିଛି, ଯାହାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସତର୍କ ସୂଚନା ଜାରି କରିଛି । ସେପଟେ ଭାରତରେ ଏମପକ୍ସର ଜଣେ ସନ୍ଦିଗ୍ଧ ରୋଗୀ ଚିହ୍ନଟ

ବିଜେପିକୁ ବଡ଼ ଝଟ୍‌କା: ଆଦିତ୍ୟ ଚୌତାଲା ଦଳ ଛାଡ଼ିଲେ

ଚଣ୍ଡିଗଡ଼: ହରିୟାଣା ରାଜନୀତିରେ ଏକ ବଡ଼ ଧମାକା ହୋଇଛି। ଚୌଧୁରୀ ଦେବୀଲାଲଙ୍କ ନାତି ଆଦିତ୍ୟ ଚୌତାଲା ବିଜେପି ଶିବିର ଛାଡି ଇଣ୍ଡିଆନ ନ୍ୟାସନାଲ ଲୋକଦଳରେ ଯୋଗ ଦେଇଛନ୍ତି। ଆଦିତ୍ୟ ୨ ଦିନ ପୂର୍ବରୁ ହରିୟାଣା କୃଷି ମାର୍କେଟିଂ ବୋର୍ଡରୁ ଇସ୍ତଫା ଦେଇଥିଲେ। ଇଣ୍ଡିଆନ ନ୍ୟାସନାଲ ଲୋକଦଳ

କଂଗ୍ରେସ-ଏସପି ମେଣ୍ଟରେ ପ୍ରିୟଙ୍କା ଚାହୁଁଛନ୍ତି ୬୦-୪୦ ପ୍ରତିଶତ ଆସନ ଫର୍ମୁଲା

ଲକ୍ଷ୍ନୌ: ଖୁବ ଶୀଘ୍ର ଉତ୍ତରପ୍ରଦେଶର ୧୦ଟି ବିଧାନସଭା ଆସନରେ ଉପ-ନିର୍ବାଚନ ହେବାକୁ ଯାଉଛି। ଏହି ଉପ-ନିର୍ବାଚନର ତାରିଖ ଘୋଷଣା କରାଯାଇ ନାହିଁ, କିନ୍ତୁ ସମସ୍ତ ରାଜନୈତିକ ଦଳ ଏଥିପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଏକାଠି ଲଢ଼ିବା ପାଇଁ ଏସପି ଏବଂ

ପାରା ଅଲିମ୍ପିକ୍ସରେ କମାଲ କଲେ ପ୍ରବୀଣ କୁମାର: ଭାରତ ପାଇଁ ଜିତିଲେ ସ୍ୱର୍ଣ୍ଣ

ପ୍ୟାରିସ : ପାରା ଅଲିମ୍ପିକ୍ସରେ ଭାରତର ପଦକ ବର୍ଷା ଜାରି ରହିଛି। ଆଜି ଭାରତ ପାଇଁ ଆଉ ଏକ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ପ୍ରବୀଣ କୁମାର। ସେ ପୁରୁଷ ଉଚ୍ଚ ଡିଆଁର ଟି ୬୪ ବର୍ଗରେ ଦେଶ ପାଇଁ ଏପରି ସଫଳତା ଆଣିଛନ୍ତି।ଆରମ୍ଭରୁ କମାଲ କରିଥିବା ପ୍ରବୀଣ ୨.୦୮ ମିଟର ଉଚ୍ଚକୁ କ୍ଲିୟର କରିଛନ୍ତି।

ଏଣିକି ୨୦୦୦ ଟଙ୍କା ଦେଣନେଣରେ ପେମେଣ୍ଟ ଏଗ୍ରିଗେଟର ଉପରେ ଲାଗିବ ୧୮% GST!

ନୂଆଦିଲ୍ଲୀ : ଏଣିକି ୨୦୦୦ ଟଙ୍କା ଦେଣନେଣରେ ଲାଗିବ GST! ୧୮ ପ୍ରତିଶତ ଜିଏସଟି ଲାଗୁ କରିବା ପାଇଁ ଆଲୋଚନା ଚାଲିଛି। ଦ୍ରବ୍ୟ ଓ ସେବା କର (GST) ପରିଷଦ ୨୦୦୦ ଟଙ୍କା ପର୍ଯ୍ୟନ୍ତ ଛୋଟ ଡିଜିଟାଲ କାରବାର ପାଇଁ ପେମେଣ୍ଟ ଏଗ୍ରିଗେଟର (PA) ବା ପେମେଣ୍ଟ ସଂଗ୍ରହକାରୀଙ୍କ ଉପରେ ୧୮% GST ଲାଗୁ

ସମାଜବାଦୀ ପାର୍ଟିକୁ ପୁଣି ଫେରିବେ କି ଅପର୍ଣ୍ଣା ଯାଦବ? 

ଲକ୍ଷ୍ନୌ : ସମାଜବାଦୀ ପାର୍ଟିର ସଂସ୍ଥାପକ ମୁଲାୟମ ସିଂହ ଯାଦବକଙ୍କ ସାନ ବୋହୂ ଅପର୍ଣ୍ଣା ଯାଦବ ଘରକୁ ଫେରିପାରନ୍ତି। ବିଜେପି ଛାଡି ସେ ପୁଣି ଥରେ ସମାଜବାଦୀ ପାର୍ଟିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଛି। କାରଣ ବିଜେପି ତରଫରୁ ତାଙ୍କ ଉତ୍ତରପ୍ରଦେଶ ମହିଳା ଆୟୋଗର ଉପାଧ୍ୟକ୍ଷ ଭାବେ

IAS ପଦରୁ ପୂଜା ଖେଡକରଙ୍କୁ ବିଦା କଲା କେନ୍ଦ୍ର

ନୂଆଦିଲ୍ଲୀ : ବିବାଦରେ ଥିବା ଟ୍ରେନ ଅଫିସର ପୂଜା ଖେଡକରଙ୍କୁ କେନ୍ଦ୍ର ସରକାର ତତ୍କାଳ ଭାବେ ଆଇଏଏସ୍‌ ପଦରୁ ବିଦା କରିଛନ୍ତି। ସେ ଓବିସି ଓ ଦିବ୍ୟାଙ୍ଗ ସଂରକ୍ଷଣର ଅପବ୍ୟବହାର କରି ପ୍ରଶାସନିକ ସେବା ପରୀକ୍ଷାରେ ଫାଇଦା ହାସଲ କରିଥିବା ଅଭିଯୋଗ ହୋଇଥିଲା।ଏହି କାରଣରୁ କେନ୍ଦ୍ର ସରକାର ତାଙ୍କ

ସୁନୀତାଙ୍କୁ ଛାଡ଼ି ମହାକାଶରୁ ଫେରିଲା ବୋଇଂ ଷ୍ଟାରଲାଇନର

ନୂଆଦିଲ୍ଲୀ : ଶେଷରେ ସୁନୀତା ଓ୍ବିଲିୟମ୍ସଙ୍କୁ ମହାକାଶରେ ଛାଡ଼ି ପୃଥିବୀ ପୃଷ୍ଠକୁ ଫେରିଛି ବୋଇଂ ଷ୍ଟାରଲାଇନର କ୍ୟାପସୁଲ। ଶନିବାର ନ୍ୟୁ ମେକ୍ସିକୋର ହ୍ବାଇଟ୍‌ ସ୍ୟାଣ୍ଡ୍‌ସ ମିଜାଇଲ ରେଞ୍ଜରେ କ୍ୟାପସୁଲ୍‌ ସଫଳତାର ସହିତ ଅବତରଣ କରିଛି। ଫଳରେ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଏବଂ

ନିର୍ବାଚନ ପରେ ଜମ୍ମୁ-କଶ୍ମୀରକୁ ମିଳିବ ରାଜ୍ୟ ମାନ୍ୟତା – ଅମିତ ଶାହ

ନୂଆଦିଲ୍ଲୀ : ବିଜେପିର ବରିଷ୍ଠ ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ବିଧାନସଭା ନିର୍ବାଚନ ପରେ ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇ ଆଣିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଜମ୍ମୁରେ ଏକ ଜନସଭାକୁ ସମ୍ବୋଧିତ କରି ସେ କହିଛନ୍ତି ଯେ ଜମ୍ମୁ-କଶ୍ମୀରରେ ଆଗାମୀ ବିଧାନସଭା

୩ ଡାକ୍ତର ନିଲମ୍ବିତ, ସନ୍ଦୀପ ଘୋଷଙ୍କୁ କାରଣ ଦର୍ଶାଅ ନୋଟିସ୍‌

କୋଲକାତା,୭ା୯: ଆର୍‌.ଜି କର ମେଡିକାଲ ମାମଲାରେ ପଶ୍ଚିମବଙ୍ଗ ମେଡିକାଲ କାଉନସିଲ (ଡବ୍ଲ୍ୟୁବିଏମ୍‌ସି) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଶନିବାର ଡବ୍ଲ୍ୟୁବିଏମ୍‌ସି ତିନି ଜଣ ଡାକ୍ତରଙ୍କୁ ନିଲମ୍ବନ କରିଛି। ନିଲମ୍ବିତ ହୋଇଥିବା ଡାକ୍ତରଙ୍କ ମଧ୍ୟରେ ଅଭିକ ଦେ, ବିରୂପାକ୍ଷ