୩୦୦ ମୃତ, ବଢିପାରେ ମୃତକଙ୍କ ସଂଖ୍ୟା

ear

ନୂଆଦିଲ୍ଲୀ : ମରକ୍କୋରେ ଶକ୍ତିଶାଳୀ ଭୂମିକମ୍ପ । ରିକ୍ଟର ସ୍କେଲରେ ୬.୮ ତୀବ୍ରତାର ଭୂକମ୍ପ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ମାରାକେଶର ଦକ୍ଷିଣ-ପଶ୍ଚିମର ୭୧ କିଲୋମିଟର ଦୂରରେ କେନ୍ଦ୍ରୀଭୂତ । ଆମେରିକାର ଭୂତତ୍ତ୍ବ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭୂକମ୍ପରେ ୩୦୦ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ସୂଚନା ମିଳୁଛି । ବହୁ ବଡ଼ କୋଠା ଭୁଶୁଡ଼ି ପଡ଼ିଛି । ମୃତାହତ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି। ଭୂମିକମ୍ପ ଯୋଗୁ ଅନେକ ଲୋକ ଆହତ ମଧ୍ୟ ହୋଇଛନ୍ତି ।


Post Views: 7

nis-ad
Leave A Reply

Your email address will not be published.