ମେ’ ୨ ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିବେ ନବୀନ

ଭୁବନେଶ୍ୱର: ଦୁଇଟି ଆସନରୁ ନିର୍ବାଚନ ଲଢୁଥିବା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମେ’ ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ଭରିବେ । 

ତେବେ ନବୀନଙ୍କ ଗସ୍ତ ଓ ନାମାଙ୍କନ ପତ୍ର ଦାଖଲ ନେଇ ଦଳ ପକ୍ଷରୁ ଜୋରଦାର ପ୍ରସ୍ତୁତି ହୋଇଛି ।

ତେବେ କଣ୍ଟାବାଞ୍ଜି ଗସ୍ତ ପରେ ନବରଙ୍ଗପୁର, କୋରାପୁଟ କଳାହାଣ୍ଡି ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ପ୍ରଚାର କରିବେ ନବୀନ ।

nis-ad
Leave A Reply

Your email address will not be published.