ପୁରୀ ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି, ଏସଆରସିଙ୍କ ଦ୍ବିତୀୟ ତଦନ୍ତ ବୈଠକ

ପୁରୀ : ପୁରୀ ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି । ଶ୍ରୀକ୍ଷେତ୍ରରେ ଭଉଁରୀଯାତ୍ରା ବେଳେ ବାଣ ବିସ୍ଫୋରଣ ଘଟଣାରେ ବୃଦ୍ଧି ପାଉଛି ମୃତ୍ୟୁ ସଂଖ୍ୟା । ଆଜି ଚିକିତ୍ସାଧୀନ ଥିବା ଆଉ ଜଣେ ଗୁରୁତରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ୧୧ ଗୁରୁତର ଆହତଙ୍କ ଚାଲିଛି ଚିକିତ୍ସା । ସେପଟେ ସର୍କିଟ ହାଉସରେ ଏସଆରସିଙ୍କ ଦ୍ବିତୀୟ ତଦନ୍ତ ବୈଠକ । ବୈଠକରେ ପୋଲିସ ପ୍ରଶାସନ, ପୀଡ଼ିତ ପରିବାରର ୨ ଜଣ ଉପସ୍ଥିତ ଅଛନ୍ତି । ତଦନ୍ତ ବେଳେ ବ୍ୟକ୍ତିଗତ ମତାମତ ନେଉଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।

nis-ad
Leave A Reply

Your email address will not be published.