ଗତ ୫ ବର୍ଷ ମଧ୍ୟରେ ପଞ୍ଚାୟତରେ ହୋଇଥିବା ଦୁର୍ନୀତି ତଥା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ନେଇ ଅଭିଯୋଗ ଆସିଥିଲା । ଏହାପରେ ଆଜି ଦୁଲଣାପୁରସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସର ୬ ଜଣିଆ ଟିମ୍ ଚଢାଉ କରିଛନ୍ତି । ବ୍ୟାଙ୍କ ଆକାଉଣ୍ଟ ସହ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି , ସେ ନେଇ କୌଣସି ସୂଚନା ମିଳିନି ।
Post Views: 6