Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଗ୍ୟାଙ୍ଗଷ୍ଟର ଛୋଟା ରାଜନ୍କୁ ମିଳିଲା ଜାମିନ
ଗ୍ୟାଙ୍ଗଷ୍ଟର ଛୋଟା ରାଜନ୍କୁ ମିଳିଲା ବଡ଼ ଆଶ୍ୱସ୍ତି। ୨୦୦୧ ହୋଟେଲ ବ୍ୟବସାୟୀ ଜୟା ଶେଟ୍ଟୀଙ୍କ ହତ୍ୟାକାଣ୍ଡ ମାମଲାରେ ମିଳିଲା ଜାମିନ। ବମ୍ବେ ହାଇକୋର୍ଟ ତାକୁ ଜମାନି ପ୍ରଦାନ କରିଛନ୍ତି। ଏକ ଲକ୍ଷ ଟଙ୍କା ମୁଚଳିକାରେ ତାକୁ ଏହି ଜାମିନ ପ୍ରଦାନ କରାଯାଇଛି।
ହୋଟେଲ ବ୍ୟବାସୟୀ ଜୟା!-->!-->!-->…
ୱାୟନାଡରୁ ନାମାଙ୍କନ ଦାଖଲ କଲେ ପ୍ରିୟଙ୍କା ଗାନ୍ଧି, ୧୩ରେ ନିର୍ବାଚନ
ପ୍ରଥମ ଥର ପ୍ରତ୍ୟେକ୍ଷ ନିର୍ବାଚନ ଲଢ଼ିବେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା । ଏଥିନିମନ୍ତେ ସେ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ୱାୟନାଡ ଲୋକସଭା ସିଟ୍ ପାଇଁ ହେବାକୁ ଥିବା ଉପନିର୍ବାଚନ ନିମନ୍ତେ ଆଜି ନାମାଙ୍କନ ଦାଖଲ କରିଛନ୍ତି ପ୍ରିୟଙ୍କା ଗାନ୍ଧି ଭଦ୍ରା ।
!-->!-->!-->…
ବଡ଼ ଅଫର୍, ଗ୍ୟାଙ୍ଗଷ୍ଟର୍ ଲରେନ୍ସଙ୍କୁ ଗୁଳି କଲେ ମିଳିବ ୧ କୋଟି
ମୁମ୍ବାଇ : ବଡ଼ ଅଫର୍। ଯିଏ ଜେଲ୍ରେ ଥିବା ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ଏନ୍କାଉଣ୍ଟର କରିବ ତାକୁ ମିଳିବ କୋଟିଏ ଟଙ୍କା। ଏଭଳି କିଛି ପୁରସ୍କାର ରାଶି ଘୋଷଣା କରିଛନ୍ତି ଗୁଜରାଟ କ୍ଷେତ୍ରୀୟ କରଣୀ ସେନାର ରାଷ୍ଟ୍ରୀୟ ଅଧ୍ୟକ୍ଷ।ଏନ୍ସିପି ନେତା ବାବା ସିଦ୍ଦିକିଙ୍କୁ ହତ୍ୟା ଏବଂ!-->…
ସ୍ପଷ୍ଟ କଲା ଚୀନ, ସୀମା ବିବାଦର ସମାଧାନ ପାଇଁ ଭାରତ ସହ ଚୁକ୍ତି ହୋଇଛି
ନୂଆଦିଲ୍ଲୀ : ପୂର୍ବ ଲଦାଖରେ ଦୁଇ ଦେଶର ସୈନ୍ୟବାହିନୀ ମଧ୍ୟରେ ବିବାଦକୁ ଶେଷ କରିବା ପାଇଁ ଭାରତ ସହ ଚୁକ୍ତି ହୋଇଛି। ଏପରି କହିଛନ୍ତି ଚୀନ ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ଲିନ୍ ଜିଆନ। ସେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ସ୍ପଷ୍ଟ କରିଛନ୍ତି।ଗତକାଲି ଭାରତ ସରକାରଙ୍କ ପକ୍ଷରୁ ଚୀନ!-->…
ଲଣ୍ଡନ ସ୍କୁଲରେ ସଂସ୍କୃତ ପାଠ୍ୟକ୍ରମ ହେଲା ବାଧ୍ୟତାମୂଳକ
ନୂଆଦିଲ୍ଲୀ : ସଂସ୍କୃତ ଶିକ୍ଷା ପ୍ରତି ଭାରତରେ ଅନାଗ୍ରହ ରହିଥିବା ବେଳେ ପଶ୍ଚିମ ଦେଶ ସମୁହରେ ସଂସ୍କୃତ ଶିକ୍ଷା ପ୍ରତି ଆଦର ବଢିବାରେ ଲାଗିଛି। ପଶ୍ଚିମ ଲଣ୍ଡନରେ ଥିବା ଘରୋଇ ସେଣ୍ଟ ଜେମ୍ସ ଇଣ୍ଡିପେଣ୍ଡେଣ୍ଟ ସ୍କୁଲ ସମୁହରେ ଏହାର ଜୁନିୟର ବିଦ୍ୟାର୍ଥୀମାନଙ୍କ ପାଇଁ ସଂସ୍କୃତ ଶିକ୍ଷା!-->…
ବୁଲଡୋଜର କାର୍ଯ୍ୟାନୁଷ୍ଠାନ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ : ଆସନ୍ତାକାଲି (ଗୁରୁବାର) ପର୍ଯ୍ୟନ୍ତ ବହରାଇଚରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନକୁ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟ ଉତ୍ତରପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଅତିରିକ୍ତ ସଲିସିଟର ଜେନେରାଲ କେଏମ୍ ନଟରାଜ ଆଜି ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠରେ!-->…
ଜାତୀୟ ଜଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି, ରାଜ୍ୟ ବର୍ଗରେ ଓଡିଶା ପ୍ରଥମ
ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୂଆଦିଲ୍ଲୀଠାରେ ପଞ୍ଚମ ଜାତୀୟ ଜଳ ପୁରସ୍କାର ୨୦୨୩ ପ୍ରଦାନ କରିଛନ୍ତି। ୯ଟି ବର୍ଗରେ ୩୮ ଜଣ ବିଜେତାଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି। ଏଥିରେ ଶ୍ରେଷ୍ଠ ରାଜ୍ୟ, ଶ୍ରେଷ୍ଠ ଜିଲ୍ଲା, ଶ୍ରେଷ୍ଠ ଗ୍ରାମ ପଞ୍ଚାୟତ, ଶ୍ରେଷ୍ଠ ସହରାଞ୍ଚଳ!-->…
ଅମ୍ବାନୀ ବିକିବେ ସରକାରଙ୍କ ଶସ୍ତା ସାମଗ୍ରୀ, କମ୍ ଦାମରେ ଲୋକେ ପାଇବେ ଅଟା-ଚାଉଳ
ନୂଆଦିଲ୍ଲୀ : ଦରବୃଦ୍ଧିକୁ କାବୁ କରିବା ପାଇଁ ସରକାର ଗତ ବର୍ଷ ଶସ୍ତା ଅଟା, ଚାଉଳ, ଡାଲି ବିକିବା ଆରମ୍ଭ କରିଦେଇଥିଲେ । ସରକାର ଭାରତ ବ୍ରାଣ୍ଡ୍ ନାଁରେ ଶସ୍ତା ଡାଲି, ଚାଉଳ, ଅଟା ବିକିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ରିଟେଲ୍ ଚେନ୍ ଜରିଆରେ ଲୋକଙ୍କ ପର୍ଯ୍ୟନ୍ତ ଏହାକୁ ପହଞ୍ଚାଇବା ପାଇଁ!-->…
ସେବି ମୁଖ୍ୟ ମାଧବୀଙ୍କୁ ଆଶ୍ୱସ୍ତି, ମିଳିଲାନି ପ୍ରମାଣ
ନୂଆଦିଲ୍ଲୀ :ସେବି ଅଧ୍ୟକ୍ଷ ମାଧବୀ ବୁଚଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି। ତାଙ୍କ ବିରୋଧରେ ମିଳିଲାନି କୌଣସି ବି ପ୍ରମାଣ। ଗତ ସଂସଦ ଅଧିବେଶନରେ ତାଙ୍କ ନାଁ ବେଶ୍ ଚର୍ଚ୍ଚାକୁ ଆସିଥିଲା। ତାଙ୍କ ବିରୋଧରେ ଆସିଥିଲା ସଙ୍ଗୀନ ଅଭିଯୋଗ। ସେ ନିଜ ପଦର ଅପବ୍ୟବହାର କରୁଥିବା ନେଇ ଅଭିଯୋଗ ଆଣିଥିଲା!-->…
ଓ୍ୱକଫ୍ ବିଲ୍କୁ ନେଇ ବିଜେପି-ଟିଏମ୍ସି ମୁହାଁମୁହିଁ, ଭାଙ୍ଗିଲେ କାଚ ବୋତଲ
ନୂଆଦିଲ୍ଲୀ : ଓ୍ୱକଫ ବିଲ୍କୁ ନେଇ ଜେପିସି ବୈଠକରେ ହଙ୍ଗାମା। ମୁହାଁମୁହିଁ ହେଲେ ବିଜେପି ଓ ଟିଏମ୍ସି। ରାଗିଗଲେ ତୃଣମୂଳ ସାଂସଦ କଲ୍ୟାଣ ବାନାର୍ଜୀ। ରାଗିଯାଇ ଭାଙ୍ଗି ଦେଲେ କାଚ ବୋତଲ। ଏଥିରେ ସେ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ହାତରେ ଆଘାତ ଲାଗିଛି।ଆଜି ଓ୍ୱକଫ୍ ବିଲ୍କୁ ନେଇ ସଂସଦ!-->…