ଖୋଲିଲା ହୀରାକୁଦର ଆଉ ୮ଟି ଗେଟ, ୨୨ଟି ଗେଟ ଦେଇ ହେଉଛି ଜଳ ନିଷ୍କାସନ…

hirakud

ସମ୍ବଲପୁର: ଖୋଲିଲା ହୀରାକୁଦର ଆଉ ୮ଟି ଗେଟ । ବର୍ତ୍ତମାନ ସମୁଦାୟ ୨୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ବଙ୍ଗୋପସଗାରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପର ମୁଣ୍ଡରେ ଜାରି ରହିଛି ଲଗାଣ ବର୍ଷା । ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମର ଗୋଟିଏ ପରେ ଗୋଟିଏ ଗେଟ୍ ଖୋଲିବାରେ ଲାଗିଛି ।

nis-ad
Leave A Reply

Your email address will not be published.