ପ୍ରକାଶ ପାଇଲା OSSTET ପରୀକ୍ଷା ଫଳ

କଟକ : ପ୍ରକାଶ ପାଇଲା OSSTET ପରୀକ୍ଷା ଫଳ । ମାଧ୍ୟମିକ ଶିକ୍ଷା ପରିଷଦ ୱେବସାଇଟ୍ ରେ ଉପଲବ୍ଧ ଓଡ଼ିଶା ସିନିୟର ସେକେଣ୍ଡାରି ଟିଚର ଇଲିଜିବିଲିଟି ଟେଷ୍ଟ ପରୀକ୍ଷା ଫଳ । www.bseodisha.ac.in ରେ ରେଜଲ୍ଟ ଉପଲବ୍ଧ । ୱେବସାଇଟ୍ ରୁ ଡିଜିଟାଲ ସାର୍ଟିଫିକେଟ ପାଇପାରିବେ ପରିକ୍ଷାର୍ଥୀ । କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀ ୱେବସାଇଟରୁ ନିଜର ଡିଜିଟାଲ ସାର୍ଟିଫିକେଟ ଡାଉନଲୋଡ଼ କରି ପାରିବେ । ନିଜର ରୋଲ ନମ୍ବର ସହିତ ଜନ୍ମ ତାରିଖ କିମ୍ବା ରେଜିଷ୍ଟର କରିଥିବା ମୋବାଇଲ ନମ୍ବର ଦେଇ ନିଜର ରେଜଲ୍ଟ ଡାଉନଲୋଡ଼ କରି ପାରିବେ ପରୀକ୍ଷାର୍ଥୀ । ଏଥିପାଇଁ ଧାର୍ଯ୍ୟ ଫି ଦେବାକୁ ପଡିବ ଦେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ।

nis-ad
Leave A Reply

Your email address will not be published.