ଚଳନ୍ତା ଗାଡ଼ିର ଡ୍ରାଇଭରଙ୍କ ଉପରେ ଗୁଳିମାଡ଼…

Sundargarh_1704028692

ସୁନ୍ଦରଗଡ଼ : ଚଳନ୍ତା ଗାଡ଼ିର ଡ୍ରାଇଭରଙ୍କ ଉପରେ ଗୁଳିମାଡ଼। ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଡ୍ରାଇଭର ଭର୍ତ୍ତି। ସୁନ୍ଦରଗଡ଼ କୁତ୍ରା ଥାନା କିରିଙ୍ଗସିରାରେ ହୋଇଛି ଗୁଳିମାଡ଼। ପିକଅପ ଭ୍ୟାନ ଚଳାଇ ସୁବାସ ନାୟକ ନାମକ ଯୁବକ ଯାଉଥିବା ବେଳେ ତାଙ୍କ ଉପରେ ଫାୟାରିଂ ହୋଇଛି। କାରରେ ୪ ଜଣ ଦୁର୍ବୃତ୍ତ ଆସି ତାଙ୍କୁ ଗୁଳି କରିଛନ୍ତି। ସୁବାସଙ୍କୁ ଗୁରୁତର ଅବସ୍ତାରେ ରାଉରକେଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ବଡ଼ଗାଁ ପୋଲିସ ପହଞ୍ଚି ଛାନବିନ ଆରମ୍ଭ କରିଛି।

nis-ad
Leave A Reply

Your email address will not be published.