ରାଉରକେଲା ପରେ କଣ୍ଟାବାଞ୍ଜିରେ ଡାଇରିଆ, ୨ ମୃତ…

କଣ୍ଟାବାଞ୍ଜି  : ରାଉରକେଲା ପରେ କଣ୍ଟାବାଞ୍ଜିରେ ଡାଇରିଆ । ଡାଇରିଆରେ ୨ ଜଣଙ୍କର ମୃ୍ତ୍ୟୁ ହୋଇଥିବା ବେଳେ ୪ରୁ ଊର୍ଦ୍ଧ୍ବ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ୨ ମୃତକ ପୁଡ଼ାପଦାର ଓ ମାଲିବାହାଲ ଗାଁର ମୀରା ସାହୁ ଓ ସନ୍ତୋଷ ମାଝୀ । ଝାଡାବାନ୍ତିରେ ଆକ୍ରାନ୍ତ ହେବା ପରେ ମୀରାଙ୍କୁ ଗତକାଲି ମେଡିକାଲରେ ଭର୍ତ୍ତି କରାଯାଇଥିଲା । କଣ୍ଟାବାଞ୍ଜି ଅଞ୍ଚଳର ବିଭିନ୍ନ ଗାଁରେ ଏବେ ଡାଇରିଆ ବ୍ୟାପୁଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୨ ଶିଶୁ ଥିବା ଜଣାପଡିଛି ।

nis-ad
Leave A Reply

Your email address will not be published.