ପୁରୀ ବାଣ ବିସ୍ଫୋରଣ ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଶ୍ରୀକ୍ଷେତ୍ରରେ ଭଉଁରୀରେ ଘଟିଥିବା ବାଣ ବିସ୍ଫୋରଣ ଘଟଣାରେ ଏଯାବତ ୩ ଜଣ ମୃତ୍ୟୁ ହୋଇଛି। ଏହି ଘଟଣାରୋ ରାଷ୍ଟ୍ରପତି ଦ୍ରୌପଦୀ ମୁ୍ର୍ମୁ ଏକ୍ସ ହ୍ୟାଣ୍ଡେଲରେ କହିଛନ୍ତି ପୁରୀରେ ଚନ୍ଦନ ଯାତ୍ରା ସମୟରେ ବାଣ ବିସ୍ଫୋରଣ ଘଟି କିଛି ଲୋକଙ୍କ ମୃତ୍ୟୁ ହୋଇଥିବା ଜାଣି ମୁଁ ଖୁବ୍ ଦୁଃଖିତ ।
ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

nis-ad
Leave A Reply

Your email address will not be published.