Browsing Category

ଦେଶ

କଂଗ୍ରେସରେ ମିଶିଲେ ଆପ୍‌ ବିଧାୟକ ଗୌତମ

ଦିଲ୍ଲୀରେ କ୍ଷମତାସୀନ ଆପ୍‌କୁ ଝଟକା ଲାଗିଛି। ଆଜି ଦଳର ବରିଷ୍ଠ ନେତା ତଥା ବିଧାୟକ ରାଜେନ୍ଦ୍ର ପାଲ ଗୌତମ କଂଗ୍ରେସରେ ସାମିଲ ହୋଇଛନ୍ତି। ଗୌତମ ଦିଲ୍ଲୀ ସରକାରେ ଏକଦା କ୍ୟାବିନେଟ ମନ୍ତ୍ରୀ ଭାବେ ମଧ୍ୟ କାମ କରୁଥିଲେ। ଉଭୟ ଆପ ଓ କଂଗ୍ରେସ ଇଣ୍ଡିଆ ମେଣ୍ଟର ସଦସ୍ୟ। ତଥାପି ଗୌତମ

ବିଜେଡି ଛାଡ଼ି ପଦ୍ମ ଧରିଲେ ସୁଜିତ କୁମାର, ରାଜ୍ୟସଭା ସାଂସଦ ପଦରୁ ଦେଇଥିଲେ ଇସ୍ତଫା

ବିଜେଡି ଛାଡ଼ି ପଦ୍ମ ଧରିଲେ ସୁଜିତ କୁମାର । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଭର୍ତ୍ତୃହରି ମହତାବ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମରଙ୍କ ଉପସ୍ଥିତିରେ ଦିଲ୍ଲୀରେ ସେ ବିଜେପିରେ ମିଶିଛନ୍ତି । ଆଜି ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ ବିଜେଡି

ଆଇସକ୍ରିମରେ ମିଶ୍ରଣ ହେଉଥିଲା ହ୍ୱିସ୍କି, ୨ ଗିରଫ

ଆଇସକ୍ରିମ୍ ପାର୍ଲରରେ ଚାଲିଥିଲା ଅପମିଶ୍ରଣ। ଚଢାଉ କରି ପାର୍ଲରକୁ ସିଜ୍ କରିଛି ଅବକାରୀ ବିଭାଗ। ହ୍ୱିସ୍କି ଲେସ୍ ଆଇସକ୍ରିମ୍ ବିକ୍ରୟ ଅଭିଯୋଗ ପରେ ଚଢାଉ କରାଯାଇଥିଲା। ସୂଚନା ଅନୁସାରେ, ହାଇଦ୍ରାବାଦ ଜୁବଲି ହିଲ୍ସ ଅଞ୍ଚଳରେ ଥିବା ଏକ ଆଇସକ୍ରିମ ପାର୍ଲରେ ହ୍ୱିସ୍କି ମିଶ୍ରଣ

ହରିୟାଣା ନିର୍ବାଚନ: ପ୍ରାର୍ଥୀ ଚୟନକୁ ନେଇ ଦ୍ୱନ୍ଦ୍ୱରେ ବିଜେପି ଓ କଂଗ୍ରେସ

ଆସନ୍ତା ୫ ତାରିଖରେ ହରିୟାଣାର ୯୦ଟି ଯାକ ବିଧାନସଭା ଆସନ ପାଇଁ ନିର୍ବାଚନ ହେବ। ସବୁ ଦଳ ନିଜ ନିଜ ରଣନୀତି ପ୍ରସ୍ତୁତିରେ ଲାଗି ପଡ଼ିଥିବା ବେଳେ ପ୍ରାର୍ଥୀ ଚୟନ ସେମାନଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି। କେବଳ କ୍ଷମତାସୀନ ବିଜେପିରେ ଟିକେଟ ବଣ୍ଟାକୁ ନେଇ ବିଦ୍ରୋହ ସୃଷ୍ଟି ହୋଇ

କଂଗ୍ରେସରେ ଯୋଗଦେଲେ ଭିନେଶ ଫୋଗାଟ ଓ ବଜରଙ୍ଗ ପୁନିଆ

ହରିୟାଣା ବିଧାନସଭା ନିର୍ବାଚନ ମଧ୍ୟରେ କଂଗ୍ରେସକୁ ମିଳିଛି ବଳ। ଆଜି ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି ରେସଲର ଭିନେଶ ଫୋଗାଟ ଓ ବଜରଙ୍ଗ ପୁନିଆ। କଂଗ୍ରେସରେ ସାମିଲ ହେବା ପୂର୍ବରୁ ଭିନେଶ ଓ ବଜରଙ୍ଗ ଦିଲ୍ଲୀରେ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ଭେଟିଥିଲେ। ଏହାପରେ

ଓଡ଼ିଶାର ୨ ଜଣଙ୍କ ସମେତ ମୋଟ ୫୦ ଜଣଙ୍କୁ ମିଳିଲା ଜାତୀୟ ଶିକ୍ଷକ ପୁରସ୍କାର

ନୂଆଦିଲ୍ଲୀ: ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଶିକ୍ଷକ ଦିବସ ସମାରୋହରେ ଯୋଗ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ରାଷ୍ଟ୍ରପତି ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିଥିଲେ।ନିଜର ଅଭିଭାଷଣରେ ରାଷ୍ଟ୍ରପତି କହିଛନ୍ତି ଯେ ଶିକ୍ଷକମାନେ ଛାତ୍ରଛାତ୍ରୀମାନଙ୍କୁ ଏପରି

ଅଳ୍ପକେ ବର୍ତ୍ତିଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ

ହାଇଦ୍ରାବାଦ : ଏକ ନିଶ୍ଚିତ ଟ୍ରେନ୍ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ। ବନ୍ୟାଞ୍ଚଳ ପରିଦର୍ଶନ ବେଳେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଏଭଳି ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ଘଟଣା ଘଟିଛି ଆନ୍ଧ୍ର ପ୍ରଦେଶର ବିଜୟୱାଡାରେ।ରେଳ ବ୍ରିଜ୍‌ର

ସିଙ୍ଗାପୁରରେ ପ୍ରଧାନମନ୍ତ୍ରୀ ମୋଦୀ: ଦ୍ଵିପାକ୍ଷିକ ସମ୍ପର୍କ ମଜବୁତ୍ କରିବା ଉପରେ ଗୁରୁତ୍ଵ

ନୂଆଦିଲ୍ଲୀ: ସିଙ୍ଗାପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଙ୍କ ଆମନ୍ତ୍ରଣ କ୍ରମେ ମୋଦୀ ଏହି ଦକ୍ଷିଣ ଏସୀୟ ରାଷ୍ଟ୍ର ଗସ୍ତ କରିଥିବା ଜଣାପଡିଛି। ଆଜି ( ଗୁରୁବାର) ସିଙ୍ଗାପୁର ପାର୍ଲାମେଣ୍ଟରେ ମୋଦୀଙ୍କ ସରକାରୀ ଭାବେ ସ୍ଵାଗି ସମ୍ବର୍ଦ୍ଧନା ଜ୍ଞାପନ କରାଯିବ।

ୟୁନୁସଙ୍କ ଚେତାବନୀ: ‘ମୁହଁରେ ତାଲା ଲଗାଇ ବସନ୍ତୁ ଶେଖ ହସିନା’

ନୂଆଦିଲ୍ଲୀ : ଗତ ଅଗଷ୍ଟ ୫ ତାରିଖରେ ବାଂଲାଦେଶରେ ସରକାର ବଦଳିବା ପରଠାରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତରେ ଅଛନ୍ତି। ବାଂଲାଦେଶରେ ସରକାର ବିରୋଧୀ ହିଂସା ଉଗ୍ରରୂପ ନେବା ପରେ ହସିନାଙ୍କୁ ବାଧ୍ୟବଶତଃ ଇସ୍ତଫା ଦେବାକୁ ପଡ଼ିଥିଲା। ଏହା ପରେ ଗିରଫଦାରି ଭୟରେ ସେ ଦେଶ ଛାଡ଼ି ଭାରତ

ଦୁଇଟି ଆସନରୁ ନିର୍ବାଚନ ଲଢିବେ ଓମାର ଅବଦୁଲ୍ଲା

ଶ୍ରୀନଗର : ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନ୍ସର ମୁଖ୍ୟ ଓମାର ଅବଦୁଲ୍ଲା ଦୁଇଟି ଆସନରୁ ବିଧାନସଭା ନିର୍ବାଚନ ଲଢ଼ିବେ। ପ୍ରଥମେ ସେ ଗାନ୍ଦେରବାଲରୁ ନାମାଙ୍କନ ଦଖଲ କରିଥିବା ବେଳେ ଆଜି ବଦଗାମ ପାଇଁ ମଧ୍ୟ ନୋମିନେସନ ଫାଇଲ କରିଛନ୍ତି। ଏହାର ଅର୍ଥ ସମ୍ଭବତଃ ସେ