ଶ୍ରୀମନ୍ଦିର ଲୋକାର୍ପଣ ଉତ୍ସବ ବେଳେ ଭାବବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ…

cm-6

ଭୁବନେଶ୍ୱର : ନବୀନଙ୍କ ଆଖିରେ ଲୁହ। ଶ୍ରୀମନ୍ଦିର ଲୋକାର୍ପଣ ଉତ୍ସବ ବେଳେ ଭାବବିହ୍ବଳ ହୋଇପଡ଼ିଥିଲେ ମୁଖ୍ୟମନ୍ତ୍ରୀ। ଜଗନ୍ନାଥ ଭାବ ପ୍ରେମରେ ନିମଗ୍ନ ହେବା ସହ ନବୀନଙ୍କ ଆଖି ଛଳ ଛଳ ହୋଇଥିଲା। ଆପେଆପେ ଲୁହରେ ଭିଜିଯାଇଥିଲା ଆଖି । ମୁଖ୍ୟମନ୍ତ୍ରୀ ଭକ୍ତି ଓ ଖୁସିରେ ବିଭୋର ହୋଇଯାଇଥିଲେ। ଆଖିରୁ ଲୁହ ବାହାରିବା ପରେ ମୁଖ୍ୟମନ୍ତ୍ରୀ ରୁମାଲରେ ବାରମ୍ବାର ପୋଛୁଥିବା ଦେଖିବାକୁ ମିଳିଥିଲା।

nis-ad
Leave A Reply

Your email address will not be published.