Browsing Category

ଦେଶ

IAS ପଦରୁ ପୂଜା ଖେଡକରଙ୍କୁ ବିଦା କଲା କେନ୍ଦ୍ର

ନୂଆଦିଲ୍ଲୀ : ବିବାଦରେ ଥିବା ଟ୍ରେନ ଅଫିସର ପୂଜା ଖେଡକରଙ୍କୁ କେନ୍ଦ୍ର ସରକାର ତତ୍କାଳ ଭାବେ ଆଇଏଏସ୍‌ ପଦରୁ ବିଦା କରିଛନ୍ତି। ସେ ଓବିସି ଓ ଦିବ୍ୟାଙ୍ଗ ସଂରକ୍ଷଣର ଅପବ୍ୟବହାର କରି ପ୍ରଶାସନିକ ସେବା ପରୀକ୍ଷାରେ ଫାଇଦା ହାସଲ କରିଥିବା ଅଭିଯୋଗ ହୋଇଥିଲା।ଏହି କାରଣରୁ କେନ୍ଦ୍ର ସରକାର ତାଙ୍କ

ସୁନୀତାଙ୍କୁ ଛାଡ଼ି ମହାକାଶରୁ ଫେରିଲା ବୋଇଂ ଷ୍ଟାରଲାଇନର

ନୂଆଦିଲ୍ଲୀ : ଶେଷରେ ସୁନୀତା ଓ୍ବିଲିୟମ୍ସଙ୍କୁ ମହାକାଶରେ ଛାଡ଼ି ପୃଥିବୀ ପୃଷ୍ଠକୁ ଫେରିଛି ବୋଇଂ ଷ୍ଟାରଲାଇନର କ୍ୟାପସୁଲ। ଶନିବାର ନ୍ୟୁ ମେକ୍ସିକୋର ହ୍ବାଇଟ୍‌ ସ୍ୟାଣ୍ଡ୍‌ସ ମିଜାଇଲ ରେଞ୍ଜରେ କ୍ୟାପସୁଲ୍‌ ସଫଳତାର ସହିତ ଅବତରଣ କରିଛି। ଫଳରେ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଏବଂ

ନିର୍ବାଚନ ପରେ ଜମ୍ମୁ-କଶ୍ମୀରକୁ ମିଳିବ ରାଜ୍ୟ ମାନ୍ୟତା – ଅମିତ ଶାହ

ନୂଆଦିଲ୍ଲୀ : ବିଜେପିର ବରିଷ୍ଠ ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ବିଧାନସଭା ନିର୍ବାଚନ ପରେ ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇ ଆଣିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଜମ୍ମୁରେ ଏକ ଜନସଭାକୁ ସମ୍ବୋଧିତ କରି ସେ କହିଛନ୍ତି ଯେ ଜମ୍ମୁ-କଶ୍ମୀରରେ ଆଗାମୀ ବିଧାନସଭା

୩ ଡାକ୍ତର ନିଲମ୍ବିତ, ସନ୍ଦୀପ ଘୋଷଙ୍କୁ କାରଣ ଦର୍ଶାଅ ନୋଟିସ୍‌

କୋଲକାତା,୭ା୯: ଆର୍‌.ଜି କର ମେଡିକାଲ ମାମଲାରେ ପଶ୍ଚିମବଙ୍ଗ ମେଡିକାଲ କାଉନସିଲ (ଡବ୍ଲ୍ୟୁବିଏମ୍‌ସି) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଶନିବାର ଡବ୍ଲ୍ୟୁବିଏମ୍‌ସି ତିନି ଜଣ ଡାକ୍ତରଙ୍କୁ ନିଲମ୍ବନ କରିଛି। ନିଲମ୍ବିତ ହୋଇଥିବା ଡାକ୍ତରଙ୍କ ମଧ୍ୟରେ ଅଭିକ ଦେ, ବିରୂପାକ୍ଷ

ମଣିପୁରରେ ପୁଣି ହିଂସା, ୫ ମୃତ

ଇମ୍ଫାଲ : ମଣିପୁରର ଜିରିବାମ ଜିଲ୍ଲାରେ ପୁଣି ହିଂସା। କୁକି ଏବଂ ମେତେଇ ଗୋଷ୍ଠୀ ମଧ୍ୟରେ ପ୍ରବଳ ଗୁଳି ବିନିମୟ ହୋଇଛି। ଏଥିରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କେବଳ ସେତିକି ନୁହେଁ ସନ୍ଦିଗ୍ଧ ଲୋକମାନେ ଗୋଟିଏ ଘରେ ନିଆଁ ମଧ୍ୟ ଲଗାଇ ଦେଇଛନ୍ତି।ସୂଚନାନୁସାରେ, ଘଟଣାସ୍ଥଳରେ

ଭିନେଶଙ୍କୁ ଟାର୍ଗେଟ କରିଥିଲେ ବ୍ରିଜ ଭୂଷଣ, ଏବେ ଜବାବ ଦେଲେ ବଜରଙ୍ଗ

ଚଣ୍ଡୀଗଡ : ଫାଇନାଲର ଠିକ ପୂର୍ବରୁ ଅଲିମ୍ପିକ୍ସରେ ଅଯୋଗ୍ୟ ବିବେଚିତ ହୋଇଥିବା ରେସଲର ଭିନେଶ ଫୋଗାଟ କଂଗ୍ରେସରେ ସାମିଲ ହେବା ପରେ ତାଙ୍କୁ ଜୋରଦାର ଢଙ୍ଗରେ ଟାର୍ଗେଟ କରିଛନ୍ତି ବିଜେପି ନେତା ବ୍ରିଜ ଭୂଷଣ ଶରଣ ସିଂହ। କୁସ୍ତି ମହାସଂଘର ପୂର୍ବତନ ସଭାପତି ବ୍ରିଜ ଭୂଷଣଙ୍କ ବିରୋଧରେ ଭିନେଶ ଓ

ପୁଣି ବେଙ୍ଗଲରେ ଲଜ୍ଜା: ନାବାଳିକାଙ୍କୁ ‘ଯୌନ ନିର୍ଯାତନା’ ପରେ ରାସ୍ତା କଡ଼ରେ ଫିଙ୍ଗିଲେ

କୋଲକାତା : ପଶ୍ଚିମବଙ୍ଗରୁ ପୁଣି ଆସିଛି ଲଜ୍ଜାଜନକ ଘଟଣା। ଏଠାରେ ଜଣେ ୧୫ ବର୍ଷୀୟ ଝିଅ ଯୌନ ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଯୌନ ନିର୍ଯାତନା ପରେ ତାଙ୍କୁ ରାସ୍ତା କଡ଼ରେ ଫିଙ୍ଗି ଦିଆଯାଇଥିଲା। ରାସ୍ତା କଡ଼ରୁ ତାଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରାଯାଇଛି।ବେଙ୍ଗଲର ହୁଗଲୀରେ

ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘର ନିକଟରେ ରକେଟ୍‌ ମାଡ଼: ଜଣେ ମୃତ, ୫ ଆହତ

ଇମ୍ଫାଲ: ଗତ ଦେଢ ବର୍ଷ ଧରି ମଣିପୁରରେ ହିଂସା ଜାରି ରହିଛି। କୁକି ଓ ମୈତେଇ ସମ୍ପ୍ରଦାୟ ମଧ୍ୟରେ ଚାଲିଥିବା ହିଂସା ଥମିବାର ନାଁ ନେଉନାହିଁ। ଇତି ମଧ୍ୟରେ ବିଷ୍ଣୁପୁରର ମୋଇରଙ୍ଗ ଅଞ୍ଚଳରେ ଉଗ୍ରବାଦୀଙ୍କ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ଏହି ଆକ୍ରମଣରେ ୫ ଜଣ ଆହତ ମଧ୍ୟ

ଲାଲବାଗ ରାଜାଙ୍କୁ ୧୬ କୋଟି ଟଙ୍କାର ସୁନା ମୁକୁଟ ଦାନ କଲା ରିଲାଏନ୍ସ ଫାଉଣ୍ଡେସନ

ନୂଆଦିଲ୍ଲୀ: ଗଣେଶ ଚତୁର୍ଥୀରେ ଗଜାନନଙ୍କୁ ସ୍ୱାଗତ ପାଇଁ ସାରା ଦେଶରେ ପ୍ରସ୍ତୁତି ଆରମ୍ଭ ହୋଇଛି। ମୁମ୍ବାଇର ପ୍ରସିଦ୍ଧ 'ଲାଲବାଗ ରାଜା'ଙ୍କ ପ୍ରତିମୂର୍ତ୍ତିରୁ ଏହି ପରଦା ହଟାଇ ଦିଆଯାଇଛି। ଏଥର ବାପ୍ପା ମାରୁନ ରଙ୍ଗର ପାଟବସ୍ତ୍ର ପିନ୍ଧିଥିବାବେଳେ ଏକ ସୁନା ମୁକୁଟ ପିନ୍ଧିଥିବା ଦେଖିବାକୁ

ଜମ୍ମୁ-କଶ୍ମୀର ପାଇଁ ବିଜେପିର ଇସ୍ତାହାର ଜାରି

ଜମ୍ମୁ-କଶ୍ମୀରରେ ଦୀର୍ଘ ୧୦ ବର୍ଷ ପରେ ଆସନ୍ତା ୧୮ ତାରିଖରୁ ବିଧାନସଭା ପାଇଁ ଭୋଟ ପଡ଼ିବ। ଏହାପୂର୍ବରୁ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଆଜି ବିଜେପି ପକ୍ଷରୁ ନିର୍ବାଚନୀ ଇସ୍ତାହାର ବା ପ୍ରତିଶ୍ରୁତି ପତ୍ର ଜାରି କରାଯାଇଛି। ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏହାକୁ ଜାରି କରିଛନ୍ତି।