ମେ’ ୬ରୁ ଓଜେଇଇ: ୩୩ଟି କେନ୍ଦ୍ରରେ ହେବ ପରୀକ୍ଷା…

ojee-1-693x430

ଭୁବନେଶ୍ୱର: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ। ଏଥିପାଇଁ ଆଜିଠାରୁ ରେଜିଷ୍ଟ୍ରେସନ୍ ଆରମ୍ଭ ହୋଇଛି। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରେଜିଷ୍ଟ୍ରେସନ୍ ଚାଲିବ।

nis-ad
Leave A Reply

Your email address will not be published.