କୋରାପୁଟରେ ରହି ସାଧାରଣ ଲୋକଙ୍କ ସହ ବ୍ୟବସାୟିକ ସଂଗଠନମାନଙ୍କୁ ଭୟଭୀତ କରାଇ ଚାନ୍ଦା ଆଦାୟ କରୁଥିଲେ | କ୍ରସର ଲାଇସେନ୍ସ, ମଦ ଦୋକାନ ଲାଇସେନ୍ସ ଓ ସରକାରୀ ବଦଳି କରାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଠକୁଥିଲା ଧୂର୍ତ୍ତ କିଶୋର ମିଶ୍ର । ଏହି ଅଭିଯୁକ୍ତ ନିକଟରୁ ଏସଟିଏଫ ନକଲି ପରିଚୟ ପତ୍ର ମଧ୍ୟ ଜବତ କରିଥିବା ଜଣାପଡିଛି । କିଶୋର ମିଶ୍ର ୨ ରୁ ୩ ବର୍ଷ ଧରି ଏହି କାରନାମା କରି ଆସୁଥିବାବେଳେ ତାଙ୍କର ଆକାଉଣ୍ଟରେ ୨ କୋଟିରୁ ଉର୍ଦ୍ଧ୍ବ ଟଙ୍କା ଥିବାର ସୂଚନା ମିଳିଛି ।
Sign in
Sign in
Recover your password.
A password will be e-mailed to you.