ଯାହାକୁ ନେଇ ରିଙ୍କି ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ପରେ ରାଧାକାନ୍ତ ଗୁରୁତର ଅବସ୍ଥାରେ ରିଙ୍କିଙ୍କୁ ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ରିଙ୍କିଙ୍କୁ ମୃତ ଘୋଷଣା କରିଛନ୍ତି । ପରେ ସୋରଡା ଥାନା ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ସ୍ବାମୀକୁ ଥାନାରେ ଅଟକ ରଖିଛି । ଗୋଟେପଟେ ମହିଳାଙ୍କ ଶାଶୁଘର ଲୋକେ ଏହାକୁ ଆତ୍ମହତ୍ୟା ବୋଲି କହୁଥିବାବେଳେ ବାପଘର ଲୋକେ ଏହାକୁ ହତ୍ୟା ବୋଲି ଅଭିଯୋଗ କରିଛନ୍ତି।
Post Views: 6