Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଡ୍ରୋନ ଆକ୍ରମଣ ପରେ କହିଲେ ନେତନ୍ୟାହୁ – ଆମେ ଜିତିବୁ ଯୁଦ୍ଧ
ନୂଆଦିଲ୍ଲୀ : ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ ପ୍ରତିଶ୍ରୁତି ଦେଇଛନ୍ତି ଯେ ତାଙ୍କ ଦେଶ ଏହି ଯୁଦ୍ଧ ଜିତିବାକୁ ଯାଉଛି। ସାମାଜିକ ଗଣମାଧ୍ୟମରେ ଜାରି ଏକ ଭିଡିଓ ବାର୍ତ୍ତାରେ ସେ ହମାସର ୟାହ୍ୟା ସିନ୍ୱାରଙ୍କୁ କହିଛନ୍ତି, ସିନ୍ୱାର ହେଉଛନ୍ତି ଆତଙ୍କବାଦୀ କାର୍ଯ୍ୟ କଳାପର!-->…
‘ମୋ’ ପୁଅ କ୍ଷମା ମାଗିବନି, ସେ ଜୀବନରେ ଅସରପା ବି ମାରିନି’
ମୁମ୍ବାଇ : ମହାରାଷ୍ଟ୍ରର ବରିଷ୍ଠ ରାଜନେତା ବାବା ସିଦ୍ଦିକିଙ୍କୁ ହତ୍ୟା କରାଯିବା ପରେ ବଲିଉଡ଼ର ଭାଇଜାନ ସଲମାନ ଖାନଙ୍କ ଜୀବନ ପ୍ରତି ବିପଦ ବଢ଼ିଛି। ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ପକ୍ଷରୁ ସଲମାନଙ୍କୁ ଜୀବନରୁ ମାରିଦେବାକୁ ବାରମ୍ବାର ଧମକ ମିଳିଛୁ। ଏପରି ସମୟରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗକୁ!-->…
ଟାର୍ଗେଟ୍ରେ ବାବା ସିଦ୍ଦିକିଙ୍କ ପୁଅ, ଅଭିଯୁକ୍ତଙ୍କ ଫୋନ୍ରୁ ମିଳିଲା ଫଟୋ
ନୂଆଦିଲ୍ଲୀ :ବାବା ସିଦ୍ଦିକିଙ୍କ ପରେ ଏବେ ଟାର୍ଗେଟ୍ରେ ଜିସାନ ସିଦ୍ଦିକି। ହିଟ୍ ଲିଷ୍ଟରେ ରହିଛି ତାଙ୍କର ନାଁ। ତାଙ୍କୁ ମଧ୍ୟ ହତ୍ୟା କରିବାକୁ ହୋଇଥିଲା ଷଡ଼ଯନ୍ତ୍ର। ଏନ୍ସିପି ନେତା ବାବା ସିଦ୍ଦିକିଙ୍କ ହତ୍ୟାକାଣ୍ଡ ମାମଲାରେ ଏଭଳି କିଛି ନୂଆ ଖୁଲାସା ହୋଇଛି। ଗିରଫ ଅଭିଯୁକ୍ତଙ୍କ!-->…
ବିଷ ବଳୟରେ ଦିଲ୍ଲୀ, ଦୀପାବଳି ପୂର୍ବରୁ ଡ଼ରାଇଲାଣି ପ୍ରଦୂଷଣ
ନୂଆଦିଲ୍ଲୀ : ବିଷ ବଳୟରେ ରାଜଧାନୀ ଦିଲ୍ଲୀ। ଦୀପାବଳି ପୂର୍ବରୁ ଡରାଇଲାଣି ପ୍ରଦୂଷଣ। ବିଷାକ୍ତ ହୋଇଗଲାଣି ବାୟୁ। ଚାରିଆଡେ ଢ଼ାଙ୍କି ହୋଇଗଲାଣି ଧୂଆଁର ମୋଟା ଚାଦର। ଆଖି ଜଳିବା ସହ ହେଲାଣି ଗଳାରେ ଯନ୍ତ୍ରଣା। ଶନିବାର ସକାଳୁ ସକାଳୁ ଦିଲ୍ଲୀ ଓ ଏନ୍ସିଆର୍ର ସହରଗୁଡିକର ଏଭଳି ସମାନ ଅବସ୍ଥା!-->…
ନିର୍ବାଚନ ପୂର୍ବରୁ ଝାରଖଣ୍ଡ ଡିଜିପିଙ୍କ ବଦଳି ପାଇଁ ନିର୍ଦ୍ଦେଶ
ରାଞ୍ଚି : ବିଧାନସଭା ନିର୍ବାଚନ ପୂର୍ବରୁ ଝାରଖଣ୍ଡ ଡିଜିପିଙ୍କ ବଦଳି ପାଇଁ ନିର୍ଦ୍ଦେଶ। ଆଜି ନିର୍ବାଚନ ଆୟୋଗ ଡିଜିପି ଅନୁରାଗ ଗୁପ୍ତାଙ୍କ ବଦଳି ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ସୂତ୍ରରୁ ପ୍ରକାଶ ରିପୋର୍ଟ ଅନୁସାରେ, ନିର୍ବାଚନ ଆୟୋଗ ତୁରନ୍ତ ଗୁପ୍ତାଙ୍କ ବଦଳି କରିବା ସହ!-->…
IED ବିସ୍ଫୋରଣ; ୨ ITBP ଯବାନ ଶହୀଦ
ରାୟପୁର : ଛତିଶଗଡ଼ ସୀମାନ୍ତରେ IED ବିସ୍ଫୋରଣ ଘଟଣାରେ ଦୁଇ ଜଣ ଇଣ୍ଡୋ-ତିବେତାନ ବୋର୍ଡର୍ ପୁଲିସ୍ (ITBP) ଯବାନ ଶହୀଦ ହୋଇଛନ୍ତି। ବିସ୍ଫୋରଣ ପରେ ସେମାନଙ୍କୁ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା। ପରବର୍ତ୍ତୀ ସମୟରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।ସୂଚନା ଅନୁସାରେ, ଆଜି ଶତିଶଗଡ଼ର!-->…
ଆପ୍ ନେତା ସତ୍ୟେନ୍ଦ୍ର ଜୈନଙ୍କୁ ମିଳିଲା ଜାମିନ
ଦୀର୍ଘ ୨୮ ମାସ ହେଲା ଜେଲରେ ଥିବା ଆପ୍ର ବରିଷ୍ଠ ତଥା ଦିଲ୍ଲୀର ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ମିଳିଛି ଜାମିନ। ତାଙ୍କୁ ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଇଡି ଗୋଟିଏ ମନି ଲଣ୍ଡରିଂ ମାମଲାରେ ତାଙ୍କୁ ଗିରଫ କରି ଜେଲ ପଠାଇଥିଲା। !-->…
ଝାରଖଣ୍ଡ ପାଇଁ ସିଟ ଶେୟାରିଂ ଫର୍ମୁଲା ଚୂଡ଼ାନ୍ତ କଲା ବିଜେପି: ୬୮ଟି ଆସନରେ ଦେବ ପ୍ରାର୍ଥୀ
ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ସିଟି ଶେୟାରିଂ ଫର୍ମୁଲା ଚୂଡ଼ାନ୍ତ କରିଛି। ଏକାଧିକ ଦଳ ସହ ମେଣ୍ଟ କରି ବିଜେପି ଝାରଖଣ୍ଡରେ ନିର୍ବାଚନ ଲଢ଼ିବ। ଦଳ ଏକାକୀ ରାଜ୍ୟର ୮୧ଟି ଆସନରୁ ୬୮ଟିରେ ଲଢ଼ିବାକୁ ନିଷ୍ପତ୍ତି ନେଇଛି। ବାକି ୧୩ଟି ଆସନ ସହଯୋଗୀ ଆଜସୁ ପାର୍ଟି, ଜେଡିୟୁ ଓ!-->…
ସଦଗୁରୁଙ୍କୁ ‘ସୁପ୍ରିମ୍’ ଆଶ୍ୱସ୍ଥି; ମାଡ୍ରାସ ହାଇକୋର୍ଟ ଦେଇଥିବା ତଦନ୍ତ ନିର୍ଦ୍ଦେଶ ଖାରଜ
ସଦଗୁରୁ ଜାଗି ବାସୁଦେବଙ୍କୁ ସୁପ୍ରିମକୋର୍ଟରୁ ମିଳିଛି ବଡ଼ ଆଶ୍ୱସ୍ଥି। ଈଶା ଫାଉଣ୍ଡେସନରେ ପୁଲିସ ତଦନ୍ତ ସହ ତାଙ୍କ ବିରୁଦ୍ଧରେ ଲାଗିଥିବା ସମସ୍ତ ଅଭିଯୋଗକୁ ଖାରଜ କରି ଦେଇଛନ୍ତି ସୁପ୍ରିମକୋର୍ଟ।
କୋର୍ଟ କହିଛନ୍ତି ଯେ, ମାଡ୍ରାସ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ପୁଲିସ!-->!-->!-->…
‘ବିନା ପ୍ରମାଣରେ କହିଥିଲି…’ ନିଜ୍ଜାର ହତ୍ୟା ମାମଲାରେ ବଦଳିଲା ଜଷ୍ଟିନ ଟ୍ରୁଡୋଙ୍କ ଆଭିମୁଖ୍ୟ
ନୂଆଦିଲ୍ଲୀ : ଭାରତ ସରକାର କାନାଡାର 6 ଜଣ ହାଇକମିଶନରଙ୍କୁ ବହିଷ୍କାର କରିବା ପରେ ବଦଳିଛି ଜଷ୍ଟିନ ଟ୍ରୁଡୋଙ୍କ ଆଭିମୁଖ୍ୟ। ବାରମ୍ବାର ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂହ ନିଜ୍ଜାରର ହତ୍ୟା ମାମଲାରେ ଭାରତର ସମ୍ପୃକ୍ତି ଥିବା ଦାବି କରି ଆସୁଥିବା ଟ୍ରୁଡୋଙ୍କ ସ୍ୱର ଶିଥୀଳ!-->…