Browsing Category

ରାଜନୀତି

କଂଗ୍ରେସ ବୈଠକରେ ଯୋଗ ଦେଲେନି ତାରା

ଭୁବନେଶ୍ବର: ଆଜି ବିଧାନସଭା ଅଧିବେଶନ ପୂର୍ବରୁ ବସିଥିଲା କଂଗ୍ରେସ ବିଧାୟକ ଦଳ ବୈଠକ । ବିଧାନସଭାର ୫୪ ନଂ କକ୍ଷରେ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ହେଲେ ଏହି ବୈଠକରେ ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରା ବାହିନୀପତି ଓ ରମେଶ ଜେନା

ଓଡ଼ିଶାରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ, ଯୋଗ ଦେଲେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ପୁରୀ: ପଦାଧିକାରୀ ବୈଠକ ପରେ ପୁରୀରେ ଆରମ୍ଭ ହୋଇଛି ବିଜେପିର କାର୍ଯ୍ୟକାରିଣୀ ବୈଠକ। ଏହାକୁ ଉଦଘାଟନ କରିଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ ଓ ବିଭିନ୍ନ ପଦାଧିକାରୀ ଏହି ବୈଠକରେ ଯୋଗ ଦେଇଛନ୍ତି। ରାଷ୍ଟ୍ରୀୟ

୫୦ ବିଧାୟକଙ୍କୁ ବିଭିନ୍ନ ବିଭାଗ ଉପରେ ନଜର ରଖିବାକୁ ଦାୟିତ୍ୱ ବାଣ୍ଟିଲେ ନବୀନ

ବିଭିନ୍ନ ବିଭାଗ ଉପରେ ନଜର ରଖିବାକୁ ଦାୟିତ୍ୱ ବାଣ୍ଟିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଅନ୍ୟ ସମସ୍ତ ୫୦ ବିଧାୟକଙ୍କୁ ସରକାରଙ୍କ ବିଭିନ୍ନ ବିଭାଗ ଉପରେ ନଜର ରଖିବାକୁ ଦାୟିତ୍ୱ ଦିଆଯାଇଛି। ସରକାରଙ୍କ କାର୍ଯ୍ୟକାରିତାକୁ ମନିଟର କରିବେ ବିଜୁ ଜନତାର ଦଳର ବିଧାୟକ । ବିଧାନସଭାର ମୌସୁମୀ

୨୦ରେ ବସିବ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ବର: ଆସନ୍ତା ଜୁଲାଇ ୨୦ ତାରିଖରେ ବସିବ ବିଜେଡି ବିଧାୟକ ଦଳ ବୈଠକ। ଅପରାହ୍ନରେ ଶଙ୍ଖ ଭବନରେ ବସିବ ବୈଠକ। ଶଙ୍ଖ ଭବନରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଅଧ୍ୟକ୍ଷତା କରିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବୈଠକରେ ବିଧାନସଭା ପାଇଁ ପ୍ରସ୍ତୁତ ହେବ ରଣନୀତି। ଶୁକ୍ରବାର

ଏଏସଓଙ୍କୁ ମାଡ ମାରିବା ଘଟଣା; ପୁଣି ବର୍ଷିଲା ବିଜେଡି

ଭୁବନେଶ୍ବର: ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡମାରିବା ଘଟଣାକୁ ପାଖାପାଖି ୮ ଦିନ ବିତିଯାଇଥିଲେ ମଧ୍ୟ ଏନେଇ କୌଣସି କାର୍ଯ୍ୟନୁଷ୍ଠାନ ଗ୍ରହଣ କରିନାହିଁ ପ୍ରଶାସନ । ଲିଖିତ ଅଭିଯୋଗ ହେଲା ମାମାଲା ବି ରୁଜ୍ଜୁ ହେଲା ହେଲେ କିଛି ସୁଫଳ ମିଳିପାରିଲା ନାହିଁ । ଯାହାକୁ ନେଇ ଏବେ ପୁଣି ରାଜ୍ୟ

୧୯ ଏବଂ ୨୦ରେ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ, ଯୋଗ ଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା

ଭୁବନେଶ୍ବର: ପୁରୀରେ ଆସନ୍ତା ୧୯ ଏବଂ ୨୦ରେ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଏହାକୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା ବୈଠକକୁ ଉଦଘାଟନ କରିବେ। ପୁରୀର ବଳିଆ ପଣ୍ଡା ସ୍ଥିତ ବା ବ୍ଲୁ ଲିଲି ହୋଟେଲ ଠାରେ

ବିଜେଡି ହିଁ ବିଜେଡିକୁ ହରାଇଛି: ନୃସିଂହ ସାହୁ

ଭୁବନେଶ୍ୱର: ବିଜେଡି ପରାଜୟକୁ ନେଇ ନୃସିଂହ ସାହୁଙ୍କ ବିସ୍ଫୋରକ ବୟାନ। ବିଜେଡି ହିଁ ବିଜେଡିକୁ ହରାଇଛି ବୋଲି କହିଲେ ନୃସିଂହ। ବିଭିନ୍ନ ଜାଗାରେ ମୂଷା ରହିଥିଲେ, ସେଥିପାଇଁ ହାରିଲୁ ବୋଲି କହିଛନ୍ତି ନୃସିଂହ ସାହୁ । ନୃସିଂହ କହିଛନ୍ତି ଯେ, ବହୁତ କ୍ଷେତ୍ରରେ ବିଜେଡି ଲୋକ ହିଁ

ଓଡ଼ିଶାର ସ୍ୱାର୍ଥ ପାଇଁ ଲଢ଼େଇ ଜାରି ରହିବ, ଲୋକଙ୍କ ସ୍ୱରକୁ ସରକାରଙ୍କ ପାଖରେ ପହଞ୍ଚାଇବ ବିଜେଡି ମିଡିଆ ସେଲ୍‌

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ଦଳର ରୂପରେଖକୁ ପରିବର୍ତ୍ତନ କରିଛନ୍ତି । ରାଜ୍ୟ ପଦାଧିକାରୀ କମିଟିକୁ ଭାଙ୍ଗିବା ସହ ନିଜର ରାଜନୈତିକ ସଚିବ, ଲୋକ ସମ୍ପର୍କ ଅଧିକାରୀ, ଦଳର ମୁଖପାତ୍ର, ଜାତୀୟ ମୁଖପାତ୍ରର ନୂଆ ଟିମ୍‌ ଘୋଷଣା କରିଛନ୍ତି। ଏ ନେଇ ସୋମବାର ଶଙ୍ଖଭବନରେ

ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି, ଗଣମାଧ୍ୟମରେ ଯେଉଁ ତାରିଖ ଘୋଷଣା ହେଉଛି ତାହା ଗୁଜବ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ରତ୍ନ ଭଣ୍ଡାର ଖୋଲିବା ତାରିଖ ଘୋଷଣାକୁ ନେଇ ଆଇନ ମନ୍ତ୍ରୀଙ୍କ ମନ୍ତବ୍ୟ। ସର୍ବୋଚ୍ଚସ୍ତରରେ ଆଲୋଚନା ସରିଛି, ଆଜି କାଲି ଭିତରେ ନିଷ୍ପତ୍ତି ହେବ। ରତ୍ନଭଣ୍ଡାର ନିଶ୍ଚିତ ଖୋଲିବ। ଖୁବଶୀଘ୍ର ମୋଡାଲିଟି ପ୍ରସ୍ତୁତ ହେବ। ଏନେଇ ଏକ ବୈଠକ ହେବ। ବୈଠକ ପରେ ତାରିଖ ଘୋଷଣା ହେବ।

ରାଜ୍ୟରେ ଦରଦାମ ବୃଦ୍ଧି ନେଇ ବର୍ଷିଲା ବିରୋଧୀ ବିଜେଡି

ଭୁବନେଶ୍ୱର : ଦର ନକମିଲେ ଆନ୍ଦୋଳନ । ଲୋକଙ୍କୁ କଲବଲ କଲାଣି ଆକାଶଛୁଆଁ ଦରବୃଦ୍ଧି । ଦିନକୁ ଦିନ ହୁ ହୁ ହୋଇ ବଢିଚାଲିଛି ପନିପରିବା ଓ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ । ୫୦ ଉପରେ ସବୁ ପରିବା । ଏହାକୁ ନେଇ ଅତିଷ୍ଠ ହୋଇପଡିଲେଣି ଲୋକେ। ଦରଦାମ୍ ନିୟନ୍ତ୍ରଣ କରି ରାଜ୍ୟ ସରକାର ଲୋକଙ୍କୁ