ଯୁବକଙ୍କ ଆତ୍ମହତ୍ୟା

ହିଞ୍ଜିଳିକାଟୁ (୪/୯) : ହିଞ୍ଜିଳି ଥାନା ଅନ୍ତର୍ଗତ ପୋଚିଲିମା ଗ୍ରାମର ଜୈନିକ ଯୁବକ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି।ମୃତ ଯୁବକ ଜଣକ ହେଲେ ପୋଚିଲିମା ଗ୍ରାମର ଡି ରାଜେଶ (୨୪) । ପରିବାର ଲୋକଙ୍କ ଠାରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ୧୯/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି। ବ୍ୟବଛେଦ ପରେ ପ୍ରକୃତ କାରଣ ଜଣାପଡିବ ବୋଲି ହିଞ୍ଜିଳି ଥାନା ଅଧିକାରୀ ଅଭିମନ୍ୟୁ ଦାଶ ସୂଚନା ଦେଇଛନ୍ତି।

nis-ad
Leave A Reply

Your email address will not be published.