Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ବିଜେପିରେ ମିଶିଲେ ରବିନ୍ଦ୍ର ଜାଡେଜା
ନୂଆଦିଲ୍ଲୀ : ଟି-୨୦ କ୍ରିକେଟରୁ ଅବସର ନେଇ ସାରିଥିବା ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ତାଙ୍କର ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଏବେ ରାଜନୀତିରେ ପାଦ ଦେଇଛନ୍ତି। ଜାଡେଜା କେନ୍ଦ୍ରରେ କ୍ଷମତାସୀନ ବିଜେପିରେ ମିଶିଛନ୍ତି। ଜାଡେଜା ବିଜେପିର ସଦସ୍ୟତା ଗ୍ରହଣ କରିଥିବା!-->…
କୋଲକାତା ହରର ପୀଡ଼ିତାଙ୍କ ପରିବାରକୁ ଟଙ୍କା ଅଫର ଘଟଣା: ମୁହଁ ଖୋଲିଲା ଟିଏମସି, ଦେଖାଇଲା ଭିଡିଓ
କୋଲକାତା : କୋଲକାତା ହସ୍ପିଟାଲରେ ଦୁଷ୍କର୍ମ ପରେ ହତ୍ୟାର ଶିକାର ହୋଇଥିବା ମହିଳା ଡାକ୍ତରଙ୍କ ବାପା ମା’ ଟଙ୍କା ଅଫରର ଅଭିଯୋଗ ଆଣିବା ପରେ ହଇଚଇ ସୃଷ୍ଟି ହୋଇଛି। ଏସବୁ ଭିତରେ ବିରୋଧୀ ଘୃଣ୍ୟ ରାଜନୀତି କରୁଥିବା କ୍ଷମତାସୀନ ଅଭିଯୋଗ କରିଛନ୍ତି ଓ ମିଥ୍ୟାର ପ୍ରଚାର କରାଯାଉ ଥିବା ଦଳ ପକ୍ଷରୁ!-->…
କେଜ୍ରିୱାଲଙ୍କ ଜାମିନ ଆବେଦନ; ଶୁଣାଣି କରି ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଆବେଦନ ଉପରେ ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି ସୁପ୍ରିମକୋର୍ଟ। ଆଜି ସୁପ୍ରିମକୋର୍ଟର ଦୁଇ ଜଣିଆ ଖଣ୍ଡପୀଠ ସିବିଆଇ ଗିରଫଦାରୀ ବିରୋଧରେ ଆବେଦନ ହୋଇଥିବା ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି। ଆସନ୍ତା!-->…
‘ମୁହଁ ବନ୍ଦ କରିବାକୁ ପୁଲିସ ଯାଚିଥିଲା ଟଙ୍କା’, ଅଭୟା ବାପା-ମା’ଙ୍କ ସାଙ୍ଘାତିକ ଅଭିଯୋଗ
କୋଲକାତା : କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା ଏବେବି ଚର୍ଚ୍ଚାରେ ରହିଛି। ପୀଡିତାଙ୍କୁ ନ୍ୟାୟ ଦାବିରେ ଜଳୁଛି ଦେଶ। ଲଗାତର ଜାରି ରହିଛି ବିକ୍ଷୋଭ। ଏହାରି ଭିତରେ କୋଲକାତା ପୁଲିସକୁ ନେଇ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ଅଭୟାଙ୍କ ବାପା-ମା'। ମୁହଁ ବନ୍ଦ କରିବାକୁ!-->…
୭୦୦ ଫୁଟ୍ ଘାଟିରୁ ଖସିଲା ସେନା ଗାଡ଼ି, ୪ ସୈନ୍ୟ ମୃତ
ଗାଙ୍ଗଟକ : ସିକ୍କିମରେ ସେନା ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୪ ଜଣ ସୈନ୍ୟଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ସେନା ଗାଡ଼ି ୭୦୦ ଫୁଟ୍ ତଳକୁ ଖସି ପଡିଥିଲା। ସୂଚନା ଅନୁସାରେ, ଆଜି ସେନାର ଏକ ଗାଡ଼ି କିଛି ସୈନ୍ୟଙ୍କୁ ନେଇ ପଶ୍ଚିମବଙ୍ଗ ପେଡୋଙ୍ଗରୁ ସିକ୍କିମର ଜୁଲୁକ ଯାଉଥିଲା। ଏହି!-->…
ଭାରତରେ ୪୫ ହଜାର କୋଟି ଟଙ୍କା ବିନିଯୋଗ କରିବ ସିଙ୍ଗାପୁରର କ୍ୟାପିଟାଲଣ୍ଡ କମ୍ପାନୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସିଙ୍ଗାପୁରରେ ଅବତରଣ କରିବା ମାତ୍ରେ ସିଙ୍ଗାପୁରର ଅଗ୍ରଣୀ ରିଏଲ୍ ଇଷ୍ଟେଟ୍ କମ୍ପାନୀ ୨୦୨୮ ସୁଦ୍ଧା ଭାରତରେ ପୁଞ୍ଜି ବିନିଯୋଗକୁ ଦ୍ୱିଗୁଣିତ କରିବାକୁ ଘୋଷଣା କରିଛନ୍ତି। ସିଙ୍ଗାପୁରର କ୍ୟାପିଟାଲଣ୍ଡ , ଯାହା ଏସିଆର ସର୍ବବୃହତ ରିଅଲ୍ ଇଷ୍ଟେଟ୍!-->…
ବିଧାନସଭାରେ ବିଲ୍ ପାରିତ; ଦଳବଦଳ କରିଥିବା ବିଧାୟକଙ୍କୁ ମିଳିବନି ଭତ୍ତା
ହିମାଚଳ ପ୍ରଦେଶର କଂଗ୍ରେସ ସରକାର ବିଧାନସଭାରେ ଏକ ନୂତନ ବିଲ୍ ପାରିତ କରିଛନ୍ତି। ଏହି ବିଲ୍ ବିଧାୟକମାନଙ୍କୁ ମିଳୁଥିବା ଭତ୍ତା ଉପରେ ଉଦ୍ଦିଷ୍ଟ। ନୂଆ ବିଲ୍ ଅନୁସାରେ, ଯଦି କୌଣସି ବିଧାୟକ ରାଜନୈତିକ କ୍ୟାରିଅରରେ ଦଳବଦଳ କରିଥାନ୍ତି, ତେବେ ତାଙ୍କୁ ଭତ୍ତା ବା ପେନସନ୍ ମିଳିବ ନାହିଁ।
!-->!-->!-->…
ଶତାଧିକ ଲୋକ ଦେଖୁଥିଲେ ମେଲୋଡ଼ି, ଭୁଶୁଡ଼ି ପଡ଼ିଲା ଛାତ
ବିହାରର ଏକ ଛାତ ଭୁଶୁଡ଼ି ଏକାଧିକ ଲୋକ ଆହତ ହୋଇଛନ୍ତି। ଶହ ଶହ ଲୋକ ଏକ ଟିଣ ଛାତ ଉପରେ ବଶି ମେଲୋଡ଼ି ଦେଖିବା ସମୟରେ ଏହି ଅଘଟଣ ଘଟିଛି। ଫଳରେ ଏକାଧିକ ଲୋକ ଆହତ ହୋଇଛନ୍ତି।
ସୂଚନା ଅନୁସାରେ, ବିହାର ଛପରରେ ଚାଲିଥିବା ମହାବୀର ମେଳା ସମୟରେ ଏହି ଦୁର୍ଘଟଣା ଘଟିଛି। ମେଳାରେ!-->!-->!-->…
ନିର୍ବାଚନ ଲଢ଼ିବେ ବଜରଙ୍ଗ ପୁନିଆ ଓ ଭିନେଶ ଫୋଗାଟ୍!
ନିର୍ବାଚନ ମୈଦନାକୁ ଓହ୍ଲାଇବେ ଷ୍ଟାର୍ ରେସଲର୍ ବଜରଙ୍ଗ ପୁନିଆ ଓ ଭିନେଶ ଫୋଗାଟ୍। କୁସ୍ତି ମୈଦାନ ପରେ ଏବେ ନିର୍ବାଚନୀ ମୈଦାନରେ ଦେଖାଇବେ ନିଜ ନିଜର ଦମ୍। ହରିଆଣା ବିଧାନସଭା ନିର୍ବାଚନରେ ଏମାନେ ନିଜ ଭାଗ୍ୟ ପରୀକ୍ଷା। ଏଥିପାଇଁ ଉଭୟଙ୍କୁ କଂଗ୍ରେସ ପ୍ରାର୍ଥୀ କରିବ ବୋଲି ସୂତ୍ରରୁ!-->…
କୋର୍ଟରୁ ବାହାରକୁ ଆସିବାବେଳେ ସନ୍ଦୀପଙ୍କୁ ବାଜିଲା ଶକ୍ତ ଚାପୁଡ଼ା
କୋଲକାତା ଆର୍ଜିକର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ମାଡ଼। ବାଜିଲା ଶକ୍ତ ଚାପୁଡ଼ା। ଭିଡ଼ ଭିତରେ ମାଡ଼ ମାରିଲେ ଲୋକେ। କୋର୍ଟରୁ ବାହାରକୁ ଆସିବା ବେଳେ ତାଙ୍କୁ ଜଣେ ବ୍ୟକ୍ତି ଶକ୍ତ ଚାପୁଡ଼ା ମାରିଛନ୍ତି। ପୁଲିସ ସୁରକ୍ଷା ମଧ୍ୟରେ ଥିଲେ ମଧ୍ୟ ତାଙ୍କ!-->…