Browsing Category

ଦେଶ

ଡେଙ୍ଗୁକୁ ମହାମାରୀ ଘୋଷଣା କଲେ କର୍ଣ୍ଣାଟକ ସରକାର

ଡେଙ୍ଗୁକୁ ମହାମାରୀ ଘୋଷଣା କରିଛନ୍ତି କର୍ଣ୍ଣାଟକ ସରକାର । ଏ ନେଇ ସରକାର ଏକ ବିଜ୍ଞପ୍ତି ଜାରି କରିଛନ୍ତି । ରାଜ୍ୟରେ ଦିନକୁ ଦିନ ଡେଙ୍ଗୁ ବ୍ୟାପୁଥିବାରୁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ‘କର୍ଣ୍ଣାଟକ ମହାମାରୀ ରୋଗ ଅଧିନିୟମ ୨୦୨୦’ରେ ସଂଶୋଧନ ପାଇଁ ସରକାର ନିୟମ ପ୍ରସ୍ତୁତ କରିଛନ୍ତି

ଆଉ ପିନ୍ଧିବାକୁ ପଡ଼ିବନି ଚଷମା, ଆଇ ଡ୍ରପ୍‌କୁ ଭାରତରେ ମିଳିଲା ଅନୁମତି

ବୟସ ଅଧିକ ହେବା ପରେ ପଢ଼ାପଢ଼ିରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି କି? ପଢ଼ିବା ପାଇଁ ଆପଣଙ୍କୁ ରିଡିଂ ଗ୍ଲାସ ବା ଚଷମା ବ୍ୟବହାର କରିବାକୁ ପଡ଼ୁଛି କି? ତା’ହେଲେ ଆଉ ଆପଣଙ୍କୁ ଚଷମା ପିନ୍ଧିବାକୁ ପଡ଼ିବ ନାହିଁ। କାରଣ ଏହି ସମସ୍ୟାକୁ ଦୂର କରିବା ପାଇଁ ଆସିଯାଇଛି ସ୍ୱତନ୍ତ୍ର ଆଇ ଡ୍ରପ। ଏହି

୮ ଦିନିଆ ସିବିଆଇ ରିମାଣ୍ଡରେ ସନ୍ଦୀପ ଘୋଷ

କୋଲକତାର ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ଡାକ୍ତର ସନ୍ଦୀପ ଘୋଷଙ୍କୁ ୮ ଦିନିଆ ରିମାଣ୍ଡରେ ନେଇଛି ସିବିଆଇ। ଗତକାଲି ସିବିଆଇ ତାଙ୍କୁ ଆର୍ଥିକ ହେରଫେର ମାମଲାରେ ଗିରଫ କରିଥିଲା। ଦୁର୍ନୀତି ମାମଲାରେ ସନ୍ଦୀପଙ୍କ ବ୍ୟତୀତ ଆଉ ୩ ଜଣଙ୍କୁ ମଧ୍ୟ ସିବିଆଇ ଗିରଫ

ହରିୟାଣାରେ ମେଣ୍ଟ ଚାହୁଁଛି କଂଗ୍ରେସ, ଆପ୍ ରଖିଲା ସର୍ତ୍ତ

ପାଖେଇ ଆସୁଛି ହରିୟାଣା ନିର୍ବାଚନ। ଆସନ୍ତା ଅକ୍ଟୋବର 5ରେ ଏଠାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଆରମ୍ଭ ହୋଇଗଲାଣି ରଣନୀତି। ଲୋକସଭା ନିର୍ବାଚନରେ ​​ଆପ୍-କଂଗ୍ରେସ ମେଣ୍ଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ସତ୍ତ୍ୱେ ବିଧାନସଭାରେ ଉଭୟ ଏକାଠି ଲଢିବା ନେଇ ସୂଚନା ମିଳିଛି।

ବେଙ୍ଗଲରେ ଦୁଷ୍କର୍ମ ବିରୋଧୀ ‘ଅପରାଜିତା’ ବିଲ୍ ପାରିତ

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ଚାଲିଥିବା ବ୍ୟାପକ ଆନ୍ଦୋଳନ ମଧ୍ୟରେ 'ଅପରାଜିତା' ବିଲ୍ ପାରିତ କରିଛନ୍ତି ପଶ୍ଚିମବଙ୍ଗ ସରକାର। ଆଜି ବେଙ୍ଗଲର ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସରକାର ଦୁଷ୍କର୍ମ ବିରୋଧୀ ଅପରାଜିତା ବିଲ୍ ପାରିତ କରିଛନ୍ତି। ଏହା ସହ

ଟିକେଟ୍‌ ଦିଅ ନ ହେଲେ କଂଗ୍ରେସରେ ମିଶିବି: ବିଜେପି ନେତାଙ୍କ ଧମକ

ପାଖେଇ ଆସିଲାଣି ହରିଆଣା ବିଧାନସଭା ନିର୍ବାଚନ। ଦିନ ଯେତେ ଗଡୁଛି ରାଜନୈତିକ ଉଷ୍ମତା ସେତେ ବଢ଼ି ଚାଲିଛି। କିଏ କେଉଁଠୁ ନିର୍ବାଚନ ଲଢ଼ିବ, କାହାକୁ ମିଳିବ ଟିକେଟ୍‌, କାହାର ହେବ ପତ୍ତା ସାଫ। ତାକୁ ନେଇ ସବୁ ଦଳରେ କସରତ ଚାଲିଛି। ଏହାରି ଭିତରେ ଭାରତୀୟ ଜନତା ପାର୍ଟିର ଟେନ୍‌ସନ୍‌

ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନରେ ବନ୍ୟା ବିଭୀଷିକା, ୩୧ ମୃତ

ଆନ୍ଧ୍ରପ୍ରଦେଶରେ ବନ୍ୟା ବିଭୀଷିକା। ବୁଡ଼ିଲା ରେଳ ଷ୍ଟେସନ୍। ଧୋଇଗଲା ରେଳ ଟ୍ରାକ୍। ଭାସିଗଲା ଟ୍ରକ୍ ଓ କାର୍‌। ରାସ୍ତାରେ ସୁଅ କାଟୁଛି ୫ ଫୁଟରୁ ଅଧିକ ପାଣି। ଛାତିକୁ ଥରାଇ ଦେଲା ଭଳି ଏଭଳି କିଛି ଦୃଶ୍ୟ ଏବେ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାରେ ଦେଖିବାକୁ ମିଳିଛି। ବନ୍ୟା ଓ ପ୍ରବଳ

କେରଳ କଂଗ୍ରେସ ବିରୋଧରେ ଚାଞ୍ଚଲ୍ୟକର ଅଭିଯୋଗ ଆଣିଲେ ମହିଳା ନେତ୍ରୀ

ନୂଆଦିଲ୍ଲୀ: ମଲାୟାଲମ ଫିଲ୍ମ ଇଣ୍ଡଷ୍ଟ୍ରିରେ ଯୌନ ନିର୍ଯାତନା ଘଟଣା ସାରା ଦେଶରେ ଆଲୋଡନ ସୃଷ୍ଟି କରିଛି। ଏହି କ୍ରମରେ ଜଣେ ମହିଳା କଂଗ୍ରେସ ନେତ୍ରୀ ଦାବି କରି କହିଛନ୍ତି, ‘କେବଳ ଟପ ଲିଡରସିପଙ୍କ ପାଖ ଲୋକଙ୍କୁ ହିଁ ଦଳରେ ସୁଯୋଗ ମିଳିଥାଏ।’ କେରଳ ଏର୍ଣ୍ଣାକୁଲରମର

ସ୍ୱାତୀ ମାଲିୱାଲଙ୍କୁ ମାଡ଼ ଘଟଣା: କେଜ୍ରିୱାଲଙ୍କ ସହଯୋଗୀଙ୍କୁ ମିଳିଲା ଜାମିନ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘନିଷ୍ଠ ସହଯୋଗୀ ବିଭବ କୁମାରଙ୍କୁ ଆଜି ସୁପ୍ରିମକୋର୍ଟ ଜାମିନ ଦେଇଛନ୍ତି। ସେ ଆପ୍‌ର ରାଜ୍ୟସଭା ସାଂସଦ ସ୍ୱାତୀ ମାଲିୱାଲଙ୍କୁ ମାଡ଼ ମାରିବା ଘଟଣାରେ ଗିରଫ ହୋଇ ଜେଲରେ ଥିଲେ। ପ୍ରାୟ ୧୦୦ ଦିନ ପରେ ତାଙ୍କୁ ଆଜି ଜାମିନ ମିଳିଛି। ଜଷ୍ଟିସ

ଚାଷୀଙ୍କ ପାଇଁ କେନ୍ଦ୍ରର ନିଷ୍ପତ୍ତି: ୧୪ ହଜାର କୋଟିର କାର୍ଯ୍ୟକ୍ରମକୁ ମିଳିଲା ମଞ୍ଜୁରୀ

କୃଷି କ୍ଷେତ୍ରକୁ ବୁଷ୍ଟ ଯୋଗାଇ ଦେବା ପାଇଁ ଆଜି କେନ୍ଦ୍ର କ୍ୟାବିନେଟ ୭ ବଡ଼ ନିଷ୍ପତ୍ତି ନେଇଛି। କୃଷି ଓ ଚାଷୀଙ୍କ କଲ୍ୟାଣ ପାଇଁ ଆରମ୍ଭ ହେବ ୧୪ ହଜାର କୋଟି ଟଙ୍କାର କାର୍ଯ୍ୟକ୍ରମ। ଆଜି ଉକ୍ତ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର