ଏଥିସହ ମେଡିକାଲ କଲେଜ ପରିସରର ବିଭିନ୍ନ ସ୍ଥାନ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଆସନ୍ତା ବର୍ଷ ଜାନୁନାରୀ ମାସ ସୁଦ୍ଧା ଏହାର କାର୍ଯ୍ୟ ଆରମ୍ଭ କରିବାକୁ ଲକ୍ଷ୍ୟ ରଖାଯାଇଛି । ତେଣୁ ଡିସେମ୍ବର ମାସରୁ ପ୍ରାଥମିକ ପର୍ଯ୍ୟାୟରେ ଏଠାରେ ରୋଗୀଙ୍କ ରେଜେଷ୍ଟ୍ରିଲେଟ୍ କାମ ଆରମ୍ଭ ହେବ । ଆସନ୍ତା ଜୁଲାଇ ୨୦୨୪ ସୁଦ୍ଧା ଏହା ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯିବା ନେଇ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ଓଡିଶା ସରକାର ୪୭ କୋଟିରୁ ଅଧିକ ଟଙ୍କା ମଞ୍ଜୁର କରିସାରିଥିବା ମଧ୍ୟ ବିଭାଗୀୟ ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି ।
Post Views: 6