ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ନକ୍ସଲ ନିହତ

ଟଳିଲେ ୪ ମାଓବାଦୀ । ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ନକ୍ସଲ ନିହତ । ଛତିଶଗଡ଼ର ବିଜାପୁର ଜିଲ୍ଲାର ତୁଙ୍ଗାଲି ଜଙ୍ଗଲରେ ଗୁଳିବିନିମୟ ହୋଇଛି । ଜବତ ହୋଇଛି ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ। ଏହି ଘଟଣା ପରେ ସଂପୃକ୍ତ ଜଙ୍ଗଲରେ ଚାଲିଛି ସର୍ଚ୍ଚ ଅପରେସନ୍ ।

nis-ad
Leave A Reply

Your email address will not be published.