କଟକ : ବାରବାଟି-କଟକ ନିର୍ବାଚନୀ ଅନିୟମିତତା ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ ଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି ହାଇକୋର୍ଟ । ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ହାଇକୋର୍ଟରେ ମାମଲା କରିଥିଲେ । ତେବେ ୨୦୨୪ ନିର୍ବାଚନରେ ମୋକିମ ଲଢିପାରିବେ ବୋଲି ହାଇକୋର୍ଟ କହିଛନ୍ତି ।
Sign in
Sign in
Recover your password.
A password will be e-mailed to you.