Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ବିଲ୍ଡରଙ୍କୁ ଯୋଗୀଙ୍କ ଛାଟ: ବକେୟା ପୈଠ ନ କଲେ କଠୋର କାର୍ଯ୍ୟାନୁଷ୍ଠାନ
ନୋଏଡା: ନୋଏଡାରେ ଫ୍ଲାଟ କ୍ରେତାମାନଙ୍କର ପଞ୍ଜିକରଣ କରାଯାଉନାହିଁ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଫ୍ଲାଟ କ୍ରେତାଙ୍କ ପଞ୍ଜିକରଣକୁ ତ୍ୱରାନ୍ୱିତ କରିବାକୁ ଏବଂ ଫ୍ଲାଟ କ୍ରେତାଙ୍କ ପଞ୍ଜିକରଣରେ ଅବହେଳା କରୁଥିବା ବିଲ୍ଡରଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲା!-->…
ରାହୁଲ ଗାନ୍ଧିଙ୍କ ‘ମିସ୍ ଇଣ୍ଡିଆ’ ବୟାନ୍, ‘ବାଳକ ବୁଦ୍ଧି’ କହି କଟାକ୍ଷ କଲେ କିରଣ…
ନୂଆଦିଲ୍ଲୀ : "ମିସ୍ ଇଣ୍ଡିଆ କି ଗଣମାଧ୍ୟମର ଟପ୍ ଆଙ୍କର୍ ତାଲିକାରେ ଦଳିତ, ଆଦିବାସୀ କି ଓବିସି ବର୍ଗର ମହିଳା ନାହାନ୍ତି।" ରାହୁଲ ଗାନ୍ଧିଙ୍କ ଏପରି ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ସଂଖ୍ୟାଲଘୁ ମନ୍ତ୍ରୀ କିରଣ ରିଜିଜୁ। ଏହା ସାସଂଦ (ରାହୁଲ ଗାନ୍ଧି)ଙ୍କ ବାଳକ ବୁଦ୍ଧି!-->…
କେନ୍ଦ୍ର ସରକାରଙ୍କ ନୂଆ ପେନସନ ଯୋଜନା, ମିଳିବ ଏହି ସବୁ ସୁବିଧା
ନୂଆଦିଲ୍ଲୀ : କେନ୍ଦ୍ରରେ କ୍ଷମତାସୀନ ବିଜେପି ନେତୃତ୍ୱାଧୀନ ଏନଡିଏ ସରକାର ଆଜି ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ସରକାରୀ କର୍ମଚାରୀଙ୍କ ପାଇଁ ଆସିଛି ନୂଆ ପେନସନ ସ୍କିମ୍। ୟୁନିଫାଏଡ୍ ପେନସନ ସ୍କିମ୍ (ୟୁପିଏସ୍) ଉପରେ ଆଜି କେନ୍ଦ୍ର କ୍ୟାବିନେଟର ମୋହର!-->…
କଶ୍ମୀରରେ ସେନାର ଆତଙ୍କବାଦୀ ନିପାତ ଅଭିଯାନ, ଜଣେ ଆତଙ୍କବାଦୀ ମୃତ
ଶ୍ରୀନଗର : ଜମ୍ମୁ-କଶ୍ମୀରର ସୋପୋରର ରାଫିଆବାଦରେ ସୁରକ୍ଷାବଳ ସହ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛି । ସୋପୋର ପୁଲିସ ଓ ୩୨ ରାଷ୍ଟ୍ରୀୟ ରାଇଫଲ୍ସର ମିଳିତ ଅପରେସନରେ ଏହି ଅପରେସନ କରାଯାଇଥିଲା। ସୁରକ୍ଷା ବାହିନୀ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଛି।!-->…
ପିଡିପି ଇସ୍ତାହାରରେ ମାଗଣା ବିଜୁଳି, ପାକିସ୍ତାନ ସହ ବ୍ୟବସାୟ ଆରମ୍ଭ ପାଇଁ ପ୍ରତିଶ୍ରୁତି
ଜମ୍ମୁ କଶ୍ମୀରର ୯୦ଟି ବିଧାନସଭା ଆସନ ପାଇଁ ଆସନ୍ତା ୧୮, ୨୫ ଓ ଅକ୍ଟୋବର ୧ରେ ଭୋଟିଂ ହେବ। ଏହାପୂର୍ବରୁ ଉପତ୍ୟକାରେ ରାଜନୀତିକ ପାଣିପାଗ ଉଷ୍ଣ ହେବାରେ ଲାଗିଛି। ଏସବୁ ଭିତରେ ପିଡିପି ପକ୍ଷରୁ ଆଜି ନିର୍ବାଚନ ପାଇଁ ଇସ୍ତହାର ବା ପ୍ରତିଶ୍ରୁତି ପତ୍ର ଜାରି କରାଯାଇଛି। ଦଳର ସଭାପତି ମେହବୁବା!-->…
ଭାରତର ପ୍ରଥମ ପୁନଃବ୍ୟବହାରକ୍ଷମ ରକେଟ ଉତକ୍ଷେପଣ ସଫଳ
ମହାକାଶ ଗବେଷଣା କ୍ଷେତ୍ରରେ ଆଉ ପାଦେ ଆଗେଇଛି ଭାରତ। ଦେଶର ପ୍ରଥମ ପୁନଃବ୍ୟବହାରକ୍ଷମ ହାଇବ୍ରିଡ୍ ରକେଟ RHUMI-1ର ଉତକ୍ଷେପଣ ସଫଳ ହୋଇଛି। ଆଜି ଚେନ୍ନାଇ ସ୍ଥିତ ଇଷ୍ଟକୋଷ୍ଟ ରୋଡରେ ଥିବା ମାରିନା ବେଳାଭୂମିରେ ଏହି ହାଇବ୍ରିଡ ରକେଟର ଉତକ୍ଷେପଣ କରାଯାଇଛି।
ବିଶ୍ୱ!-->!-->!-->…
ୱାକଫ ବିଲ ବିବାଦ: ଆପତ୍ତି ଉଠାଇଲା ବିଜେପିର ସହଯୋଗୀ ଜେଡିୟୁ
ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଜେଡିୟୁ ଆଜି କେନ୍ଦ୍ର ସରକାର ଆଣିଥିବା ୱାକଫ ସଂଶୋଧିତ ବିଲ ବିରୋଧରେ ମତ ରଖିଛି। ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାରରେ ଜେଡିୟୁ ସହଯୋଗୀ ଦଳ ଭାବେ କାର୍ଯ୍ୟ କରୁଛି। ତଥାପି କେନ୍ଦ୍ର ଆଣିଥିବା ବିଲ ବିରୋଧରେ ବିଜେପିର ତୃତୀୟ ସହଯୋଗୀ ଦଳ ଭାବେ!-->…
‘ଏୟାର ଇଣ୍ଡିଆ’ ଉପରେ ୯୦ ଲକ୍ଷ ଟଙ୍କାର ଫାଇନ୍
ଏୟାର ଇଣ୍ଡିଆ ବିମାନ ଉପରେ ୯୦ ଲକ୍ଷ ଟଙ୍କାର ଜରିମାନା। ବିମାନ ଚଳାଚଳ ନିୟନ୍ତ୍ରକ DGCA ଏୟାର ଇଣ୍ଡିଆ ଉପରେ ଜରିମାନା ପକାଇଛି। ଯୋଗ୍ୟତା ହାସଲ କରିନଥିବା କ୍ୟୁ ସଦସ୍ୟଙ୍କୁ ନେଇ ବିମାନ ଉଡାଣ ଭରିବା ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।
ଏହା ବ୍ୟତୀତ ଏୟାର ଇଣ୍ଡିଆର!-->!-->!-->…
୧୪ ଦିନ ପାଇଁ ଜେଲ ହାଜତକୁ ଗଲା କୋଲକାତା ଦୁଷ୍କର୍ମ ଅଭିଯୁକ୍ତ ସଞ୍ଜୟ
କୋଲକାତା ଦୁଷ୍କର୍ମ ଓ ହତ୍ୟା ଘଟଣାର ଅଭିଯୁକ୍ତ ସଞ୍ଜୟ ରୟର ରିମାଣ୍ଡ ଅବଧି ଶେଷ ହେବା ପରେ ତା’କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। କୋଲକାତାର ଗୋଟିଏ କୋର୍ଟ ତା’କୁ ୧୪ ଦିନ ପାଇଁ ଆଜି ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି।
ଗିରଫ ପରେ ସିବିଆଇ ହେପାଜତରେ ଥିବା ସଞ୍ଜୟକୁ ଆଜି କଡ଼ା!-->!-->!-->…
ଅନିଲ ଅମ୍ବାନୀଙ୍କୁ ଝଟକା; ୨୫ କୋଟି ଟଙ୍କାର ଫାଇନ୍ ସହ ସିକ୍ୟୁରିଟି ବଜାରରୁ ବ୍ୟାନ୍ କଲା SEBI
ମୁକେଶ ଅମ୍ବାନୀଙ୍କ ଭାଇ ତଥା ବ୍ୟବସାୟୀ ଅନିଲ ଅମ୍ବାନୀଙ୍କୁ ଶକ୍ତ ଝଟକା ଲାଗିଛି। ପାଞ୍ଚ ବର୍ଷ ପାଇଁ ସିକ୍ୟୁରିଟି ବଜାରରୁ ବ୍ୟାନ୍ କରିଛି ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ ବୋର୍ଡ ଅଫ୍ ଇଣ୍ଡିଆ (SEBI)। ଏଥିସହ ତାଙ୍କ ଉପରେ ୨୫ କୋଟି ଟଙ୍କାର ଜରିମାନା ପକାଯାଇଛି।
ଅନିଲ ଅମ୍ବାନୀଙ୍କ!-->!-->!-->…