Browsing Category

ଦେଶ

କମାଣ୍ଡୋ ଷ୍ଟାଇଲରେ ଅପରେସନ, ଜବତ ହେଲା ୧୦୮ କେଜି ସୁନା

ପ୍ରଥମଥର ପାଇଁ କେରଳରେ ଗୁଇନ୍ଦା ବିଭାଗ ଓ ରାଜ୍ୟ ଜିଏସଟି ବିଭାଗ କମାଣ୍ଡୋ ଷ୍ଟାଇଲରେ ଅପରେସନ କରି ବିପୁଳ ପରିମାଣର ସୁନା ଜବତ କରିଛି। ରାତି ତମାମ ୭୮ଟି ସୁନା ଅଳଙ୍କାର ତିଆରି ହେଉଥିବା ୟୁନିଟରେ ରେଡ୍‌ କରି ଅଧିକାରୀମାନେ ସେଠାରେ ବେଆଇନ ଭାବେ ଗଚ୍ଛିତ ୧୦୮ କେଜି ସୁନା ଜବତ କରିବାକୁ

ଜମ୍ମୁ-କଶ୍ମୀର କେବେ ବି ପାକିସ୍ତାନ ସହ ମିଶିବ ନାହିଁ: ଫାରୁକ ଅବଦୁଲ୍ଲା

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀର କେବେ ବି ପାକିସ୍ତାନ ସହ ମିଶିବ ନାହିଁ | ଲଗାତାର ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ହେଉଥିବା ଦେଖି ଏଭଳି କହିଛନ୍ତି ନ୍ୟାସନାଲ କନଫରେନ୍ସ ମୁଖ୍ୟ ଫାରୁକ ଅବଦୁଲ୍ଲା | ଜମ୍ମୁ କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ

ଗିରଫ ହେଲେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟର

ନୂଆଦିଲ୍ଲୀ: ଦିଲ୍ଲୀ ପୁଲିସର ସ୍ପେଶାଲ ସେଲକୁ ବଡ଼ ସଫଳତା ମିଳିଛି। ଗ୍ୟାଙ୍ଗଷ୍ଟାର ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟରଙ୍କୁ ପୁଲିସ ନିକଟରେ ଗିରଫ କରିଛି। ଏହି ୭ଜଣ ସୁଟରଙ୍କୁ ପୁଲିସ ପଞ୍ଜାବ ଏବଂ ଏହାର ଆଖପାଖ ରାଜ୍ୟରୁ ଗିରଫ କରିଛି। ଗିରଫ ସୁରଟଙ୍କ ଠାରୁ ପୁଲିସ ଟିମ ଅନେକ

NIA ମୋଷ୍ଟ୍-ୱାଣ୍ଟେଡ୍ ତାଲିକାରେ ଲରେନ୍ସ ବିଷ୍ଣୋଇ ଭାଇ, ଧରାଇ ଦେଲେ ଦେବ ୧୦ ଲକ୍ଷ

ଜାତୀୟ ତଦନ୍ତକାରୀ ସଂସ୍ଥା (NIA)ର ମୋଷ୍ଟ୍-ୱାଣ୍ଟେଣ୍ଟ ତାଲିକାରେ ଯୋଡ଼ି ହୋଇଛି ନୂଆ ନାଁ। ଜେଲରେ ଥିବା ଲରେନ୍ସ ବିଷ୍ଣୋଇର ଭାଇ ଅନମୋଲ ବିଷ୍ଣୋଇକୁ ଖୋଜୁଛି NIA। ଅନମୋଲକୁ ଧରାଇ ଦେଲେ ୧୦ ଲକ୍ଷ ଟଙ୍କା ପୁରସ୍କାର ଦେବା ନେଇ ଘୋଷଣା କରିଛି ତଦନ୍ତକାରୀ ସଂସ୍ଥା। ଆତଙ୍କବାଦ ବିରୋଧୀ

ଅଜିତ ପାୱାରଙ୍କ ଟିମରେ ସାମିଲ୍ ହେଲେ ବାବା ସିଦ୍ଦିକିଙ୍କ ପୁଅ

ଅଜିତ ପାୱାରଙ୍କ ଟିମରେ ସାମିଲ ହୋଇଛନ୍ତି ପୂର୍ବତନ ଦିବଂଗତ ଏନସିପି ନେତା ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକ। ମହାରାଷ୍ଟ୍ର ନିର୍ବାଚନ ମଧ୍ୟରେ ସେ ହାତ ଛାଡ଼ି ଏନସିପିର ଅଜିତ ପାୱାରଙ୍କ ଟିମରେ ଯୋଗ ଦେଇଛନ୍ତି। ଆଜି ବିଧିବଦ୍ଧ ଭାବେ ଉପମୁଖ୍ୟମନ୍ତ୍ରୀ ଅଜିତ

ମହାରାଷ୍ଟ୍ର ପାଇଁ କଂଗ୍ରେସର ୪୮ ଜଣିଆ ପ୍ରାର୍ଥୀ ତାଲିକା

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଆଜି କଂଗ୍ରେସ ପ୍ରଥମ ପର୍ଯ୍ୟାୟରେ ୪୮ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ରାଜ୍ୟରେ କଂଗ୍ରେସ ଉଦ୍ଧବ ଠାକରେଙ୍କ ଶିବସେନା ଓ ଶରଦ ପାୱାରଙ୍କ ଏନସିପି ସହ ମିଶି ନିର୍ବାଚନ ଲଢ଼ୁଛି। ୩ ଦଳ ମଧ୍ୟରେ ଦିନକ ତଳେ ସିଟ ଶେୟାରିଂ ଫର୍ମୁଲା ଚୂଡ଼ାନ୍ତ

ପିକେଙ୍କ ସତର୍କ ପଦକ୍ଷେପ: ଉପ-ନିର୍ବାଚନରେ ​​ଦୁଇ ପ୍ରାର୍ଥୀ ବଦଳାଇଲେ

ପାଟନା: ବିହାରର ନିର୍ବାଚନୀ ରାଜନୀତିରେ ପ୍ରଶାନ୍ତ କିଶୋର(ପିକେ)ଙ୍କ ଦଳ ଜନ ସୁରାଜ ଉପ-ନିର୍ବାଚନ ପାଇଁ ଚାରିଜଣ ପ୍ରାର୍ଥୀଙ୍କୁ ବଦଳାଇଛି। ରାଜ୍ୟର ରାଜନୈତିକ ସ୍ଥିତିକୁ ଦୃଷ୍ଟିରେ ରଖି ପିକେ ସତର୍କ ହୋଇ ପଦକ୍ଷେପ ଗ୍ରହଣ କରୁଛନ୍ତି। ପିକେ ଗୟାର ବେଲାଗଞ୍ଜ ଆସନରେ ବାରମ୍ବାର ପ୍ରାର୍ଥୀ

ମହାରାଷ୍ଟ୍ର ନିର୍ବାଚନ ପାଇଁ ଏନସିପି ଘୋଷଣା କଲା ୩୮ ଜଣ ପ୍ରାର୍ଥୀଙ୍କ ନାମ

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଅଜିତ ପାୱାରଙ୍କ ଏନସିପି ୩୮ଟି ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏନସିପିର ପ୍ରାର୍ଥୀ ତାଲିକାରେ ୟେବଲାରୁ ଛଗନ ଭୁଜବଲ ଏବଂ କାଗଲରୁ ହାସନ ମୁଶ୍ରିଫଙ୍କୁ ଟିକେଟ ଦିଆଯାଇଛି। ଏଥିସହିତ ଅଜିତ ପାୱାର ନିଜେ ତାଙ୍କ ପାରମ୍ପାରିକ ଆସନ

ବିଷ ପାଲଟିଲାଣି ରାଜଧାନୀ ବାୟୁ, ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ବିଷ ପାଲଟିଲାଣି ରାଜଧାନୀ ବାୟୁ। ଦିନକୁ ଦିନ ଏହା ଅତ୍ୟନ୍ତ ଖରାପ ଶ୍ରେଣୀକୁ ଚାଲିଯାଉଛି। ଦିଲ୍ଲୀରେ ବଢ଼ି ଚାଲିଛି ବାୟୁ ପ୍ରଦୂଷଣ ମାତ୍ରା। ଖୋଲା ଆକାଶ ତଳେ ଲୋକଙ୍କ ନିଶ୍ୱାସ ନେବା ବି କଷ୍ଟକର ହୋଇପଡୁଛି। ଏହାକୁ ନେଇ କେନ୍ଦ୍ର ସରକାରଙ୍କ ସମେତ ପଞ୍ଜାବ ଓ ହରିୟାଣା

ରାଜ୍ୟର ରହିଛି ମଦ ଉପରେ ଆଇନ ପ୍ରଣୟନ ଅଧିକାର, ୩୪ ବର୍ଷର ପୁରୁଣା ରାୟ ଖାରଜ କଲେ ସୁପ୍ରିମକୋର୍ଟ

ସୁପ୍ରିମକୋର୍ଟ ଇଣ୍ଡଷ୍ଟ୍ରିୟାଲ୍‌ ଆଲକହଲକୁ ନେଇ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ମଦ ଉପରେ ଆଇନ ପ୍ରଣୟନ କରିବାର ଅଧିକାର ରାଜ୍ୟର ରହିଛି ଓ ଏହାକୁ ଛଡ଼ାଇ ନିଆଯାଇପାରିବ ନାହିଁ ବୋଲି କହି ସୁପ୍ରିମକୋର୍ଟ ୩୪ ବର୍ଷର ପୁରୁଣା ରାୟକୁ ଖାରଜ କରିଛନ୍ତି। ସିନ୍ଥେଟିକ୍ସ ଓ କେମିକାଲ୍ସ