ପୋଲିସ-ମାଓବାଦୀ ଗୁଳିବିନିମୟ, ଏନକାଉଣ୍ଟରରେ ହାର୍ଡକୋର ନକ୍ସଲ ନିହତ

ମାଲକାନଗିରି: ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଏନକାଉଣ୍ଟରରେ ହାର୍ଡକୋର ମାଓବାଦୀ ନିହତ । ମାଲକାନଗିରି ସୀମାନ୍ତ ଛତିଶଗଡ଼ କାଙ୍କେ ଜିଲ୍ଲାର ଛୋଟେବେଠିଆ ଜଙ୍ଗଲରେ ପୋଲିସ୍- ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଘଟଣାସ୍ଥଳରୁ ଗୋଟିଏ ଏକେ- 47 ବନ୍ଧୁକ ଜବତ ହୋଇଛି । ମାଓବାଦୀଙ୍କ ଗୁଳିରେ ବସ୍ତର ଫାଇଟରର ଜଣେ ଯବାନ ମଧ୍ୟ ସହିଦ୍ ହୋଇଛନ୍ତି । ମୃତ ଯବାନ୍ ହେଲେ ରମେଶ କୁରେଠି। ପୋଲିସ ପକ୍ଷରୁ କୁମ୍ବିଙ୍ଗ ଅପରେସେନ ଜୋରଦାର କରାଯାଇଛି ।

nis-ad
Leave A Reply

Your email address will not be published.