ଗଛରୁ ଝୁଲନ୍ତା ଅବସ୍ଥାରେ ନାବାଳିକାଙ୍କ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ…

police2

ସୁନ୍ଦରଗଡ଼ : ଗଛରୁ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଦୁଷ୍କର୍ମ ପରେ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି । ଝୁଲନ୍ତା ମୃତଦେହ ଉଦ୍ଧାର ପରେ ହତ୍ୟା ସନ୍ଦେହ ବଢିଛି । ବଡ଼ଗାଁ ପୋଲିସ ଜଣଙ୍କୁ ଅଟକ ରଖି ତଦନ୍ତ କରୁଛି ।

nis-ad
Leave A Reply

Your email address will not be published.