ବାଘ ଚମଡା ଡିଲ ବେଳେ ୨ ମାଫିଆ ଗିରଫ…

bag

ଭୁବନେଶ୍ୱର: ଏସଟିଏଫ ପଞ୍ଝାରେ ବାଘଛାଲ ବେପାରୀ | ୨ ବେପାରୀଙ୍କୁ ଗିରଫ କଲା ସ୍ପେଶାଲ ଟାସ୍କଫୋର୍ସ | ଗିରଫ ୨ ଅଭିଯୁକ୍ତ ହେଲେ ବିକ୍ରମ ମାଝୀ ଓ ରାଜା ମାଝୀ | ଗିରଫ ଦୁଇ ଅଭିଯୁକ୍ତଙ୍କ ନିକଟରୁ ୨ଟି କଲରାପତରିଆ ବାଘ ଛାଲ ଜବତ କରିଛି ଏସଟିଏଫ | ଜବତ ବାଘ ଛାଲକୁ ବାୟୋଲୋଜିକାଲ ଟେଷ୍ଟ ପାଇଁ ଡେରାଡୁନ ପଠାଯିବ | ଏସଟିଏଫ କେସ ନମ୍ବର ୨୭, ଦଫା ୩୭୯, ୪୧୧, ୧୨୦ ବି ସହ ବନ୍ୟଜନ୍ତୁ ସରଂକ୍ଷଣ ଆଇନ ଆଧାରରେ ମାମଲା ରୁଜୁ କରିଛି | ରାୟଗଡା ଏସଡିଜେଏମ କୋର୍ଟ ନିକଟରେ ଅଭିଯୁକ୍ତଙ୍କୁ ହାଜର କରିବ ଏସଟିଏଫ |

nis-ad
Leave A Reply

Your email address will not be published.