ମଙ୍ଗୁଳି ଟୋଲ ପ୍ଲାଜା ନିକଟରେ ୩୫୧ ବିରଳ କଇଁଛ ଜବତ

ଭୁବନେଶ୍ୱର: ୩୫୧ ବିରଳ କଇଁଛ ଜବତ । କଇଁଛ ଚୋରା ଚାଲାଣ ବେଳେ ମାଡି ବସିଲା DRI । ପଶ୍ଚିମବଙ୍ଗରୁ କର୍ଣ୍ଣାଟକକୁ କଇଁଛ ଚୋରା ଚାଲାଣ କରାଯାଉଥିବା ବେଳେ ମଙ୍ଗୁଳି ଟୋଲ ପ୍ଲାଜା ନିକଟରେ ଏସବୁ ଜବତ କରାଯାଇଛି । ଟାଟା ଟିଆଗୋ କାରରୁ ୩୫୧ଟି ବିରଳ କଇଁଛ ଜବତ କରାଯାଇଛି । ଏହା ସିଡ୍ୟୁଲ ୧ ବନ୍ୟପ୍ରାଣୀ । ଘଟଣାରେ ୩ ଜଣଙ୍କୁ ଅଟକ ରଖି ବନ ବିଭାଗକୁ ହସ୍ତାନ୍ତର କରିଛି DRI ।

nis-ad
Leave A Reply

Your email address will not be published.