ଉଦିତନଗର ଥାନା ମହିଳା ASIଙ୍କ ମୃତ୍ୟୁର ଆସିଲା ପୋଷ୍ଟମର୍ଟମ ରିପୋର୍ଟ…

asi

ରାଉରକେଲା : ରାଉରକେଲା ଉଦିତନଗର ଥାନା ମହିଳା ASIଙ୍କ ମୃତ୍ୟୁର ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ଗୋଷ୍ଠୀ ସଂଘର୍ଷକୁ ଆୟତ୍ତ କରିବାକୁ ଯାଇଥିବାବେଳେ ASI ଅଲିସା ଲୁଗୁନୁଙ୍କ ମୃତ୍ୟୁ ହୋଇଥିଲା। ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ମୃତ ଅଲିସାଙ୍କ ପରିବାର। ଏନେଇ ଉଦିତନଗର ଥାନାରେ ଏକ ହତ୍ୟା ମାମଲା ରୁଜୁ ହୋଇଥିଲା।

ଏହି ମାମଲାରେ ତଦନ୍ତ ପାଇଁ ଜଣେ ସବଇନସ୍ପେକ୍ଟରଙ୍କୁ ସ୍ବତନ୍ତ୍ର ଭାବେ ନିର୍ଦ୍ଦେଶ ଦେଇଥିଲେ ରାଉରକେଲା ଏସପି । ଦୁର୍ଘଟଣାସ୍ଥଳରେ ଡ୍ୟୁଟି ବେଳେ ଅଲିସାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ।

nis-ad
Leave A Reply

Your email address will not be published.