ବ୍ରହ୍ମପୁର ବିଧାନସଭା ଆସନ ନିମନ୍ତେ ବିଜେପି ଦଳ ପକ୍ଷରୁ ବିଧାୟକ ପ୍ରାର୍ଥୀ ଭାବେ କେ. ଅନିଲ କୁମାର ଙ୍କ ନାମାଙ୍କନ ପତ୍ର ଦାଖଲ…

ଛତ୍ରପୁର,:ବ୍ରହ୍ମପୁର ବିଧାନସଭା ଆସନ ନିମନ୍ତେ ବିଜେପି ଦଳ ପକ୍ଷରୁ ବିଧାୟକ ପ୍ରାର୍ଥୀଭାବେ କେ. ଅନିଲ କୁମାର ଆଜି ନିଜ ନାମାଙ୍କନ ପତ୍ର ଦାଖଲ କରିଛନ୍ତି l ସେ ନିଜ ସମର୍ଥକ ମାନଙ୍କ ଗହଣ ରେ ଛତ୍ରପୁର ଆସି ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରିଟର୍ଣ୍ଣି ଅଫିସର ତଥା ଅତିରିକ୍ତ ଜିଲ୍ଲାପାଳ ଦେବବ୍ରତ ସାହୁ ଙ୍କ ନିକଟରେ ନିଜ ନାମାଙ୍କନ ପତ୍ର ଦାଖଲ କରିଛନ୍ତି l

nis-ad
Leave A Reply

Your email address will not be published.